Home Posts tagged KHURDHA DISTRICT (Page 12)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧/୫ : ଖୋରଧା ପୌର ପରିଷଦ ଟେଣ୍ଡର ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି।ଡ୍ରେନ ଓ ପରିମଳ ସଫେଇ ପାଇଁ ହୋଇଥିବା ଟେଣ୍ଡରରେ ପ୍ରାୟ ୬ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ଓଡ଼ିଶା ଚୁକ୍ତିଭିତ୍ତିକ ଠିକା ସଫେଇ କର୍ମଚାରୀ ସଂଘ ।ଏହି ଟେଣ୍ଡରକୁ ରଦ୍ଦ କରିବା ସହ ଦୋଷୀ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩୦/୪ : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଗତକାଲି ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଏବଂ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ବ୍ୟବହାର ସମ୍ପର୍କିତ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀ ପ୍ରତାପ ଚନ୍ଦ୍ର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୮/୪ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଏବଂ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା ପ୍ରତିଷ୍ଠାନ, ଓଡ଼ିଆ ଭାଷା, ସାହିତ୍ୟ ଓ ସସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ନେଇ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୨୭/୪: ରାଷ୍ଟ୍ରୀୟ ସୟଂସେବକ ସଂଘ,(ଆରଏସଏସ)ର ଶତାବ୍ଦୀ ବର୍ଷ ପାଳନ ଅବସରରେ ଆରଏସଏସ ଖୋରଧା ଜିଲ୍ଲା ପକ୍ଷରୁ ସ୍ଥାନୀୟ ଜୟୀରାଜଗୁରୁ ଭବନ ପରିସରରେ ସଂଘର ଶତାବ୍ଦୀ ବର୍ଷରେ “ବିଶିଷ୍ଟ ନାଗରିକ ସଂଗୋଷ୍ଠୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଜିଲ୍ଲା ସଂଘଚାଳକ ଶିକ୍ଷାବିତ ନିରଞ୍ଜନ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆରଏସଏସ ଓଡ଼ିଶା ପୂର୍ବ ପ୍ରାନ୍ତର ସହ କାର୍ଯ୍ୟବାହ ଇଂ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୬/୪: ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍) ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି।ଏହି ପରିପ୍ରେକ୍ଷୀରେ ଖୋରଧା ଆଦର୍ଶ ଥାନା ଏବଂ ସିଗ୍‌ମା ପବ୍ଲିକ ସ୍କୁଲର ମିଳିତ ସହଯୋଗରେ ସ୍କୁଲରେ ଛାତ୍ରୀଛାତ୍ର, ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକଙ୍କୁ ନେଇ ଭାରତୀୟ ନ୍ୟାୟ ସଂହିତା ସମ୍ପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠାନର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୫/୪ : ଖୋରଧା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ସ୍ଥାନୀୟ ଜୟୀ ରାଜଗୁରୁ (ଟାଉନ ହଲ୍) ଠାରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୂପଶ୍ରୀ ରାଣୀ ଗୁମାନସିଂହ ଯୋଗଦେଇ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ଵ ଦେଇଥିଲେ। ଗ୍ରାମାଞ୍ଚଳଠାରୁ ସହରାଞ୍ଚଳ ବିକାଶରେ ମହିଳାଙ୍କ ସହଭାଗିତାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ମହିଳା ମାନେ ସଚେତନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୪/୪ : ଗୁରୁଜଙ୍ଗ-ଉଇଲକିଶନ ନଗର ନୂତନ ନିର୍ମାଣଧୀନ ଓଭରବ୍ରିଜ ତଳ ପାଲଟିଛି ନର୍କକୁଣ୍ଡ । ଗୁରୁଜଙ୍ଗର ଦୁଇଟି ୱାର୍ଡର ଶୌଚାଳୟ ଓ ଡ୍ରେନ୍ ପାଣି ଏଠାରେ ଭାସିବା ଯୋଗୁଁ ପ୍ରାୟ ୨୦ ଖଣ୍ଡ ଗାଁ ଲୋକଙ୍କ ଲାଗି ସମସ୍ୟା ପାଲଟିଛି ଏହି ରାସ୍ତା ।ତେଣୁ ଏହି ରାସ୍ତାର ଏକ ସ୍ଥାୟୀ ସମାଧାନ ଦାବିରେ ଆଜି ସ୍ଥାନୀୟ ବାସିନ୍ଦା ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି। ଅଭିଯୋଗ ଅନୁସାରେ, ଗୁରୁଜଙ୍ଗ-ଉଇଇକିଶନ ନଗର ରାସ୍ତାର Continue Reading
Top Stories
By Prasanna Kumar Paikaray Khordha,Apr 22 : In protest against the incident of an anti-social person entering the house of senior journalist Padmanabh Biswal of Tangi, Khordha assaulting, abusing and threatening to kill him while publish a news , a large number of media representatives today met the SP, Khordha and submitted a memorandum  demanding […]Continue Reading