Home Posts tagged KHURDHA DISTRICT (Page 13)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୨/୪ :ଟାଙ୍ଗୀର ବରିଷ୍ଠ ସାମ୍ବାଦିକ ପଦ୍ମନାଭ ବିଶ୍ୱାଳ ଙ୍କୁ ଏକ ସମ୍ବାଦ ପରିବେଷଣକୁ ନେଇ ଜଣେ ଅସାମାଜିକ ବ୍ୟକ୍ତି ତାଙ୍କ ଘରେ ପଶି ଆକ୍ରମଣ କରିବା, ଗାଳିମନ୍ଦ କରିବା ଓ ହତ୍ୟା ଧମକ ଦେବା ଘଟଣା ପ୍ରତିବାଦରେ ଆଜି ବହୁ ସଂଖ୍ୟାରେ ଗଣମାଧ୍ୟମ ପ୍ରତିନିଧି ଖୋରଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଅଭିଯୁକ୍ତ କୁ ତୁରନ୍ତ ଗିରଫ ଦାବି କରିବା ସହିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।୭ ଦିନ ମଧ୍ୟରେ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୧/୪ : ରାଜ୍ୟ ସରକାରଙ୍କର ଯୁଗାନ୍ତକାରୀ ଆର୍ଥିକ ଅନଗ୍ରହସର ପରିବାରର ଝିଅ ମାନଙ୍କ ବାହାଘର ପାଇଁ ମୁଖ୍ୟମନ୍ତ୍ରୀ କନ୍ୟା ଯୋଜନାରେ ଜିଲ୍ଲା ପ୍ରଶାସନ ଏବଂ ପିପୁଲସ ଫୋରମ୍ ସ୍ବେଛାସେବୀ ଅନୁଷ୍ଠାନ ମିଳିତ ଆନୁକୁଲ୍ୟରେ ଖୋରଧାର ଆରାଧ୍ୟ ଦେବୀପୀଠ ମା\” ବରୁଣେଇ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ଉତ୍ସବ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ପୌରହିତ୍ୟରେ ଖୋରଧା ଜିଲ୍ଲାର ୪୯ ଗୋଟି ଯୋଡିକୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୦/୪ : ଅକ୍ଷୟ ତୃତୀୟା ବର୍ଷକର ୩୬୫ ଦିନର ସବୁଠାରୁ ପବିତ୍ର ଓ କିମ୍ବଦନ୍ତୀ ଦିନ । ଆଜି ଦିନରେ ମହାପ୍ରଭୁଙ୍କର ରଥକାଠ ଅନୁକୂଳ ହୁଏ ।ସେହିପରି ଆଜିର ଦିନରେ ତ୍ରେତୟା ଯୁଗ ଆରମ୍ଭ ଏବଂ ଭଗବାନ ପର୍ଶୁରାମ ଙ୍କ ଜନ୍ମ ହୋଇଥିଲା ବୋଲି କୁହାଯାଏ । ଆଜି ଦିନରେ ମା “ଲକ୍ଷ୍ମୀ ଓ ବିଷ୍ଣୁଙ୍କୁ ଆରାଧନା କରାଯାଏ ।ଆଜି ଦିବସର ଅନନ୍ୟ ଗୁରୁତ୍ଵ ଅଛି,ମାଟି ମା” ଓ ପୃଥିବୀକୁ ଚାଷୀ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୯/୪ : ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଜଟଣୀ ଏହାର ଚତୁର୍ଦ୍ଦଶ ସମାବର୍ତ୍ତନ ଉତ୍ସବ ଆୟୋଜନ କରିଛି।ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ପ୍ରଫେସର ଭି. ଏସ. ରାମମୂର୍ତ୍ତି ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ପୂର୍ବତନ ସଚିବ ଏବଂ ଭୁବନେଶ୍ୱର ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମାବର୍ତ୍ତନ ଭାଷଣ ଦେଇଥିଲେ।ଆଇଆଇଟି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୯/୪: ଖୋର୍ଦ୍ଧା ଶିଳ୍ପାଂଚଳ ଥାନା ଅନ୍ତର୍ଗତ ଜଟଣୀ ବାଇପାସ ଓଭରବ୍ରିଜ ନିକଟ ଡଲଫିନ୍ ହୋଟେଲ୍ ରୁ ସେକ୍ସ ରାକେଟ ଠାବ କରିଛି ପୁଲିସ ଓ ସ୍ପେଶାଲ ସ୍କ୍ୱାର୍ଡ ।କିଙ୍ଗପିନ ସମେତ ୪ଜଣ ଗ୍ରାହକ ଓ ୨ଜଣ ଦେହଜିବୀ ଏବଂ ହୋଟେଲ ର ମାଲିକ ଓ ମ୍ୟାନେଜର୍ ଙ୍କୁ ଧରିଛି ପୁଲିସ । ପୁଲିସ ନିଜଆଡୁ ୯୭/୨୬ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଛି ବୋଲି କହିଛନ୍ତି ଥାନା ଅଧିକାରୀ ଉମେଶ ସାହୁ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୮/୪ : ବି.