Home Posts tagged kendujhar district (Page 2)
Odisha News
କେନ୍ଦୁଝର, ୨୨/୭ : କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ର ଡିଏଫ୍‌ଓ ନିତ୍ୟାନନ୍ଦ ନାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।ତିନି ଦିନ ଧରି ଭିଜିଲାନ୍ସ ଡିଏଫ୍‌ଓଙ୍କ କାର‌୍ୟ୍ୟାଳୟ, ବାସଭବନ ସମେତ ୭ଟି ସ୍ଥାନରେ ଚଢ଼ଉ କରିଥିଲା। ଚଢ଼ଉ ବେଳେ ଡିଏଫ୍‌ଓଙ୍କର ମାଳମାଳ ପ୍ଲଟ୍ ଦେଖି ଭିଜିଲାନ୍ସ ଅଧିକାରୀ ଓ କର୍ମଚାରୀ ତାଜୁବ ହୋଇଥିଲେ। ଡିଏଫ୍‌ଓ ଶ୍ରୀ ନାୟକଙ୍କ ପୁଅର କାର୍ଯ୍ୟାଳୟ, ଶ୍ବଶୁରଘରେ ମଧ୍ୟ Continue Reading
Odisha News
ଯୋଡ଼ା,୧୨/୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ଛାନ୍‌ଭିନ୍ ଚଳାଇଛି।Continue Reading