ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୭/୬ : ଆଜି ଅପରାହ୍ନରେ ଖୋରଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓଡ଼ିଶାର ମାନ୍ୟବର ସମବାୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ତଥା ଖୋରଧା ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ “ବିକାଶର ଧାରା,ଓଡ଼ିଶା ସାରା” ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ସରକାରୀ ଜନସଂପର୍କ ଏବଂ ନାଗରିକ ସହଭାଗିତା ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ Continue Reading