ଜେ.ବି. ଉଚ୍ଚ ବିଦ୍ୟାଳୟ ଠାରେ ଜାତୀୟ ଅଗ୍ନିଶମ ସପ୍ତାହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଭୁ ପ୍ରସାଦ ସେନାପତି ଅଗ୍ନିସେବା ସପ୍ତାହ ପାଳନର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ ।ଅଗ୍ନିଶମ ବାହିନୀର ଅଧିକାରୀ ଗୌତମ ସାମନ୍ତରାୟ, ହାବିଲଦାର ସୁଶାନ୍ତ କୁମାର ସାହୁ, ଅଗ୍ନିଯୋଦ୍ଧା ପରେଶ କୁମାର ପ୍ରଧାନ , ଜିତେନ୍ଦ୍ର ରଣା ଛାତ୍ରଛାତ୍ରୀ ମାନଙ୍କୁ ନିଆଁ ଲାଗିବାର କାରଣ ଓ ନିରାକରଣର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୬/୪ : ବୁଧବାର ଖୋରଧା ଜିଲ୍ଲା କ୍ରୀଡ଼ା ସଂସଦ ଆନୁକୁଲ୍ୟରେ ଖୋରଧା ଷ୍ଟାଡିୟମ୍ ଠାରେ ମୁଖ୍ୟମନ୍ତ୍ରୀ ଖୋ ଖୋ ଚମ୍ପିଅନସିପ୍ ୨୦୨୬ ଉଦ୍ଘାଟିତ ହୋଇଯାଇଅଛି ।ଜିଲ୍ଲା କ୍ରୀଡ଼ା ଅଧିକାରୀ, ଖୋରଧା ଗୀତାଞ୍ଜଳି ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍ଘାଟନ କରି ଖୋ ଖୋ କ୍ରୀଡ଼ା ବିତ୍ ଙ୍କ ସୁଦୂର ପ୍ରସାରୀ ଭବିଷ୍ୟତ ଉପରେ ଆଲୋକପାତ କରିଥିଲେ । କ୍ରୀଡ଼ା ସଂସଦ ସମ୍ପାଦକ ଉପେନ୍ଦ୍ର ନାଥ ଦାସ ସ୍ୱାଗତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୪/୪ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଓଡ଼ିଆ ନବବର୍ଷ ଏବଂ ଜିଲ୍ଲା ସ୍ତରୀୟ ଡ଼ଃ .ବି ଆର . ଆମ୍ବେଦକର ଜୟନ୍ତୀ ମିଳିତ ଭାବେ ପାଳିତ ହୋଇଯାଇଅଛି ।ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇ ଉଭୟ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦ୍ଘାଟନ କରିବା ସହ ଡ଼ଃ.ବି ଆର. ଆମ୍ବେଦକରଙ୍କ ଫଟ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୩/୪ : ଜଟଣୀ ନିକଟସ୍ଥ ପଂଚାୟତ ଡିଗ୍ରୀ ମହାବିଦ୍ୟାଳୟ ଗୋଡ଼ିପୁଟ ମାଟିଆପଡା ଠାରେ ଓଡ଼ିଆ ପକ୍ଷ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଵିତ୍ର ମୋହନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ମହାବିଦ୍ୟାଳୟ ପରିସରରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ମହାବିଦ୍ୟାଳୟ ପକ୍ଷରୁ ଣଜଝ ସଂଯୋଜକ ଡ଼. ସନ୍ତୋଷ କୁମାର ମିଶ୍ର ଓ,ଘଝଝ ସଂଯୋଜକ ଡ଼. କୁନମୟ ରଞ୍ଜନ ଶତପଥୀଙ୍କ ତତ୍ୱବାଧାନରେ ୧୦୦ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା , ୧୨/୪: ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋରଧା ଜିଲ୍ଲା ବେଗୁନିଆ ଭୁଇଁପୁର ଠାରେ ପ୍ରାୟ ୪୦,୮୦୦ କୋଟି ବ୍ୟୟ ଅଟକଳରେ ୩୬ ଗୋଟି ଶିଳ୍ପ ଅନୁଷ୍ଠାନ ପ୍ରତିଷ୍ଠା ନିମନ୍ତେ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିବା ବେଳେ କିଛି ମୁଷ୍ଟିମେୟ ରାଜନେତା, ଆସାଧୁ ସରକାରୀ ଅଧିକାରୀ ଏବଂ କର୍ମଚାରୀ ଚଳଚଞ୍ଚଳ ହୋଇ ପଡିଛନ୍ତି ।ବେଗୁନିଆ ତହସିଲ ଅଧିନସ୍ଥ କୁଶପଲ୍ଲା ଗ୍ରାମରେ ଥିବା ଗୁଡ଼ିଆ ପୋଖରୀର ପୁନଃରୁଦ୍ଧାର ନିମନ୍ତେ Continue Reading