Home Posts tagged KHURDHA DISTRICT (Page 30)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୯ : ଖୋର୍ଦ୍ଧା ଆଇନ ମହାବିଦ୍ୟାଳୟ ଆନୁକୂଲ୍ୟରେ ଷ୍ଟୁଡେଣ୍ଟ୍‌ସ ଇଣ୍ଟରଫେସ ୱିଥ୍ ପୋଲିସ ସମ୍ପର୍କିତ ଏକ ଆଲୋଚନାଚକ୍ର ସ୍ଥାନୀୟ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ସଭାପତି ପ୍ରତାପ ଚନ୍ଦ୍ର ସାମନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀଯୁକ୍ତ ବିବେକାନନ୍ଦ ଶର୍ମା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।ଆମ ପୋଲିସ, ସାଇବର ଅପରାଧ, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୯ : ପ୍ରାଣନାଥ ସ୍ଵୟପ୍ସଶାସିତ ମହାବିଦ୍ୟାଳୟର ମୈତ୍ରୀଭବନ ପରିସରରେ ତ୍ରିଦିବସୀୟ ଆନ୍ତଃ ଜିଲ୍ଲା ସ୍ତରୀୟ ସ୍ବେଚ୍ଛାସେବୀ ନେତୃତ୍ୱ ବିକାଶ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇ ଯାଇଛି।ଏହି ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ଆୟୋଜିତ ଏହି ଶିବିରଟି ଆସନ୍ତା ତା- ୨୯.୯.୨୦୨୫ ରିଖ ରେ ଉଦ୍ ଯାପନ ହେବ। ଅଧ୍ୟକ୍ଷା ଡଃ. ବିନ୍ଦୁଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଦ୍ ଘାଟନୀ ସଭା ଆୟୋଜିତ ହୋଇଥିଲା। ଉକ୍ତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୮/୯ : ଶୁକ୍ରବାର ପୂର୍ବାହ୍ନରେ ଓଡ଼ିଶାର ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀଯୁକ୍ତ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟଅତିଥି ଭାବେ ଯୋଗଦେଇ ୧୪ କୋଟି ୩୫ ଲକ୍ଷ ବ୍ୟୟ ଅଟକଳରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅତିରିକ୍ତ କୋଠା ଏବଂ ୧ କୋଟି ୩୦ ଲକ୍ଷ ବ୍ୟୟ ଅଟକଳରେ ନବନିର୍ମିତ ଜିଲ୍ଲାପରିଷଦ, ଖୋରଧାଙ୍କ ନବନିର୍ମିତ ସଭାଗୃହକୁ ଉଦ୍ଘାଟିତ କରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୯ : ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବିନ୍ଦୁଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜାତୀୟ ସେବା ଯୋଜନା ଦିବସ -୨୦୨୫ ମୈତ୍ରୀ ଭବନରେ ପାଳନ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇ ନିଜର ବକ୍ତବ୍ୟରେ ସ୍ୱେଚ୍ଛାସେବୀ ମାନଙ୍କୁ କରିଥିଲେ ‘ନିଜେ ଶୃଙ୍ଖଳିତ ହେଲେ ସମାଜ ଶୃଙ୍ଖଳିତ ହେବ’।ସମ୍ମାନିତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୪/୯ : ମା’ ଙ୍କ ଆଗମନରେ ଗାଁ ଠାରୁ ସହର ପର୍ଯ୍ୟନ୍ତ ଏବେ ଉତ୍ସବମୁଖର। ଆଉ ଦିନ କେଇଟା ପରେ ଶକ୍ତିରୂପିଣୀ ମା’ଦୁର୍ଗା ଧରାବତରଣ କରିବେ। ମା’ ଙ୍କ ଆଗମନରେ କାଶତଣ୍ଡି ଫୁଲ ଧରା ପୃଷ୍ଠରେ ଖିଲି ଖିଲି ହୋଇ ନାଚି ଉଠୁଛି ।