Home Posts tagged KHURDHA DISTRICT (Page 9)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୧/୭ : ରାସ୍ତାରେ ତୀବ୍ର ଖରା ହେଉ କି ଅବିରତ ବର୍ଷା, ନିଜ ସୁବିଧା-ଅସୁବିଧାକୁ ପଛରେ ପକାଇ ସାଧାରଣ ଲୋକଙ୍କ ସୁରକ୍ଷା ଓ ସୁଗମ ଯାତାୟାତ ପାଇଁ ଦିନରାତି କର୍ତ୍ତବ୍ୟ ପାଳନ କରୁଥିବା ଟ୍ରାଫିକ ପୁଲିସ କର୍ମଚାରୀଙ୍କ ପ୍ରତି କୃତଜ୍ଞତା ଓ ସମ୍ମାନ ଜଣାଇ ରୋଟାରୀ କ୍ଲବ ଖୋରଧା ପକ୍ଷରୁ ସୋମବାର ଏକ ସ୍ୱତନ୍ତ୍ର ସେବା ମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।ଏହି ଅବସରରେ ଖୋରଧା ସହରର ବିଭିନ୍ନ ପ୍ରମୁଖ ଛକରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୦/୭: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୭ତମ ବିଦ୍ୟାରମ୍ଭ ସାମ୍ବତ୍ସରିକ ଉତ୍ସବ ଓ ବନ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି।ମୈତ୍ରୀ ଭବନ ପରିସରରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ପୂର୍ଣ୍ଣିମା ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପରିଚାଳନା ସମିତି ସଭାପତି ତଥା ପୂର୍ବତନ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ମୁଖ୍ୟ ଅତିଥି , ମୁଖ୍ୟ ପରାମର୍ଶଦାତା ପୂର୍ବତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୨୦/୭ : ଭାରତ ସରକାରଙ୍କ ନିଦ୍ଦେର୍ଶ କ୍ରମେ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ଚାଲିଛି। ଖୋରଧା ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ସାହୁ ଙ୍କ ଆବାହକତ୍ୱ ରେ ଖୋରଧା ଜ଼ିଲ୍ଲା ର ଖୋରଧା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀ ର ଝଓଜ ସମ୍ପର୍କିତ ସମୀକ୍ଷା ବୈଠକ ଦୁଇଟି ପର୍ଯ୍ୟାୟରେ ଶଙ୍ଖ ଭବନଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବିଜେଡି ର ବରିଷ୍ଠ ସାଧାରଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୮/୭: ଖୋରଧା ସହରର ଏକମାତ୍ର ପ୍ରମୁଖ କ୍ରୀଡ଼ା କେନ୍ଦ୍ର ଭାବେ ପରିଚିତ ଖୋରଧା ଷ୍ଟାଡିୟମରେ ଦୀର୍ଘଦିନ ଧରି ଲାଗି ରହିଥିବା ମୌଳିକ ସୁବିଧାର ଅଭାବକୁ ନେଇ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି।