ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୧/୧୨ : ଖୋର୍ଦ୍ଧାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିଗମା ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ–୨୦୨୫ ରବିବାର ସ୍ଥାନୀୟ ବିଡ଼ିଏ କଲୋନୀ ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି।ସ୍କୁଲର ନିର୍ଦ୍ଦେଶକ ଶୁଭ୍ରାଂଶୁ ରଂଜନ ସାମନ୍ତରାୟ ଏହି ଉତ୍ସବର ପୌରହିତ୍ୟ କରିଥିଲେ।ମିସ୍ ଅନେଶ୍ୱତାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା Continue Reading
ଖୋର୍ଦ୍ଧା,୨୧/୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ ।ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ବାଘମୁଣ୍ଡା କୂଳରୁ ମତଦେହ ଉଦ୍ଧାର କରିଛି । ବାଘମୁଣ୍ଡା କୂଳରୁ ମୃତଦେହ ଉଦ୍ଧାର ହୋଇଛି ।Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୦/୧୨ : ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ମୈତ୍ରୀ ଭବନରେ ଦର୍ଶନ ବିଭାଗ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ବିନ୍ଦୁଶ୍ରୀ ମିଶ୍ର ଅଧ୍ୟକ୍ଷତା କରି ଉପସ୍ଥିତ ସମସ୍ତଙ୍କୁ ସ୍ବାଗତ ଜଣାଇ ବିଷୟବସ୍ତୁ ଉପରେ ତାଙ୍କର ମତାମତ ରଖିଥିଲେ ।ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପିକା ଡ଼. ନନ୍ଦିତା ଛୋଟରାୟ ଆଲୋଚନା ଚକ୍ରର ବିଷୟବସ୍ତୁ ଉପରେ ତାଙ୍କର Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୦/୧୨ : ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସହରରେ ଥିବା କ୍ୟାବିନ ଉଚ୍ଛେଦ ଅଭିଯାନ ବିଗତ ଦିନରେ ଜୋରଦାର ହୋଇଥିଲା। ମାରୱାଡ଼ି ପଟିରୁ ଆରମ୍ଭ ହୋଇ ଆଦର୍ଶ ଥାନା ସାମାନାରେ ଥିବା କ୍ୟାବିନ, ତହସିଲଦାର କାର୍ଯ୍ୟାଳୟ ସମୁଖ, ପଞ୍ଚ ସଖା ପରିବା ବଜାର ପର୍ଯ୍ୟନ୍ତ ,ପରବର୍ତ୍ତୀ ସମୟରେ ପୋଷ୍ଟ ଅଫିସ ସମ୍ମୁଖରେ ଥିବା କିଛି କ୍ୟାବିନ ଉଚ୍ଛେଦ ହୋଇଥିଲା।ସେମାନଙ୍କୁ ଟିଏଲସି ପରିବା ବଜାର ଏବଂ ପାଖରେ ପୌର ପରିଷଦ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୧୨: ଓଡ଼ିଶା ରାଜ୍ୟ ନିର୍ବାଚନ କମିଶନର ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ଶ୍ରୀ ମୁଧୁସୁଦନ ପାଢ଼ୀ ଖୋର୍ଦ୍ଧା ଜିଲ୍ଲା ଗସ୍ତକରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଆଗାମୀ ଦିନରେ ହେବାକୁ ଯାଉଥିବା ସାଧାରଣ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ବିଭାଗୀୟ ଅଧିକାରୀ ଏବଂ ସମସ୍ତ ବି ଡି ଓ ତହସିଲଦାର, ପୌର ନିର୍ବାହୀ ଅଧିକାରୀ ମାନଙ୍କ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୯/୧୨ : ରାଜ୍ୟରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ସ୍ୱଚ୍ଚ ଓ ନିର୍ମଳ ଶାସନ ନିମନ୍ତେ ରାଜ୍ୟ ସରକାର ବଦଳି ନୀତି ଲାଗୁ କରିଥିବା ବେଳେ ଖୋର୍ଦ୍ଧା ଜଳ ସେଚନ ବିଭାଜନରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ।