Home Posts tagged KHURDHA DISTRICT (Page 4)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୭/୮: ଶ୍ରମିକଙ୍କ ଅଧିକାର, ସାମାଜିକ ସୁରକ୍ଷା, ନ୍ୟାୟସଙ୍ଗତ ଦରମା, ପେନସନ ଓ ଚାକିରି ସୁରକ୍ଷା ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ସୋମବାର ଖୋରଧା ରେ ଭାରତୀୟ ମଜଦୂର ସଂଘ ପକ୍ଷରୁ ‘ପ୍ରତିବାଦ ଦିବସ’ ପାଳନ କରାଯାଇଛି।ସଂଘର କେନ୍ଦ୍ରୀୟ କାର‌୍ୟ୍ୟସମିତି ଵୈଠକ ନିଷ୍ପତି ଅନୁଯାୟୀ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତା, ଶ୍ରମିକ ଓ ସମର୍ଥକମାନେ ଏକାଠି ହୋଇ ସରକାରଙ୍କ ନିକଟରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଭୁବନେଶ୍ୱର, ୧୭/୮: ଦେଶପ୍ରେମ, ଜାତୀୟ ଏକତା ଓ ସ୍ୱାଧୀନତା ସଂଗ୍ରାମର ବୀର ସହିଦମାନଙ୍କ ସ୍ମୃତିଚାରଣ ମଧ୍ୟରେ ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ) ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।ଭୁବନେଶ୍ୱର ସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି ଉତ୍ସବରେ ରାଜ୍ୟ କର୍ମକର୍ତ୍ତାଙ୍କ ସହିତ ବିଭିନ୍ନ ଜିଲ୍ଲାରୁ ଆସିଥିବା ସାମ୍ବାଦିକ ମାନେ ଏକତ୍ରିତ ହୋଇ ସ୍ୱାଧୀନତାର ମୂଲ୍ୟବୋଧକୁ ସ୍ମରଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୫/୮: ସ୍ୱାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ଜାତୀୟତାବୋଧ ଓ ଦେଶପ୍ରେମର ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଚାଲିଥିବା ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ପଂଚାୟତ ମହାବିଦ୍ୟାଳୟ ଗୋଡ଼ି ପୁଟ ମାଟିଆ ପଡ଼ା ଜଟଣୀ ର ଛାତ୍ରଛାତ୍ରୀ ସାମିଲ ହୋଇଛନ୍ତି।ଜାତୀୟ ପତାକା କେବଳ ଏକ ପ୍ରତୀକ ନୁହେଁ; ଏହା ଦେଶର ସ୍ୱାଧୀନତା, ଜାତୀୟ ଏକତା, ଅଖଣ୍ଡତା ଓ ଗୌରବର ପ୍ରତୀକ। ଶାନ୍ତି ଓ ସାମାଜିକ ସୌହାର୍ଦ୍ଦର ଏହି ବାର୍ତ୍ତାକୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୨/୮: ସାମ୍ବାଦିକ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିଜର କର୍ତ୍ତବ୍ୟ ଓ ଧର୍ମ ପାଳନ କରିଆସୁଛନ୍ତି।ତେଣୁ ସାମ୍ବାଦିକଙ୍କ ସାମାଜିକ ଓ ଆର୍ଥିକ ସୁରକ୍ଷା ସହିତ ସେମାନଙ୍କ ଦୀର୍ଘଦିନର ଦାବିଗୁଡ଼ିକ ପୂରଣ ଦିଗରେ ସରକାର ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ଅନୁଷ୍ଠିତ ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ (ଓ.ୟୁ.ଡବ୍ଲୁ.ଜେ)ର ସାଂଗଠନିକ ବୈଠକରେ ମତ ପ୍ରକାଶ ପାଇଛି।ଓ.ୟୁ.ଡବ୍ଲୁ.ଜେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୧/୮: ଐତିହ୍ୟ ଓ ପରମ୍ପରାର ସ୍ମୃତିକୁ ନେଇ ଦୀର୍ଘ ୧୨୫ ବର୍ଷର ଗୌରବମୟ ଯାତ୍ରା ପୂରଣ କରିବାକୁ ଯାଉଛି ଖୋରଧା ର ଐତିହାସିକ ବକ୍ସି ଜଗବନ୍ଧୁ ବିଦ୍ୟାଧର (ବିଜେବି) ହାଇସ୍କୁଲ।