ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୦/୪ : ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଙ୍କ ପୌରହିତ୍ୟରେ ଓ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଓଡ଼ିଆ ସପ୍ତାହ ପାଳନ ହୋଇଯାଇଛି। ଓଡ଼ିଶା ସରକାରଙ୍କ ନିର୍ଦେଶାନୁଯାୟୀ ପ୍ରତି ବର୍ଷ ଏପ୍ରିଲ ୧୫ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ସପ୍ତାହ ଭାବେ ପାଳନ କରାଯିବା ସହ ଓଡ଼ିଶାର ଇତିହାସ, Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୪ : ସ୍ଥାନୀୟ ଶ୍ରୀରାମ ନଗର (ଟେଲିଫୋନ ଅଫିସ ନିକଟ) ଠାରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜନ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠର ନୂତନ ଗୃହ ଓଡ଼ିଆ ନବ ବର୍ଷରେ ଉଦଘାଟିତ ହୋଇଯାଇଛି। ଶ୍ରୀ ଜଗଦ୍ଦେବ ହୋମ, ଯଜ୍ଞ ଓ ପୂଜାପାଠ କରିବା ପରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ସହ ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କ ସହ ଯୋଗାଯୋଗ କରିଥିଲେ।ଏହି ଅବସରରେ ବିଧାୟକ ଶତାଧିକ ଲୋକଙ୍କୁ ଶ୍ରୀମଦ୍ ଭଗବତ ଗୀତା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୨/୪ : ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ଏବଂ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ ଖୋର୍ଦ୍ଧା ମିଳିତ ଉଦ୍ୟମରେ ଖୋର୍ଦ୍ଧା ବି ଜେ ବି ହାଇସ୍କୁଲ ମିନି ଷ୍ଟାଡିୟମ୍ ରେ ଦୁଇ ଦିନ ଧରି ସମର କ୍ରିକେଟ୍ କୋଚିଙ୍ଗ କ୍ୟାମ୍ପ ଆଜି ଉଦ୍ଘାଟିତ ହୋଇ ଯାଇଛି। ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରୁ ବିଭିନ୍ନ ବୟସ ବର୍ଗର ଶତାଧିକ କ୍ରିକେଟ୍ ଖେଳାଳି ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ।ଓଡ଼ିଶା କ୍ରିକେଟ୍ ଏକାଡେମୀର Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/୪ : ଖୋର୍ଦ୍ଧା ଜିଲ୍ଲା ଉନ୍ନୟନ ତଦାରଖରେ ଥିବା ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ, ଶ୍ରମ ଏବଂ ରାଜ୍ୟ କର୍ମଚାରିବୀମା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ ଗତକାଲି ଠାରୁ ତିନିଦିନିଆ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ଆଜି ବେଗୁନିଆ ଓ ବୋଲଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ କରି ନୂତନ ଭାବେ ଚାଲୁରହିଥିବା ପ୍ରକଳ୍ପ ଗୁଡିକର ନିର୍ମାଣ କାର୍ଯ୍ୟ ବୁଲିଦେଖିବା ସହ ଉପୁଜୁଥିବା ସମସ୍ୟା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୯/୪ : ଆଜି ପୂର୍ବାହ୍ନ୍ନରେ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳରେ ଜିଲାସଂସ୍କୃତି ବିଭାଗ ପକ୍ଷରୁ ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଓଡ଼ିଆ ପକ୍ଷ ପାଳନର ଆଜି ଅଷ୍ଟମ ଦିବସରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟାକ୍ଷା ବିଦୁଶ୍ରୀ ମିଶ୍ର ଶିବିରକୁ ଉଦଘାଟନ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ପ୍ରାଧ୍ୟାପକ ଶୁଭେନ୍ଦୁ କୁମାର ମହାନ୍ତି, ପ୍ରାଧ୍ୟାପକ ପ୍ରିୟବ୍ରତ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୮/୪: ଗତକାଲି ବିଳମ୍ବିତ ରାତିରେ ସଦରଥାନା ଅନ୍ତର୍ଗତ ବ୍ରଜମୋହନପୁର ପଂଚାୟତ ଷଢେଇଗଡ ରେ ହୋଇଛି ବୋମା ବିସ୍ଫୋରଣ ।ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ଉକ୍ତ ଗ୍ରାମର ନିରାକାର ସିଂ (୨୫) । ଆହତ ହେଲେ ଟୁଆଁ ସେନାପତି (୩୦) ।ପୁଲିସ ଓ ସାଇଁଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।ପ୍ରକାଶ ଥାଉକି, ଗତକାଲି ବିଳମ୍ବିତ ରାତିରେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୫/୪: ସ୍ଥାନୀୟ ଜିଲ୍ଲା ସଦର ମହକୁମା ହାବେଳୀ ପଡିଆ ଠାରେ ଭାରତୀୟ ଜାତୀୟ ରାଜମାର୍ଗ ପ୍ରାଧିକରଣ ଅଧୀନ ୬-ଲେନ ଓଡିଶା ରାଜଧାନୀ ଅଞ୍ଚଳ ରିଂ ରୋଡ଼ କଟକ, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲା ମଧ୍ୟଦେଇ (ସି ଆର ଆର ଆର ଆର -୧)ରାମେଶ୍ୱର ଜାତୀୟ ରାଜପଥ -୧୬ ରୁ ଗୋବିନ୍ଦପୁର ଜାତୀୟ ରାଜପଥ- ୫୫ ପର୍ଯ୍ୟନ୍ତ ପ୍ରାୟ ୭୦.୯୯୫ କି. ମି ଖୋର୍ଦ୍ଧା ଜିଲ୍ଲା ମଧ୍ୟ ଦେଇ ଯାଉଥିବା ଜାତୀୟ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୩/୪ : ଓପିଟିସିଏଲ ଅଧିକାରୀ ମାନଙ୍କ ମନମୁଖୀ କାର୍ଯ୍ୟଯୋଗୁ ରାଜ୍ୟ ବିକାଶର ଅଗ୍ରଣୀ ଭୂମିକା ନିର୍ବାହ କରୁଥିବା ବିଭିନ୍ନ ଶକ୍ତି ପ୍ରକଳ୍ପ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।ବିନା ଭୂମି ଅଧିଗ୍ରହଣ, ଲାଇନ ରୁଟ ସର୍ଭେ, ମୃତ୍ତିକା ସର୍ବେକ୍ଷଣ ଭଳି ଗୁରୁତ୍ବପୂର୍ଣ୍ଣ ପୂର୍ବ ଆବଶ୍ୟକୀୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇନଥିବା ବେଳେ ନିଗମ କର୍ତ୍ତୃପକ୍ଷଙ୍କ ଚାପ ଯୋଗୁଁ କର୍ମଚାରୀ ମାନେ ପ୍ରକଳ୍ପର ଆର୍ଥିକ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩/୪ : ଓଡିଶାର ଶିଳ୍ପାୟନ ଅଭିଯାନକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ, ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୫୭୭୦ କୋଟି ଟଙ୍କାର ନିବେଶ ସହିତ ୧୪ ଟି ରୂପାନ୍ତରକାରୀ ଶିଳ୍ପ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ସାରା ରାଜ୍ୟରେ ୩୭୦୩୦ ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାର ପ୍ରତିଶ୍ରୁତି ଦେଇଛନ୍ତି।ଏହି କାର୍ଯ୍ୟକ୍ରମ ‘ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨/୪ : ବରିଷ୍ଠ ନାଗରିକ ମଂଚ ଖୋର୍ଦ୍ଧା ପକ୍ଷରୁ ସ୍ଥାନୀୟ ବ୍ୟାଙ୍କ ଛକ ଠାରେ ଉତ୍କଳ ଦିବସ ପାଳନ କରାଯାଇଥିଲା । ଓଡ଼ିଶା ପ୍ରଦେଶ ଗଠନରେ ତ୍ୟାଗ ସ୍ୱୀକାର କରିଥିବା ସମସ୍ତ ବରପୁତ୍ର ମାନଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା।କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ରଚିତ ଓ ରାଜ୍ୟ ସଙ୍ଗୀତ ରୂପେ ଓଡ଼ିଶା ସରକାରଙ୍କ ଦ୍ୱାରା ଗୃହୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା।ସଂଘର ସଦସ୍ୟମାନେ Continue Reading




