ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୩/୨: ଖୋରଧା ପୌର ପରିଷଦ ଅନ୍ତର୍ଗତ ଗୁରୁଜଙ୍ଗ ଶ୍ରୀ ଶ୍ରୀ ଧବଳେଶ୍ୱର ମନ୍ଦିରରେ ମହାଶିବରାତ୍ରି ପର୍ବ ପାଳନ ପାଇଁ ନୀତି ନିର୍ଘଣ୍ଟ କରାଯାଇଛି।ରାତ୍ର ୧୧ ଟାରେ ମହାଦୀପ ଉଠିବା ସହିତ ହରିହର ଭେଟ ଦର୍ଶନ ଆରମ୍ଭ ହେବ। ମନ୍ଦିର ଟ୍ରଷ୍ଟି ବଦ୍ରି ନାରାୟଣ ସାହୁଙ୍କ ପୌରହିତ୍ୟରେ ଟ୍ରଷ୍ଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଆସନ୍ତା ୧୫ ତାରିଖ ଦିନ ମହାଶିବରାତ୍ରି ପର୍ବ ସୁଚାରୁରୂପେ ପାଳନ ପାଇଁ କାର୍ଯ୍ୟକ୍ରମ Continue Reading




