Home Posts tagged khordha
Odisha News
ଖୋର୍ଦ୍ଧା,୧୩/୩ : ୧୬ ନମ୍ବର ଜାତୀୟ ରାଜପଥ ବେଆଇନ ଗୋମାଂସ ଚାଲାଣର ପ୍ରମୁଖ ସ୍ରୋତ ପାଲଟିଛି। ରବିବାର କଲିକତାରୁ ଚେନ୍ନାଇ ଯାଉଥିବା ଏକ କଣ୍ଟେନ୍ରରୁ ଗୋମାଂସ ଜବତ ଘଟଣାରୁ ଏହା ପୁଣିଥରେ ପ୍ରମାଣିତ ହୋଇଛି।ତେବେ ଗୋମାଂସ ଚାଲାଣ ପାଇଁ ଏବେ ଚାଲାଣକାରୀ ଅଭିନବ ଉପାୟ ଅବଲମ୍ବନ କରୁଛନ୍ତି । ଆଜି ଜବତ ହୋଇଥିବା ଗୋମାଂସକୁ ମିଠା ପ୍ୟାକେଟ ପରି ପ୍ୟାକିଂ କରି କଲିକତାରୁ ଚେନ୍ନାଇ ଚାଲାଣ କରାଯାଉଥିଲା ।ତେବେ ଗୋମାଂସ ଚାଲାଣ ହେଉଥିବାନେଇ ଖବର ପାଇବା ପରେ […]Continue Reading
Odisha News
ଭୁବନେଶ୍ୱର,୨୩/୭: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ସଂଙ୍ଗିନ ହେଉଛି । ଆଜି ପୁଣି କରୋନାରେ ୬ଜଣଙ୍କ ଜୀବନ ଜାଇଛି ।ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମୋଟ ୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ଟ୍ବିଟ୍ ଅନୁଯାୟୀ ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଏବଂ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି । ଗଞ୍ଜାମ […]Continue Reading
Odisha News
ଭୁବନେଶ୍ବର ,୧୪/୭: ରାଜ୍ୟରେ ପୁଣି ୫୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଚିହ୍ନଟ ହୋଇଥିବା ୫୪୩ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୮୯ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।ସୂଚନା ଅନୁଯାୟୀ, ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮, ଖୋର୍ଦ୍ଧାରୁ ୮୭,ସୁନ୍ଦରଗଡ଼ Continue Reading
Odisha News
ଖୋର୍ଦ୍ଧା,୧୨/୭: ଖୋର୍ଦ୍ଧା ଜିଲ୍ଲା ଜଟଣୀ ବିଏସ୍‌ଏଫ୍ କ୍ୟାମ୍ପ୍ରେ ୨ଜଣ ଯବାନଙ୍କ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏ ନେଇ ଜିଲ୍ଲାପାଳ ସୀତାଂଶୁ ରାଉତ ସୂଚନା ଦେଇଛନ୍ତି।କ୍ୟାମ୍ପରୁ ୨୪୫ ଜଣଙ୍କ ସ୍ୱାବ୍ ଟେଷ୍ଟ୍ ହୋଇଥିବା ବେଳେ ୨ ଜଣ ଯବାନ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସଂକ୍ରମିତ ଦୁଇ ଯବାନ କ୍ୱାରେଣ୍ଟିନ୍ରେ ଥିଲେ। ସ୍ୱାବ୍ ଟେଷ୍ଟ୍ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛଇ। ତେଣୁ କ୍ୟାମ୍ପ Continue Reading
Odisha News
ଭୁବନେଶ୍ବର,୭/୭: ରାଜ୍ୟରେ ପୁଣି ୫୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୧୬୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୦୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ Continue Reading
Seo wordpress plugin by www.seowizard.org.