Home Posts tagged KHURDHA DISTRICT (Page 3)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୭/୯: ଖୋର୍ଦ୍ଧା ସହରର ହାବେଳି ପଡ଼ିଆରେ ସପ୍ତ ଦିନ ବ୍ୟାପୀ ଚାଲିଥିବା ଶ୍ରୀଜଗନ୍ନାଥଙ୍କ ୩୨ ବେଶ ମହୋତ୍ସବ ଭକ୍ତିମୟ ପରିବେଶରେ ସୋମବାର ଉଦ୍‌ଯାପିତ ହୋଇଛି।ଓଡ଼ିଶା ସର୍ଭିସ ସେଣ୍ଟର ଫର ଦି ଡିଭ୍ୟାଙ୍ଗ ପିପୁଲ୍ସ, ପୁରୀ ଆନୁକୂଲ୍ୟରେ ଏବଂ ବିଶ୍ୱ ହିନ୍ଦୁ ପରିଷଦ, ଖୋର୍ଦ୍ଧାର ସହଯୋଗରେ ଆୟୋଜିତ ଏହି ମହୋତ୍ସବରେ ମହାପ୍ରଭୁଙ୍କ ବିଭିନ୍ନ ବେଶର ଦର୍ଶନ ସହ ଭଜନ, ପ୍ରବଚନ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୯: ଖୋରଧା ରୋଟାରୀ କ୍ଲବ ପରିସରରେ ଗୁରୁ ଦିବସ ଅବସରରେ ଗୁରୁବନ୍ଦନା ଏବଂ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କ୍ଲବର ସଦସ୍ୟମାନେ ନିଜ ଶିକ୍ଷାଗୁରୁ ତଥା ମାର୍ଗଦର୍ଶକ ମାନଙ୍କୁ ସମ୍ମାନ ଜଣାଇ ଗୁରୁ-ଶିଷ୍ୟ ପରମ୍ପରାର ମହତ୍ତ୍ୱକୁ ସ୍ମରଣ କରିଥିଲେ।ଏହି ଅବସରରେ ରୋଟାରିଆନ ତଥା ପୂର୍ବତନ ଶିକ୍ଷାବିତ୍ ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି, ନରସିଂହ ପ୍ରସାଦ ପଟ୍ଟନାୟକ, ଡ. ସୁବୋଧ ଜଗଦ୍ଦେବ, ପ୍ରଫେସର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୩ /୯ : ଦୁର୍ଗମାଳିନୀ ଓଡ଼ିଶାର ଦୁର୍ଗମାନଙ୍କ ମଧ୍ୟରେ ତାପଙ୍ଗ ଦୁର୍ଗ ଅନ୍ୟତମ । ଏହି ଦୁର୍ଗ ଅଧୀନରେ ଛତ୍ରମାଗଡ଼, ରଥିପୁର, କାଞ୍ଜିଆଗଡ଼, ନରସିଂହପ୍ରସାଦ, ନରଣଗଡ଼ ଓ ମଳିପଡ଼ା ଗଡ଼ ଥିଲା ।ଏହି ଗଡ଼ର ଦଳବେହେରା ମାଧବ ଚନ୍ଦ୍ର ରାଉତରାୟ ପାଇକ ବିଦ୍ରୋହ ପରେ ୧୮୨୭ରେ ଇଂରେଜମାନଙ୍କ ଅଧିନତା ସ୍ୱୀକାର ନ କରି ଖଜଣା ନ ଦେବାରୁ ମିଥୁନ ମାସରେ ଯୁଦ୍ଧ ହୋଇଥିଲା ।ଗୋଟିଏ ପଟେ ଉଇଲକିନସନ ସାହେବ ଓ ଗୋରା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୩୦/୮ : ଆଜି ଚିଲିକା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ପ୍ରସାର, ଶିକ୍ଷାର ମାନବୃଦ୍ଧି ଏବଂ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ପାସ ହାରକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ବୈଠକରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩୦/୮ : ଆମରି ସତ୍ୟ ପତ୍ରିକାର ଷୋଡ଼ଶ ବାର୍ଷିକ ଉତ୍ସବ- ୨୦୨୬ ସମ୍ପାଦକ ଡ. ପ୍ରସନ୍ନ କୁମାର ଜେନାଙ୍କ ସଭାପତିତ୍ବରେ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟକ ଭାବରେ ମେଜର କ୍ଷିରୋଦ ପ୍ରସାଦ ମହାନ୍ତି ଯୋଗଦେଇ ପୁସ୍ତକ ପଠନ ଦ୍ବାରା ଅନ୍ତଃକରଣ ଶୁଦ୍ଧି ଓ ବୌଦ୍ଧିକ ବିକାଶ ହୁଏ ବୋଲି ମତ ପ୍ରକାଶ କରିଥିଲେ।