ସୁଚନା ଅଧିକାର ଆଇନ ଅନୁଯାୟୀ ହସ୍ତଗତ ହୋଇଥିବା ତଥ୍ୟ ଅନୁସାରେ ଖୋର୍ଦ୍ଧା ଜଳ ସେଚନ ବିଭାଜନରେ କାର୍ଯ୍ୟରତ ଅଧିକାଂଶ କର୍ମଚାରୀ ଦୀର୍ଘ ୨୫ ବର୍ଷ ରୁ ଉର୍ଦ୍ଧ୍ବ ସମୟ ଧରି ଗୋଟିଏ ଚେୟାରରେ ବସି […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୮/୧୨: ବି ଜେ ବି ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଚାଲିଥିବା ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ ଗାଇଡ ତ୍ରୀଦିବସୀୟ କାମ୍ପୋରି ଆଜି ସନ୍ଧ୍ୟାରେ ଉଦଯାପିତ ହୋଇଯାଇଅଛି।ସକାଳ ୬.୩୦ ମି ସମୟରେ ଧ୍ଵଜା ଉତ୍ତୋଳନ କାର୍ଯ୍ୟକ୍ରମ ମୁଖ୍ୟ ତାଲିମ ଦାତା ପୀତବାସ ପଟ୍ଟନାୟକ, ଦିବାକର ପଟ୍ଟନାୟକ, ଓ ରମେଶ କୁମାର ବଳବନ୍ତରାୟଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା।ଏହା ପରେ ସମସ୍ତ ଶିବିରାର୍ଥି ଏକତ୍ରିତ ହୋଇ ସର୍ବ ଧର୍ମ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୬/୧୨: ଖୋର୍ଦ୍ଧା ଜିଲ୍ଲା ପୁଲିସ ପକ୍ଷରୁ ନଭେମ୍ବର ମାସର ଅପରାଧ ସମୀକ୍ଷା ବୈଠକ ଏସ୍ପିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ।ଅତିରିକ୍ତ ଏସ୍ପି ,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଓ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ମାନେ ଉପସ୍ଥିତ ଥିଲେ। ବୈଠକରେ ଏସ୍ପି ଜିଲ୍ଲାର ସମଗ୍ର ଅପରାଧ ସ୍ଥିତି ଉପରେ ସମୀକ୍ଷା କରିଥିଲେ।ବିଶେଷ କରି Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୩/୧୨ : ଜଟଣୀ ସହରରେ ପ୍ରଥମ କରି ଡିସେମ୍ବର ୨୧ ରେ ହେବାକୁ ଥିବା ପଥ ଉତ୍ସବ ପାଇଁ ଆଜି ମଞ୍ଚ ପୁଜା ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି।ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ତଥା ସମାଜ ବିଜ୍ଞାନୀ ଡଃ.ରୁଷି ପଟ୍ଟନାୟକଙ୍କ ନେତୃତ୍ବରେ ପଥ ଉତ୍ସବର ଅଧ୍ୟକ୍ଷ ତଥା ଖୋରଧା ଜିଲା ବିଜେପି ସଭାପତି ଶ୍ରୀ ବିଶ୍ବରଂଜନ ବଡ଼ଜେନା, ଜଟଣୀ ବିକାଶ ପରିଷଦର ସଭାପତି ଶ୍ରୀ ସୁଦର୍ଶନ ସୁନ୍ଦରାୟ କର୍ତ୍ତା ରୂପରେ ଶୁଭ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୨/୧୨ : ଆଜି ଦିନ ଅପରାହ୍ନ ୪.୩୦ ସମୟରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ ବଡ଼ବେରଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୦ ତମ ବାର୍ଷିକୀ ସମାରୋହରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ ପାଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସମାରୋହକୁ ଉଦଘାଟନ କରି ସମବେତ ଜନତାଙ୍କୁ ଉଦବୋଧନ ଦେଇଥିଲେ ।ଶିକ୍ଷାର ଜନ୍ମଭୂମି ବଡ଼ବେରଣାର ସରକାରୀ ଉଚ୍ଚ ପ୍ରାଥମିକ Continue Reading




