Home Posts tagged KHURDHA DISTRICT (Page 8)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୯/୭ : ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଉପ ଶାସନ ସଚିବ ତଥା ଉପ ନିର୍ବାଚନ ଅଧିକାରୀ ଶ୍ରୀମତୀ ଅନାମିକା ସିଂହ ଆଜି ଖୋରଧା ଜିଲ୍ଲା ସ୍ଵତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ସମୀକ୍ଷା କରିଛନ୍ତି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ତଥା ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଏବଂ ସମସ୍ତ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଭୋଟର ପଞ୍ଜି କରଣ ଅଧିକାରୀ, Continue Reading
Top Stories
By Dillip Kumar Pattnaik Khordha, July 29: “A nation that fails to honour its history can never build a glorious future.” These words find a painful reflection in the present condition of the Pancha Paika Memorial at Gada Khordha, where the statues of Odisha’s legendary warrior heroes now stand surrounded by neglect, wild vegetation and […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୮/୭ : ଖୋରଧା ଜିଲ୍ଲାରେ ନିଶା କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ମଧ୍ୟରେ ଖୋରଧା ଅବକାରୀ ବିଭାଗ ମଙ୍ଗଳବାର ଚଳିତ ବର୍ଷର ଅନ୍ୟତମ ବଡ଼ ସଫଳତା ହାସଲ କରିଛି।ଏକ ସୁଚିନ୍ତିତ ଚଢ଼ାଉ ସମୟରେ ପ୍ରାୟ ୪୬୦ ଗ୍ରାମ ବ୍ରାଉନ୍ ସୁଗାର ଜବତ କରାଯାଇଥିବା ବେଳେ ଏହାର ଆନୁମାନିକ ବଜାର ମୂଲ୍ୟ ₹୪୬ ଲକ୍ଷ ବୋଲି ଆକଳନ କରାଯାଇଛି।ଘଟଣାରେ ମା\’ ଓ ପୁଅ କୁ ଗିରଫ କରାଯାଇଛି। ଏହି ଜବତ ପରେ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୮/୭ : ଅବସରପ୍ରାପ୍ତ କର୍ମଚାରୀ ମାନେ ନିଜ କର୍ମମୟ ଜୀବନରୁ ଅର୍ଜନ କରିଥିବା ଦୀର୍ଘ ଅନୁଭବ, ଜ୍ଞାନ ଓ ପ୍ରଶାସନିକ ଦକ୍ଷତାକୁ ସମାଜର କଲ୍ୟାଣରେ ବିନିଯୋଗ କରିବା ସହ ଯୁବପିଢ଼ିକୁ ଦିଗଦର୍ଶନ ଦେବା ଆବଶ୍ୟକ ବୋଲି ଖୋରଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ କହିଛନ୍ତି।ଖୋରଧା ଜିଲ୍ଲା ପେନସନର୍ସ ଆସୋସିଏସନର ବାର୍ଷିକ ଉତ୍ସବ ଶ୍ୟାମା ମାଧବ ବାସନ୍ତୀ ଦେବୀ ପାଠାଗାର ସଭାଗୃହରେ ଆସୋସିଏସନର ସଭାପତି ଭୀମସେନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୭/୭ : ଗୋବଂଶର ସୁରକ୍ଷା, ସଂରକ୍ଷଣ ଓ ସମ୍ବର୍ଦ୍ଧନା କୁ ଜାତୀୟ ପ୍ରାଥମିକତା ଦେବା ଦାବିରେ ସାରା ଦେଶରେ ଚାଲିଥିବା \’ଗୌ ସମ୍ମାନ ଆହ୍ୱାନ ଅଭିଯାନର ଅଂଶ ସ୍ୱରୂପ ସୋମବାର ଖୋରଧା ଜିଲ୍ଲାପାଳ କାର୍ଯ୍ୟାଳୟରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।