Home Posts tagged kendujhar (Page 4)
Odisha News
ଘଟଗାଁ /କେନ୍ଦୁଝର,୧/୧୨ : ତାରିଣୀଦର୍ଶନ ନୋହିଲା। ବାଟରେ ୮ ଜଣଙ୍କୁ ନେଇଗଲା ଯମ। ରାତିରେ ଘରୁ ବାହାରିଥିଲେ। ଭୋର୍ ସମୟରେ ମା’ଙ୍କର ମଙ୍ଗଳଆଳତି ଦେଖିଥାନ୍ତେ। ହେଲେ ତା ଆଗରୁ ସବୁ କିଛି ଓଲଟପାଲଟିଗଲା।ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଇଛି।ସେମାନଙ୍କୁ କଟକ ବଡ଼ ମେଡିକାଲକୁ Continue Reading
Odisha News
ତେଲକୋଇ,୧୯/୧୧: କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଆକୁଳ ନୀଳାପଶି ସାହିରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ହାତୀର ବୟସ ପାଖାପାଖି ୪ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।ସ୍ଥାନୀୟ ଲୋକେ ଆଜି ସକାଳେ ଶୌଚ ନିମନ୍ତେ ଯିବା ସମୟରେ ହାତୀ ମରିଥିବା ସୂଚନା ପାଇ ବନ ବିଭାଗକୁ ଖବର ଦେଇଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।Continue Reading
Odisha News
ହାଟଡ଼ିହି,୬/୧୧: କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ ସୋସୋ ଥାନା ଅଧୀନ ଝଣଝଣା ଗ୍ରାମରେ ଘଟିଛି ଅଘଟଣ। ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଥିବା ବେଳେ ତାଙ୍କଠାରୁ ବିଷ ଝାଡ଼ିବାକୁ ଯାଇ ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି।ମୃତ ମହିଳା ହେଲେ ଗ୍ରାମର ସୂର୍ଯ୍ୟମଣି ବେହେରାଙ୍କ ପତ୍ନୀ ଝୁନୁରାଣୀ ବେହେରା(୪୦)। ସେ ବିଲକୁ ଯାଇଥିବା ବେଳେ ସେଠାରେ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା।ଏହା ଜାଣିବା ପରେ ସେହି ଗ୍ରାମର ମିନତି ଦେହୁରୀ (ଝୁନୁରାଣୀଙ୍କ Continue Reading
Odisha News
କେନ୍ଦୁଝର,୪/୧୧ : କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ବିଞ୍ଜବାହାଳ ବସଷ୍ଟାଣ୍ଡ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବେଆଇନ ଗୋରୁ ବୋଝେଇ ଟ୍ରକ୍ ଓଲଟି ପଡ଼ିବାରୁ ୧୫ଟି ଗୋରୁଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଆହୁରି ଅନେକ ଗୋରୁ ଆହତ ହୋଇଛନ୍ତି।ଏହି ୧୬ ଚକିଆ ଟ୍ରକ୍ଟି ଆଜି ଭୋରରେ ପାଲଲହଡ଼ାରୁ କେନ୍ଦୁଝର ଆଡ଼କୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା।ଏହା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ତେଲକୋଇ ଅଗ୍ନିଶମ ବାହିନୀ Continue Reading
Odisha News
କେନ୍ଦୁଝର,୨୩/୧୦: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ବିଜେପି ରେଞ୍ଜ ଭେଜିଡିହି ଗ୍ରାମ ନିକଟସ୍ଥ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଏକ ଅଣ୍ଡିରା ହାତୀଛୁଆ (୨ ବର୍ଷ)ର ମୃତ୍ୟୁ ହୋଇଛି।ଏହି ହାତୀଛୁଆ ଗତକାଲି ଅସୁସ୍ଥ ହୋଇଥିଲା। ବନ୍ୟପ୍ରାଣୀ ବିଭାଗର ଡାକ୍ତର ବ୍ରଜରାଜ ଯାଦବଙ୍କ ନେତୃତ୍ବରେ ଏକ ଦୁଇଜଣିଆ ଟିମ୍ ଓ ବାଂଶପାଳ ଗୋଷ୍ଠୀ ପ୍ରାଣୀ ଚିକିତ୍ସକ ଘଟଣାସ୍ଥଳରେ ପହଞ୍ଚି ଅସୁସ୍ଥ ହାତୀ ଶାବକର ଚିକିତ୍ସା କରୁଥିଲେ। ହାତୀଛୁଆଟି ଥଣ୍ଡାରୁ ଅସୁସ୍ଥ Continue Reading
Odisha News
