Home Posts tagged KHURDHA DISTRICT (Page 7)
Top Stories
By Prasanna Kumar Paikaraya Khordha, June 12 :  In a significant breakthrough against the illegal narcotics trade, the excise department  successfully busted two separate ganja smuggling operations in hordha , seizing a total of 52 kilograms of contraband cannabis and arresting 6 persons allegedly involved in the interstate drug trafficking network.2 vehicles used for Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୧/୬ : ସ୍ଥାନୀୟ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଶ୍ରୀଅନନ୍ତ ପୁରୁଷୋତ୍ତମ ପୂର୍ଣ୍ଣ ବିଗ୍ରହ ଠାକୁରଙ୍କ ରଥଯାତ୍ରା ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ ଅଧ୍ୟକ୍ଷ ତଥା ଉପ ଜିଲ୍ଲାପାଳ ସଂକଳ୍ପ ସ୍ୱସ୍ତିକ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଖୋରଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଜଟଣୀ ବିଧାୟକ ବିଭୁତି ଭୂଷଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୦/୬ : ଆଜି ଭୁବନେଶ୍ୱର ସ୍ଥିତ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସରକାରୀ ବାସଭବନ ଠାରେ ଚ଼ିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ବିଜୁ ଜନତା ଦଳର ଯୁବ ସଂଗଠକ ଦେବୀ ପ୍ରସାଦ ମିଶ୍ରଙ୍କ ନେତୃତ୍ବରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର‌ ୩ ନଂ ୱାର୍ଡ଼ର କାଉନସିଲର ଅଭିମନ୍ୟୁ ପ୍ରଧାନ, ୧୫ ନଂ ୱାର୍ଡ଼ର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୦/୬ : ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ଭତ୍ତା ପାଉଥିବା ଅନେକ ହିତାଧିକାରୀ ଦୀର୍ଘ ତିନି ମାସରୁ ଉର୍ଦ୍ଧ୍ବ ସମୟ ଧରି ଭତ୍ତା ପାଇ ନଥିବାରୁ ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଦିବ୍ୟାଙ୍ଗ ଭତ୍ତା ଏବଂ ଅନ୍ୟାନ୍ୟ ସାମାଜିକ ସୁରକ୍ଷା ଯୋଜନାର ଲାଭାର୍ଥୀ ମାନେ ନିୟମିତ ଭାବେ ଭତ୍ତା ନ ପାଇବା ଯୋଗୁଁ ନିଜର ଦୈନନ୍ଦିନ ଜୀବନ ନିର୍ବାହ କରିବାରେ ନାନା ଅସୁବିଧା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୯/୬ : ଆନ୍ତର୍ଜାତୀୟ ଲେଭଲ କ୍ରସିଂ ସଚେତନତା ଦିବସ -୨୦୨୬ ପାଳନ ଅବସରରେ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ମଣ୍ଡଳ ଅଧୀନସ୍ଥ ବିଭିନ୍ନ ଲେଭଲ କ୍ରସିଂ ଗେଟ୍ ଗୁଡ଼ିକରେ ଏକ ସ୍ୱତନ୍ତ୍ର ସୁରକ୍ଷା ସଚେତନତା ଅଭିଯାନ ପରିଚାଳନା କରାଯାଇଥିଲା ।ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ହେଉଛି ଏକ ବିଶ୍ୱସ୍ତରୀୟ ପ୍ରୟାସ, ଯାହାର ଉଦ୍ଦେଶ୍ୟ ହେଉଛି ରେଳବାଇ ଲେଭଲ୍ କ୍ରସିଂ ଗୁଡ଼ିକରେ ସୁରକ୍ଷା ସମ୍ପର୍କରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୮/୬ : ତୃଣମୂଳ ସ୍ତରରେ ଉଦ୍ୟୋଗୀତାକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ଆଇଆଇଟି ଭୁବନେଶ୍ବର ଜଟଣୀ ଏବଂ ଓଡ଼ିଶା ଜୀବିକା ମିଶନ (ଓଏଲଏମ) ଆଜି ଏକ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି, ଯାହା ସ୍ବୟଂ ସହାୟକ ଗୋଷ୍ଠୀ (ଏସଏଚଜି) ଗୁଡ଼ିକୁ ସୂକ୍ଷ୍ମ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) ରେ ରୂପାନ୍ତରିତ କରିବା ପାଇଁ ଏକ ସଂରଚିତ ଇନକ୍ୟୁବେସନ୍ ପଦକ୍ଷେପର ଶୁଭାରମ୍ଭ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୮/୬ : ଖୋରଧା ରେ ଦୀର୍ଘଦିନ ଧରି ଅବ୍ୟବସ୍ଥା ଓ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଥ‌ିବା ନୂଆ ବସଷ୍ଟାଣ୍ଡର ନବକଳେବର ହେବାକୁ ଯାଉଛି।ଏଠାରେ ନିର୍ମାଣ ହେବ ଅତ୍ୟାଧୁନିକ ଅଟଳ ବସଷ୍ଟାଣ୍ଡ, ଯେଉଁଥିରେ ଯାତ୍ରୀମାନେ ବିମାନବନ୍ଦର ଭଳି ସୁବିଧା ପାଇବେ। ପାଞ୍ଚ ମହଲା ବିଶିଷ୍ଟ ହେବ ନୂଆ ବସଷ୍ଟାଣ୍ଡ।ରାଜ୍ୟ ସରକାର ଏହି ପ୍ରକଳ୍ପ ପାଇଁ ୧୧୭ କୋଟି ୭୭ ଲକ୍ଷ ୯୭ ହଜାର ୬୫୪ ଟଙ୍କା ମଞ୍ଜୁର କରିଥିବା ବେଳେ, ରାଜ୍ୟ ପୁଲିସ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୬/୬ : ପ୍ରତ୍ୟେକ କାର୍ଯ୍ୟାଳୟରେ ଅବସର ଗ୍ରହଣ କରିବାକୁ ଯାଉଥିବା ସରକାରୀ କର୍ମଚାରୀ ମାନଙ୍କ ଚାକିରି ନିୟମିତୀକରଣ କରିବା ବିଭାଗୀୟ ଅଧିକାରୀ ମାନଙ୍କ ସମ୍ପୂର୍ଣ୍ଣ ଦାୟିତ୍ଵ ଅଟେ ।ପ୍ରତ୍ୟେକ କର୍ମଚାରୀ ମାନଙ୍କ ପେନସନ କାଗଜାତପତ୍ର ନିଶ୍ଚିତ ଭାବେ ଦୁଇମାସ ପୂର୍ବରୁ ଚୂଡାନ୍ତ ହୋଇ ପେନସନ ମଞ୍ଜୁରି କରୁଥିବା ଅଧିକାରୀ ଓ ମହାଲେଖାଗାର କାର‌୍ୟ୍ୟାଳୟକୁ ପଠାଇବାକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହେବା ଜରୁରୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୬/୬ : ରାଜ୍ୟରେ ବିଜେପି ସରକାର ଦୁଇ ବର୍ଷ ପୂର୍ତ୍ତି ପାଳନ କରୁଥିବା ବେଳେ ଅନ୍ୟ ପକ୍ଷରେ ସାରାରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ବିଜେଡି ନାରୀ ମାନଙ୍କ ବିରୁଦ୍ଧରେ ବଢୁଥିବା ଅତ୍ୟାଚାର, ଦରଦାମ ବୃଦ୍ଧି ବିରୁଦ୍ଧରେ ସମାବେଶ, ଶୋଭାଯାତ୍ରା ଆୟୋଜନ କରୁଛି।ଏହି ପରିପେକ୍ଷୀରେ ଖୋରଧା ରେ ବିଜେଡିର ବିଶାଳ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ହଜାର ହଜାର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୬: ବିଶ୍ବସ୍ତରୀୟ ଶିକ୍ଷକ ନେତା, ଖ୍ୟାତନାମା ସାହିତ୍ୟିକ, ନାଟ୍ୟକାର ଅବନୀ ବରାଳ ଙ୍କ ୯୨ତମ ଜୟନ୍ତୀ ଜେମାଦେଇ ଜୟୀ ରାଜଗୁରୁ ଉଚ୍ଚ ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି।ବିଶିଷ୍ଟ ଶିକ୍ଷାବିତ୍ ସତ୍ୟବାଦୀ ବଳିଆରସିଂହଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ବିଶ୍ବ ଶିକ୍ଷକ ସଂଘର ସଭାପତି ଅମୀୟ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ବର୍ଗତ ବରାଳଙ୍କ ବହୁମୁଖୀ ଗୁଣାବଳି ସମ୍ପର୍କରେ ଆଲୋକପାତ Continue Reading