Home Posts tagged KHURDHA DISTRICT (Page 14)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୦/୧: ଜଟଣୀ ବ୍ଲକ ଅନ୍ତର୍ଗତ ଯାଆଁଳା କୃଷ୍ଣଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ମୁଣ୍ଡ ମୁହାଁଣ ପରିସରରେ ରାଷ୍ଟ୍ରଗୀତ “ବନ୍ଦେ ମାତରମ”ର ୧୫୦ତମ ବାର୍ଷିକ ସମାରୋହ ମଣ୍ଡଳସ୍ତରୀୟ ସମୂହ ଗାନ ଉତ୍ସବ ପାଳନ ହୋଇଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ବସନ୍ତ କୁମାର ହାତୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଜଟଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଯୋଗେଶ ଚନ୍ଦ୍ର ସାମନ୍ତସିଂହାରଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୯/୧: ଚଳିତ ବର୍ଷ ଜାତୀୟ ସଡକ ସୁରକ୍ଷା ମାସ ଜାନୁୟାରୀ ୧ ରୁ ୩୧ ତାରିଖ ମଧ୍ୟରେ ପାଳିତ ହେଉଛି। ବର୍ତମାନ ରାସ୍ତାରେ ପ୍ରତିଦିନ ଦୁର୍ଘଟଣା ବଢ଼ି ବଢ଼ି ଚାଲିଛି।ବିଦ୍ୟାଳୟର ପିଲାମାନଙ୍କ ସହିତ ସମସ୍ତ ଜନସାଧାରଣଙ୍କୁ ସଚେତନତା କରି ସଡ଼କ ଦୁର୍ଘଟଣା ହ୍ରାସ କରିବା କାର୍ଯ୍ୟକ୍ରମର ଲକ୍ଷ୍ୟ।ସ୍ଥାନୀୟ ସିଆଳିଆ ପାଟଣା ନିକଟ ଖୋର୍ଦ୍ଧା ଆଦର୍ଶ ବିଦ୍ୟାଳୟରେ ଜୁନିୟର ରେଡ଼କ୍ରସ୍ ଆନୁକୂଲ୍ୟରେ ବିଦ୍ୟାଳୟର ଅଧ୍ୟକ୍ଷା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୯/୧: ସାମାଜିକ ଜୀବନରେ ଭାଙ୍ଗିଯାଉଥିବା ଭାଇଚାରାକୁ ଫେରାଇ ଆଣିବାର ସଂକଳ୍ପ ନେଇ ବରିଷ୍ଠ ନାଗରିକ ମଞ୍ଚ, ଖୋରଧା ଏହାର ଷଷ୍ଠ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠାନ ପରିସରରେ ପାଳନ କରିଅଛି ।ଅନୁଷ୍ଠାନର ୩୫୦ରୁ ଉର୍ଦ୍ଧ୍ୱ ସଦସ୍ୟା/ସଦସ୍ୟ ଉତ୍ସବରେ ଯୋଗ ଦେଇଥିଲେ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି, ପ୍ରଦୀପ ପ୍ରଜ୍ୱଳନ ଓ ଭକ୍ତି ସଙ୍ଗୀତରେ ଆରମ୍ଭ ହୋଇଥିବା ଉତ୍ସବରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୮/୧: ଜିଲ୍ଲା ସଦର ମହକୁମା ଟିଏଲସି ରୋଡ଼ ବି ଡି ଏ ପଡ଼ିଆରେ , ଓରମାସ ,ମିଶନ ଶକ୍ତି ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ସପ୍ତଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଓ ଜିଲ୍ଲା ମହୋତ୍ସବ ଓଡ଼ିଶାର ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦ୍ଘାଟନ କରିଥିଲେ। ନିଜ ଅଭିଭାଷଣରେ କହିଲେ ଯେ ଗ୍ରାମୀଣ ଉତ୍ପାଦ ର ଚାହିଦାକୁ ବିଶ୍ୱ […]Continue Reading
Odisha News