କେନ୍ଦୁଝର,୬/୧୦: ନିଜକୁ ସୁରକ୍ଷା ଦେବା ପାଇଁ ଭଉଣୀ ଭାଇ ହାତରେ ପ୍ରତିବର୍ଷ ରାଖୀ ବାନ୍ଧିଥାଏ। ଭାଇ ମଧ୍ୟ ନିଜ ଭଉଣୀକୁ ସୁରକ୍ଷା ଦେବା ପାଇଁ କଥା ଦେଇଥାଏ। ପ୍ରତିବର୍ଷ ଯେଉଁ ହାତରେ ଭଉଣୀ ରାଖୀ ପିନ୍ଧାଉଥିଲା, ସାମାନ୍ୟ କେତେଟା ପଇସା ପାଇଁ ସେହି ଭଉଣୀକୁ ଗୁଳି ହତ୍ୟା କରିଛି ଭାଇ।ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ସମଗିରି ଗାଁରେ। ପରେ ଅଭିଯୁକ୍ତ ଭାଇ ପ୍ରସନ୍ନ ବାରିକ ଥାନାରେ ଆତ୍ମସର୍ମପଣ କରିଛି।ପ୍ରସନ୍ନ ଏକ Continue Reading
Odisha News
କେନ୍ଦୁଝର,୨୫/୯: କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ପରିମଳ ଓ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ରାମକୃଷ୍ଣ ସିଂଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଗ୍ରାମ ଜୟନ୍ତୀନାପୁର ବୈତରଣୀ ନଦୀକୂଳରେ ଏକ ଜାମୁ ଗଛରୁ ଉଦ୍ଧାର କରାଯାଇଛି।ନିକଟରେ ତାଙ୍କ ବାଇକ ଓ ହେଲମେଟ୍ ରହିଥିବାବେଳେ ଏକ ନୂଆ ପ୍ଲାଷ୍ଟିକ ଦଉଡ଼ିରେ ତାଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଠାବ କରାଯାଇଛି।ସେ ଗତକାଲି ଦିନ ବେଳୁ ଚମ୍ପୁଆସ୍ଥ ବ୍ଲକ୍ କଲୋନି ସରକାରୀ ବାସଭବନରୁ ନିଖୋଜ ଥିଲେ। Continue Reading
Odisha News
କେନ୍ଦୁଝର,୧୪/୫: କେନ୍ଦୁଝର ଜିଲା ହାଟଡିହି ବ୍ଲକ କେ.ବାଲିପାଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ରମ୍ଭା ପାତ୍ର ଓ ତାଙ୍କ ସ୍ୱାମୀ ନିରଞ୍ଜନ ପାତ୍ରଙ୍କୁ କେହି ଦୁର୍ବୁତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି।ନିରଞ୍ଜନ ବଉଳା ଫାଣ୍ଡିର ଗ୍ରାମରକ୍ଷୀ ଥିବାବେଳେ ତାଙ୍କ ସ୍ତ୍ରୀ ରମ୍ଭା ପାତ୍ର ପୂର୍ବରୁ କେ ବାଲିପାଳ ପଂଚାୟତର ସରପଞ୍ଚ ଥିଲେ।ମଙ୍ଗଳବାର ରାତିରୁ କେହି ଦୁର୍ବୁତ୍ତ ହତ୍ୟାକରି ଘର ପାଖ କୂଅରେ ପକାଇ ଦେଇଥିଲେ। ପୂର୍ବତନ ସରପଞ୍ଚ ଏବଂ ତାଙ୍କ ସ୍ବାମୀ Continue Reading
Odisha News
କେନ୍ଦୁଝର,୯/୯: କେନ୍ଦୁଝର ଜିଲ୍ଲାରେ ଥମୁନି ସର୍ପାଘାତ ଜନିତ ମୃତ୍ୟୁ। ଆଜି ବିଷାକ୍ତ ସାପ ଚୋଟରେ ଦୁଇ ଜୀବନ ଚାଲିଯାଇଛି।ଜିଲ୍ଲାର ନୟାକୋଟ ଥାନା ଅନ୍ତର୍ଗତ ମୁଁରୁସଁଆ ରୁଗୁଡି ସାହିରେ ଶୁକ୍ରବାର ରାତିରେ ଖାଇପିଇ ଶୋଇଥିବା ସମୟରେ ଗ୍ରାମର ସୁଖମନି ମୁଣ୍ଡା ଏବଂ ତାଙ୍କର ୨ ବର୍ଷର ଶିଶୁ କନ୍ୟାକୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା।ଭୋର ସକାଳ ସମୟରେ ମା ଓ ଶିଶୁ ଅସୁସ୍ଥ ହୋଇପଡ଼ିଥିବାବେଳେ କିଛି ସମୟ ମଧ୍ୟରେ ଶିଶୁ କନ୍ୟାର ମୃତ୍ୟୁ ହୋଇଯାଇଥିଲା ଏବଂ Continue Reading
Odisha News
ଆନନ୍ଦପୁର,୧୨/୮: ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳର ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ପାର୍ଥିବ ଶରୀର ଜନ୍ମ ମାଟିରେ ପହଞ୍ଚିଛି। ଶନିବାର ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ହେବ। ରାଷ୍ଟ୍ରୀୟ ମର‌୍ୟ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ।ସୁଶାନ୍ତଙ୍କ ପାର୍ଥିବ ଶରୀର ଆନନ୍ଦପୁରରେ ପହଞ୍ଚିବା ପରେ ବିଶାଳ ଶୋଭାଯାତ୍ରରେ ନିଜ ଗାଁକୁ ନିଆଯାଇଥିଲା। ସେଠାରେ ବୀର ଯବାନ ସୁଶାନ୍ତଙ୍କ ଶେଷ ଦର୍ଶନି ବହୁ ମାନ୍ୟଗଣ୍ୟ Continue Reading