ବରିଷ୍ଠ ଅନୁବାଦକ ଶ୍ରୀଯୁକ୍ତ ତୁଳସୀ ଜୈନ ମୁଖ୍ୟ ଅତିଥି ଭାବେ ଯୋଗଦେଇ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୪/୮: ଖୋରଧା ଜିଲ୍ଲାରେ ଚାଲିଥିବା ୨୦୨୬ ମସିହାର ସ୍ୱତନ୍ତ୍ର ଗଭୀର ଭୋଟର ତାଲିକା ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ଭୋଟରଙ୍କ ଦାବି ଓ ଆପତ୍ତି ସମ୍ପର୍କିତ ମୋଟ ୧୨,୪୬୫ଟି ଆବେଦନ ମିଳିଛି।ଜୁଲାଇ ୫ରୁ ଅଗଷ୍ଟ ୧୯, ୨୦୨୬ ମଧ୍ୟରେ ଜିଲ୍ଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରୁ ଫର୍ମ-୬, ଫର୍ମ-୭ ଓ ଫର୍ମ-୮ ଜରିଆରେ ଏହି ଆବେଦନଗୁଡ଼ିକ ଦାଖଲ ହୋଇଛି। ଏଥିରୁ ୬,୮୮୮ଟି ଆବେଦନ ଅନୁମୋଦିତ, ୧,୯୫୮ଟି ଖାରଜ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୩/୮: ଦିନକୁ ଦିନ ବଢ଼ିଚାଲିଥିବା ସାଇବର ଠକେଇରୁ ଲୋକଙ୍କୁ ସୁରକ୍ଷିତ ରଖିବା ଲକ୍ଷ୍ୟରେ ଖୋରଧା ପୁଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଅଭିଯାନକୁ ଜୋରଦାର କରାଯାଇଛି। ବିଦ୍ୟାଳୟସ୍ତରରୁ ଛାତ୍ରଛାତ୍ରୀଙ୍କୁ ସାଇବର ଅପରାଧ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ବୋଲଗଡ଼ ଥାନା ଅନ୍ତର୍ଗତ ସାମପୁରସ୍ଥିତ ଚତୁର୍ଭୁଜ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ସାଇବର ସୁରକ୍ଷା ସଚେତନତା କାର‌୍ୟ୍ୟକ୍ରମ ଅନୁଷ୍ଠିତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୨/୮: ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଜିଲ୍ଲା ସାମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ କାର୍ଯ୍ୟ କ୍ଷେତ୍ରରେ ମହିଳା ମାନଙ୍କ ଯୌନ ନିର୍ଯ୍ୟାତନା (ନିବାରଣ, ପ୍ରତିଷେଧ ଏବଂ ପ୍ରତିକାର) ଅଧିନିୟମ ୨୦୧୩ ଜନିତ ଜିଲ୍ଲା ସ୍ତରୀୟ କର୍ମଶାଳା ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୦/୮: ଖୋର ପୌର ପରିଷଦ ଅନ୍ତର୍ଗତ ଗୁରୁଜଙ୍ଗ କ୍ରିକେଟ ଆସୋସିଏସନ ଆନୁକୂଲ୍ୟରେ ଗୁରୁଜଙ୍ଗ ଖେଳ ପଡିଆରେ ଗୁରୁଜଙ୍ଗ ପ୍ରିମିୟର ଲିଗ ଆସନ୍ତା ଅକ୍ଟୋବର ମାସ ଦଶହରା ସମୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ମାନେ ଜଣାଇଛନ୍ତି। ଏଥିରେ ୮ ଟି ଦଳ ଭାଗ ନେବେ ସେମାନେ ହେଲେ ଏସ ଜେ ଆର ୱାରିୟରସ ଗୁରୁଜଙ୍ଗ, ଇଗଲ ସ୍ପୋର୍ଟିଂ ମେଣ୍ଢାଶାଳ,ମିଲନ ୟୁଥ କ୍ଲବ ମୁକୁନ୍ଦପ୍ରସାଦ, ବି ଏସ ଏ ଭାଲିଆବାଡି, ଯଦୁପୁର ବ୍ଲାଷ୍ଟର୍ସ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୯/୮: ପ୍ରତ୍ୟେକ ବିଭାଗୀୟ ଅଧିକାରୀ କିଛି ନବୀନ ପ୍ରକଲ୍ପ କାର୍ଯ୍ୟ କାରିତା ନିମନ୍ତେ ଚିନ୍ତା କରିବା ଉଚିତ୍ ଓ ମୋ ସ୍ୱପ୍ନର ଖୋରଧା ଜିଲ୍ଲା, ସମ୍ବୃଦ୍ଧ ଓ ସଶକ୍ତ ଓ ବିକଶିତ ଅଗ୍ରଣୀ ଖୋରଧା ଜିଲ୍ଲା ଗଢି ତୋଳିବା ଲାଗି ପ୍ରତ୍ୟେକ ସ୍ତରରେ ଭିଜନ ପ୍ରସ୍ତୁତ କରି ଯଶଶ୍ୱୀ ପ୍ରଧାନ ମନ୍ତ୍ରୀ ଓ ମୁଖ୍ୟ ମନ୍ତ୍ରୀ ଙ୍କ ବିକଶିତ ଭାରତ ଅ୨୦୪୭ ଏବଂ ବିକଶିତ ଓଡ଼ିଶା ଅ୨୦୩୬ ସ୍ବପ୍ନକୁ ସାକାର ସହ […]Continue Reading