Home Posts tagged KHURDHA DISTRICT (Page 3)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୪: ଅନ୍ତର୍ଜାତୀକ ସମବାୟ ବର୍ଷ -୨୦୨୫ ଉପଲକ୍ଷେ ଉପ ନିବନ୍ଧକ ସମବାୟ ସମିତି ସମୂହ ଖୋର୍ଦ୍ଧା ବିଭାଜନଙ୍କ ଆନୁକୁଲ୍ୟରେ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଲିଃ ପରିସରରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ଓରକ୍ତଦାନ ଏକ ମହତଦାନ ହୋଇଥିବାରୁ ଆନ୍ତର୍ଜାତୀକ ସମବାୟ ବର୍ଷରେ ପ୍ରତି ଜିଲ୍ଲାରେ ଏକ ରକ୍ତଦାନ ଶିବିର କରି ରକ୍ତର ଅଭାବକୁ ଦୂରୀଭୂତ କରିବାକୁ ଓଡିଶା ସରକାରଙ୍କ ସମବାୟ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୫/୪ : ସ୍ଵାଧୀନତା ଦିବସ, ସାଧାରଣତନ୍ତ୍ର ଦିବସ ଭଳି ଜାତୀୟ ପଞ୍ଚାୟତିରାଜ ଦିବସ ଗ୍ରାମ ଠାରୁ ଆରମ୍ଭ କରି ପଂଚାୟତ,ବିଧାନସଭା ଏବଂ ସଂସଦ ପର୍ଯ୍ୟନ୍ତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଶାସନରେ ଆନନ୍ଦ ଉଲ୍ଲାସ ଏବଂ ମୋ ଘରଠାରୁ ଆରମ୍ଭ କରି ଦେଶ ପ୍ରେମ ଆଜି ଭଳି ପବିତ୍ର ଜାତୀୟ ପଞ୍ଚାୟତିରାଜ ଦିବସରେ ଜାଗ୍ରତ ହେବା ଦରକାର।ବିଗତ ମରହଟ୍ଟା, ମୋଗଲ ଓ ଇଂରେଜ ଶାସନ ପରାଧିନତା କବଳରୁ ଦେଶ ମୁକ୍ତହୋଇ ଆଜି ଆମେ ଆମର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୩/୪: ଖୋର୍ଦ୍ଧା ସହର ପୁରୁଣା ପେଟ୍ରୋଲ ପମ୍ପ ନିକଟ ନୟାଗଡ ରାସ୍ତାରେ ଖୋଲିଲା ଚାନ୍ଦି ଭଣ୍ଡାରର ୨୨ ତମ ଷ୍ଟୋର । ଆଜି ଏହି ଷ୍ଟୋରକୁ ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ପ୍ରତିଷ୍ଠାତା ଲିପ୍ସା ହଂସ, ମାନିକ ହଂସ ଓ ଯୋଗେନ୍ଦ୍ର ହଂସ ପ୍ରମୁଖ ଉପସ୍ଥିତ ରହି ଉଦଘାଟନ କରିଛନ୍ତି ।ଶ୍ରୀମତୀ ହଂସଙ୍କ କହିବା କଥା, ୨୦୧୩ ମସିହାରେ ଭୁବନେଶ୍ୱର ଶହଦନଗର ଠାରେ ପ୍ରଥମ ଚାନ୍ଦୀ ଭଣ୍ଡାର ଖୋଲାଯାଇଥିଲା । ଖୋର୍ଦ୍ଧାର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା,୨୨/୪: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପ୍ରାକ୍ତନ ରାଜ୍ୟପାଳ ୰ଜାନକୀ ବଲ୍ଳଭ ପଟ୍ଟନାୟକଙ୍କର ୧୦ ଶ୍ରାଦ୍ଧବାର୍ଷିକୀ ସୋମବାର ଜାନକୀ ବଲ୍ଲଭ ସ୍କୃତି କମିଟି ତରଫରୁ ଖୋର୍ଦ୍ଧାସ୍ଥିତ ଜାନକୀବଲ୍ଲଭ ଉଦ୍ୟାନ ପରିସରରେ ପାଳିତ ହୋଇଯାଇଛି । ଜାନକୀ ବଲଭ ସ୍ମୃତି କମିଟି ସଭାପତି ସୌମ୍ୟରଞ୍ଜନ ପଟ୍ଟନାୟକ ସଭାପତିତ୍ୱରେ ଆୟୋଜିତ ସଭାରେ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ମେଜର କ୍ଷୀରୋଦ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୪: ଖୋର୍ଦ୍ଧାରୋଡ଼ ରେଳମଣ୍ଡଳ ଦ୍ୱାରା, ପ୍ରକୃତ ଟିକେଟଧାରୀ ଯାତ୍ରୀମାନଙ୍କ ପାଇଁ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବା ଉଦ୍ଧେଶ୍ୟରେ, ଖୋର୍ଦ୍ଧାରୋଡ଼-ବାଲୁଗାଁ-ବ୍ରହ୍ମପୁର ସେକ୍ସନରେ, ସ୍ଵତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ କରଯାଇଥିଲା।