ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୬ : ଆଜି ଅପରାହ୍ନରେ ଓଡ଼ିଶାର ମାନ୍ୟବର ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଏବଂ ପ୍ରଭାରୀ ମନ୍ତ୍ରୀ, ଖୋର୍ଦ୍ଧା ଜିଲ୍ଲା ଶ୍ରୀଯୁକ୍ତ ପ୍ରଦୀପ କୁମାର ବଳ ସାମନ୍ତ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ପାରମ୍ପାରିକ ଖାଦ୍ୟ ମେଳାରେ ଉଦଘାଟକ ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିବା ସହ ବିକାଶ ବାହାନକୁ ଜିଲ୍ଲାରେ ପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରଚାର ପ୍ରସାର ଏବଂ ଯୋଜନାରେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୨/୬ : ବିଶେଷ ସୂତ୍ରରୁ ଖବର ପାଇ ଖୋର୍ଦ୍ଧା ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଏସ.ଡି.ପି.ଓ ନିହାର ରଞ୍ଜନ ପ୍ରଧାନ ଏବଂ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଭାରପ୍ରାପ୍ତ ଅଧିକାରୀ ବାସୁଦେବ ଜୟସିଂହଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଗଡ଼ଖୋର୍ଦ୍ଧା ନିକଟସ୍ଥ କୁଞ୍ଜ ବିହାରୀ, ମନ୍ଦିର ସମ୍ମୁଖରେ ଚଢାଉ କରାଯାଇ ମନୋରମା ନାୟକ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୯/୬ : ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ) ସହବନ୍ଧିତ ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ପକ୍ଷରୁ ଜିଲ୍ଲା ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଭଗବାନ ଭିଲ୍ଲା ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସଭାପତି ବରିଷ୍ଠ ସାମ୍ବାଦିକ ତପନ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଓୟୁଜେ ରାଜ୍ୟ ସମ୍ପାଦକ ପ୍ରସନ୍ନ ପାଇକରାୟ ଅତିଥି ଭାବରେ ଯୋଗଦେଇଥିବା ବେଳେ, ସଂଗଠନର ପୁରାତନ ତଥା ବରିଷ୍ଠ ସଦସ୍ୟ ରବି Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୬/୬ : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧ୍ୟକ୍ଷତାରେ ଚଳିତ ୨୦୨୫ ବର୍ଷର ୧୭ ତମ ବାର୍ଷିକ ବରୁଣେଇ ରଜ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବୈଠକରେ ମାନ୍ୟବର ବିଧାୟକ , ଖୋର୍ଦ୍ଧା, ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦ୍ଦେବ ଯୋଗଦେଇ ନିଜ ଅଭିଭାଷଣରେ କହିଲେ ଯେ ରଜ ମହୋତ୍ସବ ଖୋର୍ଦ୍ଧାର ଗୋଟିଏ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୪/୫ : ଶୁକ୍ରବାର ଅପରାହ୍ନରେ ଉପଜିଲ୍ଲାପାଳ ତଥା ଉପଖଣ୍ଡ ମାଜିଷ୍ଟ୍ରେଟ ଶ୍ରୀ କିଶୋର କୁମାର ପଣ୍ଡାଙ୍କ ପରିଚାଳନାରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ମହାପ୍ରଭୁ ଶ୍ରୀ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବ, ବିଜେ, ଜାଗୁଳାଇ ପାଟଣା ରଥଯାତ୍ରା ପ୍ରସ୍ତୁତି ବୈଠକ ମାନ୍ୟବର ବିଧାୟକ ଖୋର୍ଦ୍ଧା ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଜାଗୁଳାଇ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୩/୫: ଓଡିଶାର ରାଜ୍ୟପାଳ ଡ଼ଃ ହରି ବାବୁ କାମଭାମପତି ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡିକର ସମୀକ୍ଷା କରିଛନ୍ତି ।ଜିଲ୍ଲାରେ ଯୋଜନା ଗୁଡ଼ିକର କାର୍ଯ୍ୟାନ୍ୱୟନର ଅଗ୍ରଗତି ସମୀକ୍ଷା କରି ରାଜ୍ୟପାଳ ଯୋଜନା ଗୁଡ଼ିକ ବିଷୟରେ ଏବଂ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୨/୪: ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତକ ପାଠ୍ୟକ୍ରମ କଳା, ବାଣିଜ୍ୟ ଓ ବିଜ୍ଞାନ ବାର୍ଷିକ ପରୀକ୍ଷା ଫଳ ୨୦୨୨-୨୦୨୫ ଶିକ୍ଷା ବର୍ଷ ଫଳାଫଳ ବୁଧବାର ପ୍ରକାଶିତ ହୋଇଛି । ଚଳିତବର୍ଷ ୧୧୦୫ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ୯୯୪ ଜଣ ପାସ କରିଛନ୍ତି। ପାସ ହାର ୯୦ ପ୍ରତିଶତ ରହିଛି ।ଚଳିତ ବର୍ଷ ଛାତ୍ରଙ୍କ ତୁଳନାରେ ଛାତ୍ରୀ ମାନେ ଆଗରେ ରହିଛନ୍ତି ଓ ଛାତ୍ରୀ ପାସ ହାର ୯୪.୮ % […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୫: ବିଶ୍ୱସ୍ତ ସୂତ୍ରରୁ ସୂଚନା ଆଧାରରେ, ଖୋର୍ଦ୍ଧା ଅବକାରୀ ବିଭାଗ ଅଧିକାରୀମାନେ ରବିବାର ସକାଳେ ଖୋର୍ଦ୍ଧା ନୂଆ ବସ୍ ଷ୍ଟାଣ୍ଡ,ଟି.ଏଲ.ସି, ରୋଡ୍ ନିକଟରୁ ଏକ ବୋଲେରୋ ମ୍ୟାକ୍ସ ପିକ୍ ଅପ୍ ଭ୍ୟାନରେ ବେଆଇନ ଭାବରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କରିବା ସହିତ ୨୦ ଲକ୍ଷ ଟଙ୍କା ମୂଲ୍ୟର ୨୦୦ କିଲୋଗ୍ରାମ ଗଞ୍ଜେଇ ଜବତ କରିଛନ୍ତି ।ଗିରଫ ଅଭିଯୁକ୍ତ ମାନେ ହେଲେ କେନ୍ଦୁଝର ଯୋଡା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୬/୫ : ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳର ପାନୀୟ ଜଳ ଯୋଗାଣ ଓ ନୂତନ ନଳକୂପ ଖନନ, ନଳ କୂପର ମରାମତି ସମ୍ବନ୍ଧୀୟ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ସଂପର୍କରେ ଶୁକ୍ରବାର ଦିନ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ସମୀକ୍ଷା କରିଛନ୍ତି ଚିଲିକା ବିଧାୟକ ତଥା ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।ବିଶେଷ କରି ବର୍ତ୍ତମାନ ଗ୍ରୀଷ୍ମ ଋତୁରେ ପାନୀୟ ଜଳ ସମସ୍ୟାର Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୫ : ବୁଧବାର ପୂର୍ବାହ୍ନରେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ (ଏ ସି ଡି ସି) ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ମାନ୍ୟବର ବିଧାୟକ, ଖୋର୍ଦ୍ଧା ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଓ Continue Reading




