Home Posts tagged KHURDHA DISTRICT (Page 28)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୩/୧କ୍ଟ- ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ଗୁରୁବାର ଦିନ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ବାଣପୁର ବ୍ଲକ ସଭାଗୃହ ଠାରେ ଆୟୋଜିତ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ଼ ବଣ୍ଟନ କରାଯାଇଥିଲା।ଏହି ସମାରୋହରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଏବଂ ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର ଯୋଗଦେଇ ୧୪୭ ଜଣ ହିତାଧିକାରୀଙ୍କୁ ରାସନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୨/୧୦ : ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ ୩.୦ ଅକ୍ଟୋବର ୧୦ ତାରିଖରୁ ଡିସେମ୍ବର ୯ ତାରିଖ ପର‌୍ୟ୍ୟନ୍ତ ୬୦ ଦିବସ ବ୍ୟାପୀ ଜିଲ୍ଲାରେ ସଚେତନତା ଅଭିଯାନର ବିଭିନ୍ନ କାର‌୍ୟ୍ୟକ୍ରମ ନିମନ୍ତେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରଞ୍ଜନ ମିତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୧୦: ମାତୃଭୂମିର ସେବା ପାଇଁ ନିଜ ଜୀବନକୁ ପ୍ରାଣବଳି ଦେଇ ସାହାସିକତାର ପରିଚୟ ଦେଇଥିବା ବୀର ସହୀଦ ପୁଲିସ ମାନଙ୍କ ସ୍ମୁତି ଉଦେଶ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ପ୍ରତିବର୍ଷ ଅକ୍ଟୋବର ୨୧ ତାରିଖକୁ ପୁଲିସ ଶହୀଦ ଦିବସ ଭାବେ ପାଳିତ ହେଉଛି।ଏହି ସହୀଦ ବୀର ପୁଲିସ ମାନଙ୍କ ବଳିଦାନକୁ ମନେପକେଇବାକୁ ଯାଇ ଆଜି ସାରା ରାଜ୍ୟରେ ୬୬ ତମ ସହୀଦ ସ୍ମୁତି ଦିବସ ପାଳନ ହେଉଛି।ଏହି ସ୍ମୁତି ଦିବସ ପାଳନ ଅବସରରେ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୮/୧୦ : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମଗ୍ର ଶିକ୍ଷା ଖୋର୍ଦ୍ଧା ଆନୁକୂଲ୍ୟରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ନେଇ କ୍ଷେତ୍ରସ୍ତରୀୟ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଜେବି ହାଇସ୍କୁଲ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ମୋଟ୍ ୧୨୬ ଜଣ ଛାତ୍ରୀଛାତ୍ର ଯୋଗଦେଇ ୧୨ ଟି ବିଭାଗରେ ଅଂଶଗ୍ରହଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୭/୧୦ : ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ପେନସନ ଅଦାଲତ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଯାଇଅଛି ।ଜିଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ,ଗମନାଗମନ, ବ୍ଲକ୍, ତହସିଲ, ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବିଭାଗ ଏବଂ ସମସ୍ତ ଲାଇନ୍ ଡିପାର୍ଟମେଣ୍ଟ କାର୍ଯ୍ୟାଳୟ ଗୁଡିକର ଅବସର ଗ୍ରହଣ କରିଥିବା ଅଧିକାରୀ, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୬/୧୦ : ଖୋରଧା ରାଧାବଲ୍ଲଭ ସାହିସ୍ଥ ରାଧାଗୋବିନ୍ଦ ଶେଫାଳି ସଂଗ୍ରହଶାଳାରେ ବିଶ୍ୱ ଛାତ୍ର ଦିବସ ପାଳିତ ହୋଇଯାଇଛି।