କେନ୍ଦୁଝର, ୧୪/୨ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ବଳଭଦ୍ରପୁର ଗ୍ରାମରେ ଓହ୍ଲାଥିଲେ। ସେଠାରେ ଟେକ୍ସଟାଇଲ ପାର୍କ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେଠାରେ ଧରଣୀଧର ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଥିଲେ।ସୂଚନା ଥାଉ Continue Reading
କେନ୍ଦୁଝର, ୨୪/୧: କେନ୍ଦୁଝର ଜିଲ୍ଲା ବଡ଼ବିଲ ସହରସ୍ଥିତ ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଡକାୟତି ମାମଲାରେ ବଡ଼ ସଫଳତା ମିଳିଛି । ଓଡ଼ିଶା ପୋଲିସ ଏବଂ ଝାଡ଼ଖଣ୍ଡ ପୋଲିସର ମିଳିତ ପ୍ରୟାସରେ ଡକାୟତ ଗ୍ୟାଙ୍ଗର ଦୁଇ ଜଣ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।ଗିରଫ ଦୁଇ ଜଣ ହେଲେ ରାଜା କୁମାର ସିଂ ଓ କୁନାଲ ରାଜ୍ ଶର୍ମା। ଧାନବାଦ ପୋଲିସ ସେମାନଙ୍କ ନିକଟରୁ ୨୮୮ ଗ୍ରାମ ସୁନା ଜବତ କରିଛି । ଏହା ସହିତ ୨ଟି ସ୍କର୍ପିଓ […]Continue Reading
କେନ୍ଦୁଝର,୧୯/୧ : କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୫ କୋଟିରୁ ଊଦ୍ଧର୍ବ ଟଙ୍କାର ସୁନା ଅଳଙ୍କାର ସହ ୮ଲକ୍ଷ ନଗଦ ଟଙ୍କା ଲୁଟି ନେଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ମିଳିଥିବା ସୂଚନା ମୁତାବକ, ୫ଟି ବାଇକ୍ରେ ୬ଜଣ ଦୁର୍ୱୃତ୍ତ ଆସି ବ୍ୟାଙ୍କରେ ପଶି ଥିଲେ। ପରେ ଦୁର୍ୱୃତ୍ତମାନେ Continue Reading
କେନ୍ଦୁଝର, ୨୭/୧୨ : କେନ୍ଦୁଝର ମାଟି ହେଉଛି ବିପ୍ଲବୀ ମାଟି। ଏଠି ଅନେକ ବିପ୍ଲବୀ ଜନ୍ମ ଗ୍ରହଣ କରିଛନ୍ତି। କିନ୍ତୁ, ଯେତେବେଳେ ବି ବିପ୍ଳବୀଙ୍କ କଥା ଆଲୋଚନା ହେବ, ଆମ ଜିଲ୍ଲାରେ ଧରଣୀଧର ନାଏକଙ୍କ ନାମ ସର୍ବାଗ୍ରେ ଆସିବ। ବିପ୍ଳବୀ ଧରଣୀ ଧର ଆମ ପାଇଁ ପ୍ରେରଣାର ଉତ୍ସ ବୋଲି ବିପ୍ଳବୀ ଧରଣୀ ଧରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି।ଆଜି କେନ୍ଦୁଝର ସହରରର ପ୍ରବେଶ ଦ୍ବାର ନେକେଡା ଘରଠାରେ ବିପ୍ଳବୀ ଧରଣୀଧର Continue Reading
କେନ୍ଦୁଝର,୭/୧୨ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।ମା’ ତାରିଣୀ ପୀଠର ବିକାଶ ପାଇଁ ୩୦୦ କୋଟିରୁ ଊଦ୍ଧର୍ବ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ମା’ ତାରିଣୀ ପରିକ୍ରମା ସମନ୍ବିତ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହା ଛଡ଼ା ଏକ ସାଧାରଣ Continue Reading
କେନ୍ଦୁଝର, ୧୮/୧୧ : ଆଜି ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ କେନ୍ଦୁଝର ଜିଲା ବନ୍ଦ ଡ଼ାକରା ଦିଆଯାଇଛି। ସକାଳୁ ଜିଲ୍ଲାରେ ଅତ୍ୟାବଶ୍ୟକ ସେବା ଛାଡ଼ି ଦୋକାନ, ବଜାର, ସ୍କୁଲ୍, କଲେଜ, ଯାନବାହାନ ଚଳାଚଳ ବନ୍ଦ ରହିଛି । ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର କରିବା ଦାବିରେ ବନ୍ଦ ଡ଼ାକରା ଦିଆଯାଇଛି। କେନ୍ଦୁଝର ସହର, ଚମ୍ପୁଆ, ଯୋଡ଼ା, ବଡ଼ବିଲ, ପାଟଣା, ଘସିପୁରା, ଆନନ୍ଦପୁର ଆଦି Continue Reading
କେନ୍ଦୁଝର, ୨୨/୭ : କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍ର ଡିଏଫ୍ଓ ନିତ୍ୟାନନ୍ଦ ନାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।ତିନି ଦିନ ଧରି ଭିଜିଲାନ୍ସ ଡିଏଫ୍ଓଙ୍କ କାର୍ୟ୍ୟାଳୟ, ବାସଭବନ ସମେତ ୭ଟି ସ୍ଥାନରେ ଚଢ଼ଉ କରିଥିଲା। ଚଢ଼ଉ ବେଳେ ଡିଏଫ୍ଓଙ୍କର ମାଳମାଳ ପ୍ଲଟ୍ ଦେଖି ଭିଜିଲାନ୍ସ ଅଧିକାରୀ ଓ କର୍ମଚାରୀ ତାଜୁବ ହୋଇଥିଲେ। ଡିଏଫ୍ଓ ଶ୍ରୀ ନାୟକଙ୍କ ପୁଅର କାର୍ଯ୍ୟାଳୟ, ଶ୍ବଶୁରଘରେ ମଧ୍ୟ Continue Reading
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଶାଖାରୁ ସଶସ୍ତ୍ର ଡକାୟତି, ବନ୍ଧୁକ ମୁନରେ ଲୁଟିନେଲେ ୧୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଗହଣା
ଯୋଡ଼ା,୧୨/୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ଛାନ୍ଭିନ୍ ଚଳାଇଛି।Continue Reading




