Home Posts tagged KHURDHA DISTRICT (Page 5)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୨୭/୨ : ଖୋରଧା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବରୁଣେଇ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଲ୍ଲା ପରିସରରେ ଜାତୀୟ ଶିକ୍ଷାନୀତି–୨୦୨୦ ଏବଂ ଓଡ଼ିଶା ବିଦ୍ୟାଳୟ ପାଠ୍ୟକ୍ରମ ରୂପରେଖ, ବିଦ୍ୟାଳୟ ଶିକ୍ଷା- ୨୦୨୫ ଅନୁଯାୟୀ “ପ୍ରବୋଧନ” ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି ।ଖୋରଧା ମଣ୍ଡଳ ଶିକ୍ଷାଧିକାରୀ ଯାଜ୍ଞସେନୀ ସାହୁଙ୍କ ତତ୍ତ୍ଵାବଧାନରେ ଏବଂ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜିକା ସଂଧ୍ୟାବତୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୭/୨: ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଭୋଟର ତାଲିକାର ଏସ ଆଇ ଆର ମ୍ୟାପିଙ୍ଗ ଅନୁଷ୍ଠିତ ହୋଇଯାଇଅଛି ।ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧ୍ୟକ୍ଷତାରେ ୨୦୦୨ ଏବଂ ୨୦୨୫ ଭୋଟର ତାଲିକାକୁ ଅନୁଧ୍ୟାନ କରାଯାଇ ଜିଲ୍ଲାର ପ୍ରତ୍ୟେକ କାର୍ଯ୍ୟାଳୟର ଅଧିକାରୀ ଏବଂ କର୍ମଚାରୀ, ଚୁକ୍ତି ଭିତ୍ତିକ କର୍ମଚାରୀ, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୨୩/୨ : ଖୋରଧା ବିଧାୟକଙ୍କ ମଙ୍ଗଳାନଗର ଜନଶୁଣାଣି ଶିବିର ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶବାସୀଙ୍କ ଉଦ୍ଦେଶ୍ୟରେ ୧୩୧ ତମ ମନ୍ କି ବାତ୍ କାର୍ଯ୍ୟକ୍ରମର ସୀଧାସଳଖ ବାର୍ତ୍ତା ଏକାଠି ବସି ଶୁଣିଲେ ଶତାଧିକ ଖୋର୍ଦ୍ଧାବାସୀ।ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ସମେତ ସହରର ଅନେକ ବୁଦ୍ଧିଜୀବୀ, ମହିଳା ଓ ଯୁବଗୋଷ୍ଠୀ ଏକାଠି ବସି ମୋଦୀଙ୍କ ବାର୍ତ୍ତା ଶୁଣିଥିଲେ । ଏହି ଅବସରରେ ମୋଦି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୨୧/୨ : ଖୋରଧା ସଦର ମହକୁମାରେ ଏକ ଭଡ଼ା ଘରେ ଚାଲିଛି ଉପ ନିୟୋଜନ କାର୍ଯ୍ୟାଳୟ । ବେକାର ଯୁବକ ଯୁବତୀ ମାନେ ସରକାରୀ ଚାକିରୀ ପାଇଁ ଆବେଦନ କରିବାକୁ ହେଲେ ସରକାରୀ ନିୟୋଜନ କାର୍ଯ୍ୟାଳୟରେ ନିଜର ନାମ ପଞ୍ଜିକରଣ କରିବା ନିହାତି ଦରକାର ।ଖୋରଧା ସବ୍ ଡିଭିଜନରୁ ହେଲାଣି ଜିଲ୍ଲା ,ମାତ୍ର ଖୋରଧାରେ ଅଛି ସେହି ଉପ ନିୟୋଜନ କାର୍ଯ୍ୟାଳୟ ।ଜିଲ୍ଲା ସଦର ମହକୁମାରେ ନିୟୋଜନ କାର୍ଯ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ରହିବା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୦/୨ : ଖୋରଧା ବନଖଣ୍ଡରେ ହାତୀ ପଲଙ୍କୁ ଜଗିବ ଆର୍ଟିଫେସିଆଲ୍ ଇଣ୍ଟେଲିଜେନ୍ସ କ୍ୟାମେରା ଯୁକ୍ତ ଟାୱାର (ଏଆଇ ଟାୱାର)। ବିଶେଷ କରି ରେଳ ଧାରଣାରେ ଏମାନଙ୍କ ଚଳାଚଳ କେମିତି ତାହା ଉପରେ ନଜର ରଖିବ ଏଆଇ କ୍ୟାମେରା । ସେଥିପାଇଁ ଖୋରଧା ବନଖଣ୍ଡରେ କାର୍ଯ୍ୟ ଆରମ୍ଭ ହୋଇଯାଇଛି ।