କେନ୍ଦୁଝର, ୩୧/୧୨ : ବୈତରଣୀ ନଦୀ ପୋଲରୁ ଡେଇଁ ପଡ଼ିଲେ ଦୋକାନୀ। ନଦୀରେ ଭାସୁଛି ତାଙ୍କ ମୃତଦେହ। ବର୍ଷର ଶେଷ ଦିନରେ ଏପରି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅଞ୍ଚଳରେ ଘଟିଛି। ମୃତକ ହେଲେ ବସନ୍ତ ପାତ୍ର ।ଚମ୍ପୁଆ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବସନ୍ତଙ୍କର ଏକ ଦୋକାନ ରହିଛି। ଗତ ରାତି ୧୧ଟା ବେଳେ ସେ ନିଜ ସ୍କୁଟିକୁ ଚମ୍ପୁଆ ବୈତରଣୀ ପୋଲ ଉପରେ ରଖି ନଦୀକୁ ଡେ଼ଇଁ ପଡ଼ିଥିଲେ। ତାଙ୍କ ମୃତଦେହ […]Continue Reading