ମା’ ଙ୍କ ଆବିର୍ଭାବକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍କଣ୍ଠା ଭରି ରହିଥିବା ବେଳେ ଖୋର୍ଦ୍ଧା ସହରର ସର୍ବ ପୁରାତନ ଖୋର୍ଦ୍ଧା କ୍ଳବ ସାର୍ବଜନୀନ ପୂଜା କମିଟି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୪/୯ : ଖୋର୍ଦ୍ଧା ବରୁଣେଇ ଶିଳ୍ପାଞ୍ଚଳ ସୁରକ୍ଷା ସଂକ୍ରାନ୍ତୀୟ ଏକ ସମୀକ୍ଷା କରିଛନ୍ତି ଜିଲ୍ଲା ଏସ୍ପି ବିବେକାନନ୍ଦ ଶର୍ମା। ଆଜି ଜିଲା ପୋଲିସ ମୁଖ୍ୟାଳୟରେ ଏସ୍ପି ଶିଳ୍ପାଞ୍ଚଳ ସଂସ୍ଥା ଗୁଡିକର ପ୍ରତିନିଧି ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗ ଏବଂ ସେମାନଙ୍କ ଆଭ୍ୟନ୍ତରୀଣ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଶିଳ୍ପାନୁଷ୍ଠାନ ଭିତର ଓ ବାହାରେ ସିସିଟିଭି ଖଞ୍ଜିବେ। ଶିଳ୍ପାନୁଷ୍ଠାନରେ କାର‌୍ୟ୍ୟରତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୨/୯: ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଜନ ସାଧାରଣ ମାନଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକୁ ବିଚାର କରି ତ୍ଵରିତ ନ୍ୟାୟ ପ୍ରଦାନ ସହ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ନିମନ୍ତେ ନୂତନ ଭାବେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଜିଲ୍ଲାରେ ଆରମ୍ଭ କରିଛନ୍ତି ।ପ୍ରଶାସନିକ ବ୍ୟବସ୍ଥାକୁ ଅଧିକରୁ ଅଧିକ ସରଳୀକରଣ କରି ପ୍ରତ୍ୟେକ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୨/୯ : ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ‘ନିଶା ମୁକ୍ତ ଭସାଣି ଡିଜେ ମୁକ୍ତ ରୋଷଣୀ’ ଅଭିଯାନରେ ଖୋର୍ଦ୍ଧା କାର୍ଯ୍ୟାଳୟରୁ ଶତାଧିକ ସଦସ୍ୟଙ୍କ ଜନସଚେତନତା ଶୋଭାଯାତ୍ରା ବାହାରି ଇଗଲ କ୍ଲବ୍,ଖୋର୍ଦ୍ଧା କ୍ଲବ୍, ପୁରୁଣା ବସଷ୍ଟାଣ୍ଡ, ଟ୍ରାଫିକ ଛକ, ଜୟୀ ରାଜଗୁରୁ ଟାଉନ ହଲ୍, ଷ୍ଟେଟ ବ୍ୟାଙ୍କ ଛକ, ହାବେଳି ଛକ, ନୂଆ ବସଷ୍ଟାଣ୍ଡ ରାସ୍ତା ଦେଇ ସହର ପରିକ୍ରମା କରିଥିଲା।ମଞ୍ଚ ପକ୍ଷରୁ ଡାକବାଜି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୧/୯ : ଆଜି ସକାଳ ୬ ଘଟିକା ସମୟରେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସଦର ମହକୁମା ବିଜୁ ପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ ସେବା ପଖୱାଡ଼ା ଦିବସ -୨୦୨୫ ପାଳିତ ହେବାସହ ସେବା ପଖୱାଡା ଏକ ବିଶାଳ ଗଣଦୌଡ ଅନୁଷ୍ଠିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା ମୁଖ୍ୟ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୦/୯ : ଆଜି ପୂର୍ବାହ୍ନରେ ଜିଲ୍ଲା ସଦର ମହକୁମା ପୌର ପରିଷଦ ଜୟୀ ରାଜଗୁରୁ ଟାଉନ୍ ହଲ୍ ଠାରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ଖୋର୍ଦ୍ଧା ପୌର ପରିଷଦ ଅଞ୍ଚଳରେ ପାଳନ ହେବାକୁ ଯାଉଥିବା ପୂଜା ପାର୍ବଣ ଯଥା ଦୁର୍ଗାପୂଜା, ରାବଣ ପୋଡ଼ି,ଗଜଲକ୍ଷ୍ମୀ ପୂଜା, କାଳୀପୂଜା, କାର୍ତିକେଶ୍ୱର ପୂଜା ଏବଂ ମେଢ଼ ବିସର୍ଜନ, ଭୋଗଲାଗି ଓ ଶୋଭାଯାତ୍ରା ଆଦି Continue Reading