
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୨ : କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଅପରାହ୍ନ ରେ କଣ୍ଟାମାଳ ବ୍ଲକ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।ଗତ କାଲି ଅପରାହ୍ନ ସମୟରେ ଜିଲ୍ଲାପାଳ ଶ୍ରୀ ପଣ୍ଡା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ପଲସାଗୋରା, ଖଟଖଟିଆ , ମନମୁଣ୍ଡା, କୁରୁମ ପଦର ଆଦି ଧାନ କ୍ରୟ ମଣ୍ଡି ପରିଦର୍ଶନ […]Continue Reading