ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୧/୪ : ରାଜ୍ୟ ସରକାରଙ୍କର ଯୁଗାନ୍ତକାରୀ ଆର୍ଥିକ ଅନଗ୍ରହସର ପରିବାରର ଝିଅ ମାନଙ୍କ ବାହାଘର ପାଇଁ ମୁଖ୍ୟମନ୍ତ୍ରୀ କନ୍ୟା ଯୋଜନାରେ ଜିଲ୍ଲା ପ୍ରଶାସନ ଏବଂ ପିପୁଲସ ଫୋରମ୍ ସ୍ବେଛାସେବୀ ଅନୁଷ୍ଠାନ ମିଳିତ ଆନୁକୁଲ୍ୟରେ ଖୋରଧାର ଆରାଧ୍ୟ ଦେବୀପୀଠ ମା\” ବରୁଣେଇ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ଉତ୍ସବ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ପୌରହିତ୍ୟରେ ଖୋରଧା ଜିଲ୍ଲାର ୪୯ ଗୋଟି ଯୋଡିକୁ Continue Reading




