ପ୍ରସନ୍ନ କୁମାର ପାଇକରାଏଙ୍କ ରିପୋର୍ଟଖୋର୍ଦ୍ଧା ୧୪/୧୦ : କୁରାଢ଼ମଲ୍ଲ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ କୁରାଢ଼ମଲ୍ଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’କାର୍ଯ୍ୟକ୍ରମ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସିନ୍ଧୁ ସୁତା ପ୍ରିୟଦର୍ଶିନୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି ।ଏହାର ଉଦ୍ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କୁରାଢ଼ମଲ୍ଳ ଗ୍ରାମପଞ୍ଚାୟତର ସରପଞ୍ଚ ଶ୍ରୀରାମ ପ୍ରସାଦ ମହାନ୍ତି ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କର ଅନ୍ତର୍ନିହିତ Continue Reading