ବିଦ୍ୟାଳୟର ୧୨୫ତମ ବାର୍ଷିକୋତ୍ସବକୁ ଏକ ଐତିହାସିକ ଓ ସ୍ମରଣୀୟ ଉତ୍ସବରେ ପରିଣତ କରିବା ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି କ୍ରମରେ ବିଦ୍ୟାଳୟ ପରିସରସ୍ଥ ସଭାଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଆଜି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୧/୮ : ଖୋରଧା ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ଖୋରଧା ପକ୍ଷରୁ ଆୟୋଜିତ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ (NCSC-୨୦୨୬) ଉପଲକ୍ଷେ ଜିଲ୍ଲା ସ୍ତରୀୟ କର୍ମଶାଳା ସ୍ଥାନୀୟ ବିଜେବି ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି।କର୍ମଶାଳାକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ବିଜୟ କୁମାର ବେହେରା ଓ ଶ୍ରୀମତୀ ରଶ୍ମିବାଳା ପରିଡ଼ା, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୦/୮: ଖୋରଧା ପୌରାଞ୍ଚଳ ଅନ୍ତର୍ଗତ ଗୁରୁଜଙ୍ଗ ୧୬ନଂ., ୧୭ନଂ., ୧୮ନଂ. ଓ ୧୯ନଂ. ୱାର୍ଡରେ ଭାଜପା ପକ୍ଷରୁ ସମ୍ପର୍କ ଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି।ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏବଂ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜନସମ୍ପର୍କ ଯାତ୍ରାରେ ଯୋଗଦେଇଥିଲେ। ଏହି ସମ୍ପର୍କ ଯାତ୍ରା ସ୍ଥାନୀୟ ମେଳଣ ପଡ଼ିଆ ଠାରୁ ଆରମ୍ଭ ହେବା ବେଳକୁ ମୁଷଳ ଧାରାରେ ବର୍ଷା ହୋଇଥିଲା। ତୁହାକୁ ତୁହା ବର୍ଷାରେ ଭିଜି ଅନେକ ନେତା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୯/୮: ନିଶା ଆଜିର ସମାଜ ପାଇଁ ଏକ ଗମ୍ଭୀର ସାମାଜିକ ସମସ୍ୟା। ବିଶେଷକରି ଯୁବପିଢ଼ି ନିଶାଦ୍ରବ୍ୟର କୁପ୍ରଭାବରୁ ଦୂରେ ରହିବା ସହିତ ଏକ ସୁସ୍ଥ, ଶୃଙ୍ଖଳିତ ଓ ନୈତିକ ଜୀବନ ଗଢ଼ିବା ଉପରେ ଗୁରୁତ୍ୱ ଦେବା ଆବଶ୍ୟକ।ଏହି ଲକ୍ଷ୍ୟରେ ଖୋରଧା ସହର ଉପକଣ୍ଠ ଗୁରୁଜଙ୍ଗଠାରେ ଅବସ୍ଥିତ ପିଏମ ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ରବିବାର ଏକ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୮/୮: ଖୋରଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ସରକାରୀ କ୍ୱାର୍ଟର ଆବଣ୍ଟନକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଅନିୟମିତତା ଅଭିଯୋଗ ପ୍ରକାଶ ପାଇବା ପରେ ଏହି ପ୍ରସଙ୍ଗ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।ତେବେ କ୍ୱାର୍ଟର ଆବଣ୍ଟନରେ କୌଣସି ପ୍ରକାର ଅନିୟମିତତା ହୋଇନାହିଁ ବୋଲି ସ୍ପଷ୍ଟୀକରଣ ଦେଇଛନ୍ତି ଜିଲ୍ଲା ଚିକିତ୍ସା ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅଧିକ୍ଷକ ଡାକ୍ତର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୮: ଖୋରଧା ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆର‌୍ୟ୍ୟବର୍ତ୍ତ ଆନସିଏଣ୍ଟ ଏକାଡେମୀ (ଟ୍ରିପଲ ‘ଏ’) ର ୩୧ ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରତିଷ୍ଠାତା ଡ଼ା. ନନ୍ଦକିଶୋର ପଟ୍ଟନାୟକ, ଅଧ୍ୟକ୍ଷା ତଥା ଡିନ୍ ଡ.ଦିପ୍ତିମୟୀ ମହାନ୍ତି, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଐତିହାସିକ ସତ୍ୟବାଦୀ ବଳିଆରସିଂହ, ନର୍ସିଙ୍ଗ ବିଦ୍ୟାଳୟର ଅଧ୍ୟକ୍ଷା ଡ.ସ୍ଵର୍ଣ୍ଣଲତା Continue Reading