ଖୋରଧା ବନଖଣ୍ଡ ଅଧୀନସ୍ଥ ଜଟଣୀ ଅରଗୁଳୁଠାରୁ ଗଙ୍ଗାଧରପୁର ଯାଏଁ ଲମ୍ବିଥିବା ରେଳଧାରଣା ଉପରେ ହାତୀଙ୍କ ଚଳାଚଳ ଉପରେ ନଜର ଦେବା ପାଇଁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୧୯/୨ : ଜଟଣୀ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଫାଟକକୁ ଦଖଲ କରୁଛନ୍ତି ସରକାରୀ ଅଧିକାରୀ । ଗେଟ ଆଗରେ ରହୁଛି ବିଡ଼ିଓଙ୍କ ସମେତ ଅନ୍ୟ କର୍ମଚାରୀ ମାନଙ୍କ ଦୁଇ ଚକିଆ ଓ ଚାରି ଚକିଆ ଗାଡି । ସାଧାରଣ ଲୋକମାନେ ଅଫିସ ଭିତରକୁ ଯିବାକୁ ବହୁ ଅସୁବିଧା ଭୋଗୁଛନ୍ତି । ଯେଉଁଥିପାଇଁ ଆଜି ଓଡିଶା ସୂଚନା ଅଧିକାର ଅଭିଯାନର ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅଭିଯୋଗ ପ୍ରଦାନ କରାଯାଇଛି […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୮/୨: ଆଜି ଦିନ ୨ ଟା ବେଳେ ୧୬ ନମ୍ବର ଜାତୀୟ ରାଜପଥ ତୋଟାପଡା ଛକଠାରେ ମାଙ୍କଡ଼ା ପଥର ବୋଝେଇ ଏକ ଟ୍ରକ (ଓଆର -୧୬ ଡ଼ି ୨୯୬୧) କୁ ଖୋରଧା ଅତିରିକ୍ତ ତହସିଲଦାର ଡ଼ି ଗୋପାଳ ରେଡ଼ି ଅଟକାଇ ଯାଞ୍ଚ ବେଳେ ଗାଡ଼ି ଡ୍ରାଇଭର ଗାଡ଼ିରୁ ଡେଇଁ ଗାଡ଼ି ଛାଡି ଦୌଡ଼ି ପଳେଇଗଲା।ଗାଡ଼ିରେ ମାଙ୍କଡ଼ା ପଥର ଲଦା ଯାଇଥିବା ଦେଖିବାକୁ ମିଳିଥିଲା। ଶ୍ରୀଯୁକ୍ତ ରେଡ଼ି ଗାଡ଼ି ଟିକୁ ଜବତ କରି ଖୋରଧା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୬/୨ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା ଖୋରଧା ବ୍ଲକ୍ ଅନ୍ତର୍ଗତ ନାଲିପଡା ଅର୍ଜୁନପୂର୍ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ପଲ୍ଲୀରେ ପ୍ରଶାସନ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ଜନଶୁଣାଣୀ ଶିବିରରେ ବନଖଣ୍ଡ ଅଧିକାରୀ, ଖୋର୍ଦ୍ଧା, ଲାଡେ ଗଜାନନ ଦୟାନନ୍ଦ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୩/୨: ଖୋରଧା ପୌର ପରିଷଦ ଅନ୍ତର୍ଗତ ଗୁରୁଜଙ୍ଗ ଶ୍ରୀ ଶ୍ରୀ ଧବଳେଶ୍ୱର ମନ୍ଦିରରେ ମହାଶିବରାତ୍ରି ପର୍ବ ପାଳନ ପାଇଁ ନୀତି ନିର୍ଘଣ୍ଟ କରାଯାଇଛି।ରାତ୍ର ୧୧ ଟାରେ ମହାଦୀପ ଉଠିବା ସହିତ ହରିହର ଭେଟ ଦର୍ଶନ ଆରମ୍ଭ ହେବ। ମନ୍ଦିର ଟ୍ରଷ୍ଟି ବଦ୍ରି ନାରାୟଣ ସାହୁଙ୍କ ପୌରହିତ୍ୟରେ ଟ୍ରଷ୍ଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଆସନ୍ତା ୧୫ ତାରିଖ ଦିନ ମହାଶିବରାତ୍ରି ପର୍ବ ସୁଚାରୁରୂପେ ପାଳନ ପାଇଁ କାର୍ଯ୍ୟକ୍ରମ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୨/୨: ଭାରତୀୟ ପ୍ରଯୁକ୍ତିବିଦ୍ୟା ସଂସ୍ଥାନ (ଆଇଆଇଟି) ଭୁବନେଶ୍ଵର ଆଜି ଏହାର ଅଷ୍ଟଦଶ ପ୍ରତିଷ୍ଠା ଦିବସ ପାଳନ କରିଛି।ଏହି ଅବସରରେ ଓଡ଼ିଶା ସରକାରଙ୍କ ମାନ୍ୟବର ଇଲେକ୍ଟ୍ରୋନିକ ଆଣ୍ଡ ଆଇଟି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।ସେହିପରି ପଟ୍ଟନାୟକ ଗ୍ରୁପ୍ ଅଫ୍ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଏବଂ ରବିସନ୍ସ ଫାଉଣ୍ଡେସନ୍‌ର Continue Reading