
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୫/୫ : ଡିଷ୍ଟ୍ରିବ୍ୟୁଟର ଆସୋସିଏସନ ର ଏକ ଗୁରୁତ୍ୱପୂର୍ଣ ବୈଠକ ଶଶିକାନ୍ତ ମିଶ୍ରଙ୍କ ସଭାପତିତ୍ୱରେ ଗୀତା ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଡିଷ୍ଟ୍ରିବ୍ୟୁଟର ଆସୋସିଏସନର ସଭାପତି ପରମେଶ ସୁବୁଦ୍ଧିଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ସମ୍ପାଦକ ଗୋପାଳ ଅଗ୍ରୱାଲ ଉପସ୍ଥିତ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।ଏହି ବୈଠକରେ ଓଡିଶା ବ୍ୟବସାୟୀ ମହାସଂଘର ସମ୍ପାଦକ ସୁଧାକର ପଣ୍ଡା, ଆଇନ Continue Reading