ଏହି ସେକ୍ସନ ଦେଇ ଯାଉଥିବା ଟ୍ରେନଗୁଡ଼ିକୁ, ବାଣିଜ୍ୟି ଅଧିକାରୀ, ଟିକେଟ ଯାଞ୍ଚ କର୍ମଚାରୀ ଏବଂ ରେଳ ସୁରକ୍ଷା ବଳଙ୍କୁ ନେଇ ଗଠିତ ଏକ ଟିମ୍ ଦ୍ୱାରା ସମ୍ପୂର୍ଣ୍ଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୧/୪ : ରବିବାର ଅପରାହ୍ନରେ ଜିଲ୍ଲା ସଦର ମହକୁମାସ୍ତିତ ଟି ଏଲ ସି ରୋଡ ଭାରତୀୟ ଜୀବନ ବୀମା ନିଗମ କାର୍ଯ୍ୟାଳୟ ସମ୍ମୁଖ ୩କୋଟି ୬୫ଲକ୍ଷ ବ୍ୟୟରେ ୩ ମହଲା ବିଶିଷ୍ଟ ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ କଲ୍ୟାଣ ନିଗମ ଲିଃ ଦ୍ଵାରା ନବନିର୍ମିତ ଖୋର୍ଦ୍ଧା ଜିଲ୍ଲା ଅବକାରୀ କାର୍ଯ୍ୟାଳୟକୁ ଓଡ଼ିଶାର ମାନ୍ୟବର ଆଇନ,ପୂର୍ତ୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟ ଅତିଥି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୦/୪ : ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଙ୍କ ପୌରହିତ୍ୟରେ ଓ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଓଡ଼ିଆ ସପ୍ତାହ ପାଳନ ହୋଇଯାଇଛି। ଓଡ଼ିଶା ସରକାରଙ୍କ ନିର୍ଦେଶାନୁଯାୟୀ ପ୍ରତି ବର୍ଷ ଏପ୍ରିଲ ୧୫ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ସପ୍ତାହ ଭାବେ ପାଳନ କରାଯିବା ସହ ଓଡ଼ିଶାର ଇତିହାସ, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୪ : ସ୍ଥାନୀୟ ଶ୍ରୀରାମ ନଗର (ଟେଲିଫୋନ ଅଫିସ ନିକଟ) ଠାରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜନ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠର ନୂତନ ଗୃହ ଓଡ଼ିଆ ନବ ବର୍ଷରେ ଉଦଘାଟିତ ହୋଇଯାଇଛି। ଶ୍ରୀ ଜଗଦ୍ଦେବ ହୋମ, ଯଜ୍ଞ ଓ ପୂଜାପାଠ କରିବା ପରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ସହ ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କ ସହ ଯୋଗାଯୋଗ କରିଥିଲେ।ଏହି ଅବସରରେ ବିଧାୟକ ଶତାଧିକ ଲୋକଙ୍କୁ ଶ୍ରୀମଦ୍ ଭଗବତ ଗୀତା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୨/୪ : ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ଏବଂ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ ଖୋର୍ଦ୍ଧା ମିଳିତ ଉଦ୍ୟମରେ ଖୋର୍ଦ୍ଧା ବି ଜେ ବି ହାଇସ୍କୁଲ ମିନି ଷ୍ଟାଡିୟମ୍ ରେ ଦୁଇ ଦିନ ଧରି ସମର କ୍ରିକେଟ୍ କୋଚିଙ୍ଗ କ୍ୟାମ୍ପ ଆଜି ଉଦ୍ଘାଟିତ ହୋଇ ଯାଇଛି। ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରୁ ବିଭିନ୍ନ ବୟସ ବର୍ଗର ଶତାଧିକ କ୍ରିକେଟ୍ ଖେଳାଳି ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ।ଓଡ଼ିଶା କ୍ରିକେଟ୍ ଏକାଡେମୀର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/୪ : ଖୋର୍ଦ୍ଧା ଜିଲ୍ଲା ଉନ୍ନୟନ ତଦାରଖରେ ଥିବା ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ, ଶ୍ରମ ଏବଂ ରାଜ୍ୟ କର୍ମଚାରିବୀମା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ ଗତକାଲି ଠାରୁ ତିନିଦିନିଆ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ଆଜି ବେଗୁନିଆ ଓ ବୋଲଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ କରି ନୂତନ ଭାବେ ଚାଲୁରହିଥିବା ପ୍ରକଳ୍ପ ଗୁଡିକର ନିର୍ମାଣ କାର୍ଯ୍ୟ ବୁଲିଦେଖିବା ସହ ଉପୁଜୁଥିବା ସମସ୍ୟା Continue Reading