Home Posts tagged KHURDHA DISTRICT (Page 26)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୭/୧୧: ଓଡିଶା ସାମ୍ବାଦିକ ୟୁନିୟନ(ଓୟୁଜେ) ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ସ୍ଥାନୀୟ ଭଗବାନ ଭିଲ୍ଲା ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସାଧାରଣ ସମ୍ପାଦକଲୋହିତ ନାରାୟଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ ବେହେରା ଯୋଗ ଦେଇ କହିଥିଲେ ଗଣମାଧ୍ୟମ ଗଣତନ୍ତ୍ରର ସୁରକ୍ଷା କବଚ,ଜନମତ ହେଉଛି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୬/୧୧ : ଜାତୀୟ ପ୍ରେସ ଦିବସ ଉପଲକ୍ଷେ ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ସାମ୍ବାଦିକ ଭବନ ଠାରେ ଏକ ଆଲୋଚନା ଚକ୍ର ର ଅୟୋଜନ ସହିତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଖୋର୍ଦ୍ଧା ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷଣ କୁମାର ବେହେରା ଏହାକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିବା ସହିତ ଜିଲ୍ଲା ପ୍ରେସ କ୍ଲବର ଏଭଳି କାର‌୍ୟ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ । ଜିଲ୍ଳା ପ୍ରେସ କ୍ଳବର […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୬/୧୧ : ଶନିବାର ଅପରାହ୍ନରେ ଜିଲ୍ଲା ସଦର ମହକୁମା ଜୟୀ ରାଜଗୁରୁ ଟାଉନ୍ ହଲ୍ ଠାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ, ଓଡ଼ିଶା ସରକାର ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଜନଜାତିୟ ଗୌରବ ଦିବସ ପାଳିତ ହୋଇଯାଇଅଛି ।୧୮୧୭ ମସିହାରେ ପାଇକ ବିଦ୍ରୋହ ଠାରୁ ଇଂରେଜ ମାନଙ୍କ ଶୋଷଣ, ନିର୍ଯ୍ୟାତନା ସମଗ୍ର ଦେଶବାସୀ ଭୋଗୁଥିବା ବେଳେ ଜନଜାତି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୧୧ : ଆଜି ପୂର୍ବାହ୍ନରେ ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୟ ଉତ୍ସବ ସର୍ଦ୍ଧାର @ ୧୫୦ ଏକତା ପଦଯାତ୍ରା ବିଜେବି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ଉପଲକ୍ଷେ ମାନ୍ୟବର ବିଧାୟକ, ଖୋର୍ଦ୍ଧା, ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୧୧: ଶୁକ୍ରବାର ଅପରାହ୍ନ ୩.୦୦ ଘଟିକା ସମୟରେ ଖୋର୍ଦ୍ଧା ଜିଲ୍ଲା ଯୋଗାଣ ବିଭାଗର ଧାନ କ୍ରୟ କମିଟି ସଦସ୍ୟ ମାନଙ୍କର ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର ବିଧାୟକ, ଖୋର୍ଦ୍ଧା ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦ୍ଦେବ, ବେଗୁନିଆ ବିଧାୟକ ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ ଓ ଜୟଦେବ ବିଧାୟକ ଶ୍ରୀଯୁକ୍ତ ନବ କିଶୋର ମଲ୍ଲିକ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୧୧ : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁଙ୍କ ଅଧ୍ୟକ୍ଷତାରେ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ଉପଲକ୍ଷେ ଆସନ୍ତା ନଭେମ୍ବର ୧୫ ତାରିଖରେ ଜିଲ୍ଲା ସଦର ମହକୁମା ଠାରେ ଏକତା ଓ ସଂହତି ରାଲୀ ଏବଂ ଜନଜାତୀୟ ଗୌରବ ଦିବସ -୨୦୨୫ ପାଳନ ଉପଲକ୍ଷେ ବୈଠକ ଅନୁଷ୍ଠିତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୧୧: ଖୋର୍ଦ୍ଧା ନିକଟ ଶିଆଳିଆ ପାଟଣା ଅନ୍ତର୍ଗତ ଆଦର୍ଶ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ମୋଟ ୪୫ ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ସୁଜାତା ଚକ୍ର ଅଧ୍ୟକ୍ଷତା କରିଥିଲେ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ତଥା ବିଚାରକ ଭାବରେ ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୨/୧୧ : ଗୋଚର ଜମି ଇଡ୍ କୋ ହାତକୁ ଟେକିଦେବା ପ୍ରତିବାଦରେ ଟାଙ୍ଗି ବ୍ଳକ୍ ଛଣଗିରି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ଗୟାବନ୍ଧ ଗ୍ରାମବାସୀ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗୋଚର ଜମି କିସମ ପରିବର୍ତ୍ତନ କରାଇ ଇଡ୍‌କୋ ହାତରେ ଜମି ଟେକିଦେବାକୁ ୪ଥର ନୋଟିସ୍ ଜାରି ହୋଇଛି।ଉକ୍ତ ଜମିକୁ ଇଡ୍‌କୋ ଶିଳ୍ପସଂସ୍ଥାକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/୧୧: ଜାତୀୟ ଆଇନ ସେବା ଦିବସ ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଦୁଇ ଦିନ ବ୍ୟାପି ବାଣପୁର ଅଞ୍ଚଳରେ ଏକାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ତାଲୁକ ଆଇନସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ର ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଣପୁର କୋର୍ଟ ପରିସରରୁ ଏକ ଆଇନ ସଚେତନତା ପଦଯାତ୍ରା ବାହାରି ସହର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟ ରିପୋର୍ଟଖୋର୍ଦ୍ଧା, ୮/୧୧ : ଶନିବାର ସନ୍ଧ୍ୟାରେ ପି.ଏମ.ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ଗୁରୁଜଙ୍ଗ, ଖୋର୍ଦ୍ଧାରେ ୨୧ତମ କ୍ଷେତ୍ରୀୟ ବିଜ୍ଞାନ କଂଗ୍ରେସର ୫ ଦିବସୀୟ କାର୍ଯ୍ୟକ୍ରମର ସମାପନ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମରେ ଛତିଶଗଡ ଓ ଓଡିଶାର ରାଜ୍ୟର ୬ଟି କ୍ଲଷ୍ଟରରୁ ୫୯ ଜଣ ବଛା ବଛା ଛାତ୍ରଛାତ୍ରୀଙ୍କୁ ନେଇ ଏହି କାର୍ଯ୍ୟକ୍ରମର ସମାପନ ସମାରୋହରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ଶଶିକାନ୍ତ ଦାସ, ଡେପୁଟି ଡାଇରେକ୍ଟର (ବାଇ Continue Reading