Home Posts tagged kankandhamal district
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩/୧୧ : ଦୀପାବଳୀ ଆସିଲେ ବାଣ ବଜାରରେ ଦେଖିବାକୁ ମିଳେ ଚଳଚଞ୍ଚଳତା। ଏହି ସମୟରେ ବାଣ ବ୍ୟବସାୟ କରି ଦୁଇ ପଇସା ରୋଜଗାର କରିବାକୁ ଅନେକ ବ୍ୟବସାୟୀ ଆଗ୍ରହ ପ୍ରକାଶ କରନ୍ତି। ହେଲେ ବାଣ ବିକ୍ରି ପାଇଁ ଲାଇସେନ୍ସ ପ୍ରଦାନର ସମୟସୀମା ଓ ବାଣ ସଂଗ୍ରହ କରିବାର ବାସ୍ତବ ସ୍ଥିତିକୁ ନେଇ ଏବେ ଉଠିଛି ଅନେକ ପ୍ରଶ୍ନ।ପ୍ରଶାସନର ନିୟମ ଓ ବ୍ୟବସାୟର ଆବଶ୍ୟକତା ମଧ୍ୟରେ ରହିଥିବା ଏହି ତାଳମେଳ ଅଭାବ ବ୍ୟବସାୟୀଙ୍କୁ Continue Reading