ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୩/୮: ମଙ୍ଗଳବାର ଅପରାହ୍ନ ୩ .୦୦ ଘଟିକା ସମୟରେ ଜିଲ୍ଲା ସଦର ମହକୁମା ବି. ଜେ.ବି ହାଇସ୍କୁଲ ଖେଳ ପଡ଼ିଆରେ ରିଜର୍ଭ ଇନ୍ସପେକ୍ଟର ଅଫ ପୋଲିସ ଶ୍ରୀ ସତ୍ୟକାନ୍ତ ମନୋରଞ୍ଜନ ଜେନାଙ୍କ ପରିଚାଳନାରେ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ଅଭ୍ୟାସ ପ୍ୟାରେଡ୍ ରେ ଆଇ ଟି ବି ପି, ତରତୁଆ ସମେତ ଏ ପି ଆର, ଗୃହରକ୍ଷୀ ବାହିନୀ, ପୋଲିସ ବ୍ୟାଣ୍ଡ ପାର୍ଟି ଏବଂ ବିଭିନ୍ନ ମହାବିଦ୍ୟାଳୟ,ଉଚ୍ଚ ମାଧ୍ୟମିକ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୩/୮ : ଜନସାଧାରଣଙ୍କ ଅଭିଯୋଗ ଶୁଣାଣିକୁ ଲୋକାଭିମୁଖୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନଶୁଣାଣୀ ପୋର୍ଟାଲରେ ଅଭିଯୋଗ ଦାଖଲ ପ୍ରକ୍ରିୟାକୁ ସରଳିକରଣ କରିଥିବା ବେଳେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଉକ୍ତ ପୋର୍ଟାଲ ଦ୍ୱାରା ହେଉଛି । ତେବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସିରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି ।ବାଣପୁର ଏନଏସି ସମ୍ବନ୍ଧୀୟ ଯେକୌଣସି ଅଭିଯୋଗ ଉକ୍ତ ପୋର୍ଟାଲରେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୧/୮ : ଜଟଣୀର ଲଢୁଆ ନେତା ତଥା କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୪ ତମ ସ୍ମୃତି ଚାରଣ ସଭା ଅଗଷ୍ଟକ୍ରାନ୍ତି ଦିବସରେ ସ୍ଥାନୀୟ ବରିଷ୍ଠ ନାଗରିକ ସେବା ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ଭୁବନେଶ୍ୱର ରୁ ଅଲଗା କରି ଜଟଣୀଳୁ ଏକ ସ୍ବତନ୍ତ୍ର ବିଧାନସଭା ନିର୍ବାଚନ ମଣ୍ଡଳୀ କରାଯିବାକୁ ୧୯୭୨ ମସିହାରେ ସ୍ବର୍ଗତ ସୁଶାନ୍ତ ମହାନ୍ତି ରାଜ୍ୟ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୦/୮ : ଶନିବାର ପୂର୍ବାହ୍ନରେ ଖୋର୍ଦ୍ଧା ସଦର ମହକୁମା ଜୟୀରାଜଗୁରୁ ଟାଉନ୍ ହଲ ଠାରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଏବଂ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ସଂଯୋଜନାରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଅଛି ।ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜକଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା,୯/୮ : ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ୧୦୯ ତମ ବାର୍ଷିକ ସାଧାରଣ ସଭା ବ୍ୟାଙ୍କର ସଭାପତି ଅଭିଷେକ ସିଂହ ସାମନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ସଭା ପ୍ରାରମ୍ଭରେ ବ୍ୟାଙ୍କର ପ୍ରତିଷ୍ଠାତା ସ୍ବର୍ଗତ ରାୟ ସାହେବ ସତୀଶ ଚନ୍ଦ୍ର ଚକ୍ରବର୍ତ୍ତୀ ଓ ଓଡିଶା ସମବାୟ ଆନ୍ଦୋଳନର ପୁରୋଧା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା ।ଏହି ସଭାରେ ଯୁଗ୍ମ ନିବନ୍ଧକ ସମବାୟ ସମିତି ସମୂହ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୮/୮ : ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ଅନ୍ତର୍ଗତ ପୋଡାଡିହ ପଂଚାୟତର ଓସ୍ତପୁର – କୋଟପଲ୍ଲା ଦୁଇ ଗାଁର ସୀମା ଏବଂ ନାମଫଳକ ପୋତିବାକୁ ନେଇ ଉଭୟ ଗ୍ରାମ ମଧ୍ୟରେ ବିବାଦ ସୃଷ୍ଟି ହେବା ସହ ଉତେଜନା ଦେଖାଦେଇଛି ।ଦୀର୍ଘ ଦିନ ଧରି ଉଭୟ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲେ ମଧ୍ୟ କୌଣସି ସମାଧାନର ବାଟ ବାହାରି ନଥିବା ବେଳେ ବୁଧବାର ନାମ ଫଳକ ପୋତିବାକୁ ନେଇ ବିବାଦ ଉଗ୍ରରୂପ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୬/୮ : ଜ଼ିଲ୍ଲା ପ୍ରେସ କ୍ଲବ, ଖୋର୍ଦ୍ଧା ଓ ଜାନକୀ ବଲ୍ଲଭ ସ୍ମୃତି କମିଟି ଟ୍ରଷ୍ଟ ର ମିଳିତ ଆନୁକୂଲ୍ୟରେ ଜାନକୀ ବଲ୍ଲଭ ପଟ୍ଟନାୟକ ଉଦ୍ୟାନ ପରିସରରେ ସବୁଜ ବନାନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜ଼ିଲ୍ଲା ପ୍ରେସ କ୍ଲବର ସଭାପତି ଶୁଭ୍ରାଂଶୁ ରଞ୍ଜନ ସାମନ୍ତରାୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦୈନିକ ଓଡ଼ିଆ ସମ୍ବାଦ ପତ୍ର ” ସମ୍ବାଦ ” Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୬/୮: ଖୋର୍ଦ୍ଧା ତହସିଲ ଅଧିନସ୍ଥ ତାପଙ୍ଗ ମୋୖଜ଼ାରେ ଥିବା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କଳିଙ୍ଗ ପାହାଡ଼ ନିଲାମ ପାଖାପାଖି ଦୁଇଗୁଣ ଅଧିକ ଟଙ୍କାରେ ଯାଇଥିବାରୁ କ୍ରସର ଚଳାଇବାରେ ସମସ୍ୟା ହେବ ବୋଲି ତାପଙ୍ଗ ଆଞ୍ଚଳିକ କ୍ରସର ସଙ୍ଘ ଆଶଙ୍କା କରିଛି।ଖୋର୍ଦ୍ଧାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପାହାଡ ନିଲାମକୁ ନେଇ ଦେଖାଦେଇଛି ବିବାଦ। ପୂର୍ବରୁ ଯେଉଁ ନିଲାମ ଶ୍ରୀମନ୍ଦିର ପ୍ରଶାସନ କରୁଥିଲା ତାକୁ ଏବେ ଜିଲ୍ଲା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୬/୮: ଆଜି ୬୬୨ ବର୍ଗ କଲେଜ ସଂଘ ଖୋର୍ଦ୍ଧା ଜିଲ୍ଲା ଶାଖା ତରଫରୁ ପେନସନ ଦାବିରେ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ ,ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି।ଏହି ପରିପ୍ରେକ୍ଷୀରେ ଶହ ଶହ ଅଧ୍ୟାପକ, କର୍ମଚାରୀ ସ୍ଥାନୀୟ ଗୀତା ଭବନ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ସଙ୍ଘ ପକ୍ଷରୁ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୪/୮ : ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ, ବନଖଣ୍ଡ ଅଧିକାରୀ, ଖୋର୍ଦ୍ଧା, ଶ୍ରୀ ଲାଡେ ଗଜାନନ୍ ଦୟାନନ୍ଦ, ଅତିରିକ୍ତ Continue Reading