ଅଭିଯାନର ପ୍ରତିନିଧିମାନେ କହିଛନ୍ତି ଯେ, ଦେଶର ୫,୧୦୦ରୁ ଅଧିକ ତହସିଲରୁ ସଂଗୃହୀତ ୫ କୋଟି ୩୦ ଲକ୍ଷରୁ ଅଧିକ ନାଗରିକଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୫/୭: ବର୍ତ୍ତମାନ ସମୟରେ ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ, ବୃଦ୍ଧି ପାଉଥିବା ତାପମାତ୍ରା, ବନାଞ୍ଚଳ ହ୍ରାସ ଓ ପରିବେଶ ପ୍ରଦୂଷଣ ଭଳି ସମସ୍ୟା ମାନବ ସମାଜ ପାଇଁ ବଡ଼ ଆହ୍ୱାନ ସୃଷ୍ଟି କରିଛି।ଏପରି ସମୟରେ ପରିବେଶ ସୁରକ୍ଷା ଏବଂ ସବୁଜିମା ବୃଦ୍ଧି ପାଇଁ ବୃକ୍ଷରୋପଣକୁ ଏକ ଗଣଆନ୍ଦୋଳନରେ ପରିଣତ କରିବା ଉଦ୍ଦେଶ୍ୟରେ ପତିତପାବନ ଯୁବକ ସଂଘ ପକ୍ଷରୁ ଶନିବାର ବେଗୁନିଆ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୫/୭ : ଆଗାମୀ ଜିଲ୍ଲାସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ତଥା ସ୍ଵାଧୀନତା ଦିବସ ପାଳନ କମିଟି ଉପାଧ୍ୟକ୍ଷ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି।ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଉତ୍ସବ ବି ଜେ ବି ହାଇସ୍କୁଲ ପଡ଼ିଆଠାରେ ଆୟୋଜନ କରାଯିବ। ଉକ୍ତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୪/୭ : ଶିକ୍ଷା ବ୍ୟବସ୍ଥାର ସଂସ୍କାର ଓ ପ୍ରଶ୍ନପତ୍ର ଲିକ ଘଟଣାରେ ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବର୍ବରୋଚିତ ଲାଠିଚାର୍ଜ ଓ ରାହୁଲ ଗାନ୍ଧୀଙ୍କ ପ୍ରତି ପୋଲିସର ଦୁର୍ବ୍ୟବହାର ପ୍ରତିବାଦରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ ଶାହାଙ୍କ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ ।ଗତ ୨୦ ତାରିଖ ଦିନ ଦିଲ୍ଲୀର ଜନ୍ତରମନ୍ତର ଠାରେ ଭାରତ ବର୍ଷର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୩/୭ : ଦୀର୍ଘଦିନ ଧରି ଲାଗି ରହିଥିବା ସାଙ୍ଗଠନିକ ସମସ୍ୟାର ସମାଧାନ, କ୍ୟାଡର ପୁନର୍ଗଠନ, ଦରମା ବୃଦ୍ଧି ଓ କର୍ମଚାରୀଙ୍କ ସେବାଗତ ସ୍ୱାର୍ଥ ସୁରକ୍ଷା ଦାବିରେ ଅଲ୍ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ ଖୋରଧା ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ୮ ଦଫା ଦାବିପତ୍ର ପ୍ରଦାନ କରାଯାଇଛି।ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲୀପ କୁମାର ହିଆଲଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳ ଅତିରିକ୍ତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୨/ ୭ : ଖୋରଧା ଗ୍ରାମ୍ୟ ନିର୍ମାଣ ଉପ ବିଭାଜନ କାର୍ଯ୍ୟାଳୟରେ ସୂଚନା ଅଧିକାର ଆଇନ-୨୦୦୫ ର ସଠିକ୍ କାର୍ଯ୍ୟକାରିତାକୁ ନେଇ ପୁଣିଥରେ ପ୍ରଶ୍ନ ଉଠିଛି।ସୂଚନା ଅଧିକାର ଆଇନ ଅନୁଯାୟୀ ଆବେଦନ କରିବା ପରେ ଆବେଦନକାରୀଙ୍କୁ ସଠିକ୍ ଓ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରାଯାଉନଥିବା ସହ ବିଭ୍ରାନ୍ତିକର ଉତ୍ତର ଦିଆଯାଉଥିବା ନେଇ ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ନେଇ ବିଭାଗର ସ୍ୱଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି Continue Reading