ଭାରତର ୧୧ ତମ ରାଷ୍ଟ୍ରପତି, ଛାତ୍ରବତ୍ସଳ ବୈଜ୍ଞାନିକ ଭାରତରତ୍ନ ଏ.ପି.ଜେ ଅବଦୁଲ୍ କାଲାମଙ୍କ ଜନ୍ମ ଦିନକୁ ବିଶ୍ୱ ଛାତ୍ର ଦିବସ ଭାବେ ପାଳନ କରାଯାଏ ।କାଲାମଙ୍କ ଜୀବନ ଆଦର୍ଶ ଛାତ୍ର ମାନଙ୍କ ପାଇଁ ପ୍ରେରଣାର ଉତ୍ସ । ଦ୍ଵିତୀୟ ବିଶ୍ଵଯୁଦ୍ଧ ସମୟରେ ଚେକୋସ୍ଲୋଭିଆର ରାଜଧାନୀ ପ୍ରେଗ୍ ଠାରେ ୯ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୬/୧୦ : ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ECoRWWO), ଖୋର୍ଦ୍ଧାରୋଡ୍ ରେଳମଣ୍ଡଳ ପକ୍ଷରୁ ରେଳ କର୍ମଚାରୀଙ୍କ ପିଲା ଏବଂ ପରିବାର ସଦସ୍ୟଙ୍କ ଉତ୍ସାହଜନକ ଅଂଶଗ୍ରହଣ ସହିତ ପ୍ରବନ୍ଧ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା – ୨୦୨୫, ସଫଳତାର ସହ ଆୟୋଜନ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା କଳା ଏବଂ ଲେଖା ମାଧ୍ୟମରେ ଅଂଶଗ୍ରହଣକାରୀଙ୍କ ମଧ୍ୟରେ ସୃଜନଶୀଳତା, ପ୍ରକାଶନ ଏବଂ ସଚେତନତାକୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୫/୧୦ : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ପତ୍ର ସଂଖ୍ୟା -,୯୮୮୩ ତାରିଖ-୧୨.୦୯.୨୦୨୫ ଅନୁଯାୟୀ ଆଜି ବାଜପୁର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଜପୁର ଖୋର୍ଦ୍ଧା ଠାରେ ଖୁବ୍ ଯାକଜମକରେ ଅନୁଷ୍ଠିତ ହୋଇଯାଇଛି ।ଏହି କ୍ଲଷ୍ଟର୍ ରେ ୧୨ ଟି ବିଦ୍ୟାଳୟରୁ ପ୍ରାୟ ୧୫୦ ରୁ ଉର୍ଦ୍ଧ୍ବ ଶିକ୍ଷାର୍ଥୀମାନେ ଯୋଗ ଦେଇଥିଲେ। ଚତୁର୍ଥ ରୁ ଦଶମ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୪/୧୦ : ଗତ ସେପ୍ଟେମ୍ବର ୧୭ ତାରିଖରୁ ବିଭିନ୍ନ ବ୍ଲକ, ଅଙ୍ଗନୱାଡ଼ି କେନ୍ଦ୍ର, ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ମାନଙ୍କରେ ପାଳନ କରାଯାଇ ଆସୁଥିବା ପୋଷଣ ମାସ -୨୦୨୫ ଉପଲକ୍ଷେ ଆଜି ଏକ ସାଧାରଣ ସଭା ଓ ବିଭିନ୍ନ ପୁଷ୍ଟିକର ଓ ପୋଷଣ ଖାଦ୍ୟ ପ୍ରଦର୍ଶନୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ପୂର୍ବାହ୍ନରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ କୁସୁମ କୁମାରୀ ପ୍ରହରାଜଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାଏଙ୍କ ରିପୋର୍ଟଖୋର୍ଦ୍ଧା ୧୪/୧୦ : କୁରାଢ଼ମଲ୍ଲ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ କୁରାଢ଼ମଲ୍ଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’କାର୍ଯ୍ୟକ୍ରମ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସିନ୍ଧୁ ସୁତା ପ୍ରିୟଦର୍ଶିନୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି ।ଏହାର ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କୁରାଢ଼ମଲ୍ଳ ଗ୍ରାମପଞ୍ଚାୟତର ସରପଞ୍ଚ ଶ୍ରୀରାମ ପ୍ରସାଦ ମହାନ୍ତି ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କର ଅନ୍ତର୍ନିହିତ Continue Reading