Home Posts tagged khurda district (Page 2)
Top Stories
By Prashan Kumar Paikaray Khurda,Feb 28 : Today, the Chief Minister Naveen Pattnaik has taken a groundbreaking step in the field of development of sports and sportspersons. In this context, 42 places like Cricket Stadium, Cricket Academy and Sports Complex have been inaugurated in Odisha. On this occasion, Chief Minister Naveen Patnaik also inaugurated the […]Continue Reading
Odisha News
ଖୋର୍ଦ୍ଧା,୨୮/୧୨ : ଖୋର୍ଦ୍ଧାସ୍ଥିତ ଏକ ରିଫାଇନ୍ ତେଲ ଫ୍ୟାକ୍ଟ୍ରିରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି। ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇ ଯାଇଛି।ରିଫାଇନ୍ ତେଲ ଫ୍ୟାକ୍ଟ୍ରିଟି ବାଘମାରୀ ଥାନା ସାରୁଅ ଶିଳ୍ପାଞ୍ଚଳରେ ଥିବା ଜଣାଯାଇଛି। ଆଜି ଦିନ ବେଳା ଉକ୍ତ ଫ୍ୟାକ୍ଟ୍ରିରେ କର୍ମଚାରୀ କାମରେ ନିୟୋଜିତ ଥିଲେ। ଉକ୍ତ ସମୟରେ ଫ୍ୟାକ୍ଟ୍ରିର ଗୋଦାମ ଓ ଅଫିସ ରୁମ୍ରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୮/୮ : ସ୍ୱାଧୀନତା ଦିବସ ପୂର୍ବରୁ ଜିଲ୍ଲା ପ୍ରଶାସନ ର ଖସଡ଼ା ପ୍ରସ୍ତୁତ । ଦଶ ବ୍ଲକ ବିଡ଼ିଓଙ୍କ ସହ ଜିଲ୍ଲାପାଳ ଙ୍କ ଆଭାସୀ ବୈଠକ ।ଚାଳିଶ ଅମୃତ ସରବୋର ରେ ହେବ ଜାତୀୟ ପତାକା ଉତୋଳନ ।ମେରୀ ମାଟି ମେରୀ ଦେଶ କାର୍ଯ୍ୟକ୍ରମ ରେ ପ୍ରତି ଅମୃତ ପୋଖରୀ ରେ ଲାଗିବ ୭୫ ଚାରା ପ୍ରତି ଘରେ ଉଡ଼ିବ ତିରଙ୍ଗା, ମଧୁ ବାବୁ ପେନସନ ଯୋଜନା ଓ ମୋ ଘର ପାଇଁ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୮/୮ : ମଙ୍ଗଳବାର ଯୁବ ମହୋତ୍ସବ ପାଳନ ଅବସରରେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରୁ CDM & PHO ଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ଗଣ ଦୌଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ଉକ୍ତ ଗଣ ଦୌଡ଼ ଟିକୁ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ଶ୍ରୀଯୁକ୍ତ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓଇଝ ସକାଳ ସମୟ ୭.୩୦ ମିନିଟି ରେ ପତାକା ଦେଖାଇ ଶୁଭାରମ୍ଭ କରିଥିଲ ।ଏଥିରେ ରେଡ ରିବନ କ୍ଲବ (RRC), ୟୁଥ ରେଡ […]Continue Reading
Odisha News
ଖୋର୍ଦ୍ଧା,୧୯/୬ : ଦୁର୍ବୃତ୍ତଙ୍କ ଗୁଳିମାଡରେ ଟଳିପଡିଲେ ଠିକାଦାର। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଞ୍ଚଳରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଟାଙ୍ଗୀ ଥାନା ରାଧାମୋହନପୁର ଗାଁର ରମେଶ ରାଉତ।ସୂଚନା ଅନୁଯାୟୀ, ଗତକାଲି ରାତିରେ ରମେଶ ଓ ତାଙ୍କର ଦୁଇ ସାଙ୍ଗ ବାଇକ୍ ଯୋଗେ ଏକ ଢାବାକୁ ଖାଇବାକୁ ଯାଇଥିଲେ। ଖାଇ ସାରି ବାଇକରେ ଘରକୁ ଫେରିଲା ବେଳେ ଟାଙ୍ଗୀ ଥାନା ଚଣ୍ଡେଶ୍ୱର ଛକ ନିକଟ ମୁଣ୍ଡାଳ ରାସ୍ତାରେ ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି […]Continue Reading
Odisha News
ଖୋର୍ଦ୍ଧା,୧୬/୫ : ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଚାଲିଥିଲା ବେଳେ ଫୁଟିଲା ଗୁଳି। ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପାନବରଜ ଗାଁରେ। ଗୁରୁତର ଆହତଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଯୁବକ ଜଣଙ୍କ ହେଲେ ବବୁଲୁ। ତାଙ୍କ ଛାତିରେ ଗୁଳି ବାଜିଛି।ଗତକାଲି ରାତିରେ ବ୍ରାଉନସୁଗର କାରବାରକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ଅନ୍ୟ ଗୋଷ୍ଠୀର ଜଣେ ଯୁବକ Continue Reading
Odisha News
ଖୋର୍ଦ୍ଧା,୧୧/୫: ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତିା ଏଠି କ୍ୟାନ୍ସର ରୋଗୀଙ୍କ ଉତ୍ତମ ଚିକିତ୍ସା ଓ ନିରାକରଣ ଦିଗରେ କାର୍ଯ୍ୟ ହେବ।୨୦୦ ଶହ ବେଡ୍ ବିଶିଷ୍ଠ ଏହି ହସ୍ପିଟାଲ ମୋଟ ୬୫୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ। କେନ୍ଦ୍ର ଆଟୋମିକ୍ ଏନର୍ଜି ମୋଟ ବ୍ୟୟ ଅଟକଳର ୪୦୦ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ବ୍ୟୟ Continue Reading