ଖୋର୍ଦ୍ଧା, ୧୭/୧: ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲା ସ୍ତରୀୟ ବିଶାଳ ଏକତା ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଆରମ୍ଭ ହୋଇ ଜୟୀ ରାଜଗୁରୁ ଟାଉନ୍ ହଲ୍ ପର୍ଯ୍ୟନ୍ତ ଦେଶପ୍ରେମ ସଙ୍ଗୀତ ବାଦନରେ ପହଞ୍ଚିଥିଲା ।ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା କ୍ରୀଡ଼ା ଅଧିକାରୀ ଗୀତାଞ୍ଜଳି ପଣ୍ଡାଙ୍କ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏହି ଏକତା ପଦଯାତ୍ରାକୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୧: ଆଜି ସକାଳ ୧୦ ଘଟିକା ସମୟରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ଓ ସୁରକ୍ଷା ଆୟୋଗଙ୍କ ଜନ ଶୁଣାଣି ଶିବିର ଜିଲ୍ଲାପାଳଙ୍କ ଜୟୀରାଜଗୁରୁ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ଶିବିରରେ ଆୟୋଗର ଅଧ୍ୟକ୍ଷା ବବିତା ପାତ୍ର, ସଭ୍ୟା କସ୍ତୁରୀ ମିଶ୍ର ଏବଂ ସଭ୍ୟା ଚନ୍ଦନା ଦାସ ପ୍ରମୁଖ ଉପସ୍ଥିତ ରହି ଶିଶୁ ସୁରକ୍ଷା ସମ୍ପର୍କିତ ଅଭିଯୋଗ ମାନର ଜନ ଶୁଣାଣି କରିଥିଲେ ।ଏହି ଜନଶୁଣାଣି ଶିବିରରେ ମୋତେ ୪୮ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୧ : ଖୋର୍ଦ୍ଧା ଜିଲ୍ଲା ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ବିଜ୍ଞାନ ପ୍ରଦର୍ଶନୀ କୁ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟ ଉଦ୍ଘାଟନ କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରଶ୍ମୀବାଳା ପରିଡା, ବିଜୟ କୁମାର ବେହେରା ଓ ପ୍ରଜ୍ଞା ପରମିତା ଜେନା ସହାୟତା ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମ ର ଉଦ୍ଘାଟନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୧ : ସୋମବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଓଡ଼ଗାଁ ଠାରେ ୪ କୋଟି ୫ ଲକ୍ଷ ଟଙ୍କା ବ୍ୟୟରେ ନବନିର୍ମିତ ଅତ୍ୟାଧୁନିକ ଅଟଳ ବସ୍ ଷ୍ଟାଣ୍ଡ କୁ ନେଇ ୧୦ ଗୋଟି ଜିଲ୍ଲାର ମୋଟ ୧୫୬.୫୩ କୋଟି ଟଙ୍କାର ୧୪ ଗୋଟି ଅଟଳ ବସ୍ ଷ୍ଟାଣ୍ଡକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଆଭାସିରେ ରାଜ୍ୟ ଲୋକସଭା ଭବନ ପ୍ରଥମ ମହଲା ସମ୍ମିଳନୀ କକ୍ଷରୁ ରିମୋର୍ଟ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୦/୧: ଅଖିଳ ଭାରତ କଂଗ୍ରେସ କମିଟି ଓ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶକ୍ରମେ ଆଜି ସମସ୍ତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଜରିଆରେ ଜନସାଧାରଣଙ୍କୁ ମହାତ୍ମା ଗାନ୍ଧୀ ନରେଗା ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମ ହଟା ଯିବା ସମ୍ପର୍କରେ ସଚେତନ କରାଯାଇଛି।ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୭/୧ : ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ପଲଟନ୍ ପଡ଼ିଆରେ ଓଡ଼ିଶା ରାଜ୍ୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଆନୁକୁଲ୍ୟରେ ଏକ ବିଶାଳ ଶୈଖିକ ବାତାବରଣ ମଧ୍ୟରେ ପଞ୍ଚସଖା ମଧ୍ୟରୁ ଅନ୍ୟତମ ପ୍ରଖ୍ୟାତ ଶିକ୍ଷାବିତ ଗୋଦାବରୀଶ ମିଶ୍ରଙ୍କ ନାମରେ ୧୨୦୦୦ କୋଟି ବ୍ୟୟ ଅଟକଳରେ ୨୨୦୦ ବିଦ୍ୟାଳୟ କାର୍ଯ୍ୟକ୍ଷମ Continue Reading