ଖଡ଼ିଆଳ,୨୧/୩: ଛତିଶଗଡର ରାଜଧାନୀ ରାୟପୁରର ବାଲାଜୀ ହସ୍ପିଟାଲରୁ ରୋଗୀକୁ ନେଇ ଆସୁଥିବା ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ପୋଲରେ ପିଟି ହେବାରୁ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ହେଲେ ଜନକ ମନହିରା। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନା ଅନୁଯାୟୀ, ନୂଆପଡ଼ା ଜିଲ୍ଲା ବୋଡେନ ଥାନା ବିରେଶକେଲା ଗ୍ରାମ ଦେଇ ଯାଇଥିବା ଫୋରୱେର ଏକ ପୋଲରେ ପିଟିହୋଇ ଆଜି ସକାଳେ ଦୁର୍ଘଟଣା ଘଟିଥିଲା। ଏଥିରେ ଜଣଙ୍କର Continue Reading

ଖଡ଼ିଆଳ,୧୭/୧: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଡିଓ ନାରାୟଣ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯଗରେ ଖଡ଼ିଆଳ ବିଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଛି।ମିଳିଥିବା ସୂଚନାରୁ ଜଣା ପଡ଼ିଛି ଯେ ସମ୍ବଲପୁର ଭିଜିଲାନ୍ସ ଏସପି ସାରା ଶର୍ମାଙ୍କ ନିର୍ଦେଶକ୍ରମେ ଏକକାଳୀନ ୫ଟି ସ୍ଥାନରେ ମଙ୍ଗଳବାର ସକାଳ ୫ଟାରୁ ଚଢ଼ଉ କରାଯାଇଛି। ଏହି ଚଢ଼ଉରେ ୩ ଜଣ ଡିଏସପି, ୧୦ ଇନସ୍ପେକ୍ଟର ଓ ୪ ଏଏସଆଇ ସାମିଲ ଅଛନ୍ତି। ବରଗଡ଼ର ଭଡା Continue Reading