ପ୍ରତିଦିନ ସକାଳ ଓ ସନ୍ଧ୍ୟାରେ ଶହ ଶହ କ୍ରୀଡ଼ାବିତ୍, ଛାତ୍ରଛାତ୍ରୀ, ବରିଷ୍ଠ ନାଗରିକ ଓ ସ୍ୱାସ୍ଥ୍ୟ ସଚେତନ ବ୍ୟକ୍ତିମାନେ ଏଠାକୁ ବ୍ୟାୟାମ, ଦୌଡ଼ ଏବଂ ଅଭ୍ୟାସ ପାଇଁ ଆସୁଥିଲେ ମଧ୍ୟ ଆବଶ୍ୟକ ଭିତ୍ତିଭୂମି ସୁବିଧା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା , ୧୭/୭ : ବିଦେଶ ମାଟିରେ ପୁରୀ ଶ୍ରୀମନ୍ଦିରର ସମୃଦ୍ଧ ସଂସ୍କୃତି ଏବଂ ଆଧ୍ୟାତ୍ମିକ ପରମ୍ପରାକୁ ଜୀବିତ ରଖି, ବାହାରିନ୍ ଓଡ଼ିଆ ସମାଜ ଏବଂ ଇସ୍କନ ବାହାରିନ୍‌ର ମିଳିତ ଆନୁକୂଲ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି।ବାହାରିନ୍ ରାଜତନ୍ତ୍ରର ମାନାମା ସ୍ଥିତ ୨୦୦ ବର୍ଷର ପୁରୁଣା ଐତିହାସିକ ଶ୍ରୀନାଥ ଜୀ ମନ୍ଦିର ପରିସରରେ ଏହି ପବିତ୍ର ରଥଯାତ୍ରା ଆୟୋଜନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୭/୭ : ଗୁରୁବାର ଜାଗୁଳି ପାଟଣା ସ୍ଥିତ ମହାପ୍ରଭୁ ଶ୍ରୀ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବ ଙ୍କ ଘୋଷଯାତ୍ରା ଅତି ଆନନ୍ଦ ଉଲ୍ଲାସ ଏବଂ ଆଧ୍ୟାତ୍ମିକ ବାତାବରଣ ମଧ୍ୟରେ ସମାପନ ହୋଇଯାଇଅଛି । ପ୍ରତ୍ୟୁଷ ୪ ଘଟିକା ସମୟରେ ମହାପ୍ରଭୁଙ୍କ ପହଡ଼ ଖୋଲା ହୋଇଥିବା ବେଳେ ପ୍ରାତଃ ୫ ଘଟିକାରେ ମଙ୍ଗଳ ଆଳତି, ପୂର୍ବାହ୍ନ ୧୧ ଘଟିକାରେ ଶଙ୍ଖୁଡ଼ି ଭୋଗ, ମଧ୍ୟାହ୍ନ ୧୨ ଘଟିକାରେ ସୂର୍ଯ୍ୟ ପୂଜା, ଅପରାହ୍ନ ୨ ଘଟିକାରେ ପହଣ୍ଡି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୫/୭ : ଭଗବାନ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ ଉଦ୍ଦେଶ୍ୟରେ ଦେଶବ୍ୟାପୀ ସଂଗ୍ରହ କରାଯାଇଥିବା ଚାନ୍ଦା ଓ ଭେଟିର ପରିଚାଳନାକୁ ନେଇ ଦେଶରେ ଉଠିଥିବା ବିବାଦ ମଧ୍ୟରେ ଖୋରଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇ କେନ୍ଦ୍ର ସରକାର, ବିଜେପି ଓ ଆର.ଏସ.ଏସ କୁ କଡ଼ା ସମାଲୋଚନା କରାଯାଇଛି।ଜିଲ୍ଲା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଶ୍ରୀରାମଙ୍କ ନାମରେ ଲୋକଙ୍କଠାରୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୫/୭: ମଙ୍ଗଳବାର ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ ତମ ଶ୍ରାଦ୍ଧ ଉତ୍ସବ ଅବସରରେ ଖୋରଧା ଜିଲ୍ଲା ବାଣପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଆଇନ ସଚେତନତା ସଭା ଆୟୋଜିତ ହୋଇଯାଇଛି ।ବାଣପୁର ତାଲୁକ ଆଇନ ସେବା ସମିତିର ସହଯୋଗରେ ଆୟୋଜିତ ସଭାରେ ମୁଖ୍ୟ ଅତିଥିଭାବେ ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୪/୭:ଖୋରଧା କ୍ରିକେଟ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ବି ଜେ ବି ହାଇସ୍କୁଲ ମିନି ଷ୍ଟାଡିୟମ ଠାର ପ୍ରଥମ ଖୋରଧା ପ୍ରିମିୟର ଲିଗ କ୍ରିକେଟ କାର୍ଣ୍ଣିଭାଲ ର ଫାଇନାଲ ମ୍ୟାଚ ରେ ଜଟଣୀ ଆନ ଇଣ୍ଡିଆନ ଚ୍ୟାଲେଞ୍ଜର୍ସ ଇଗଲ ଇଂଭିନ୍ସିବିଲ ଖୋରଧା କୁ ୭ ରନ ରେ ପରାସ୍ତ କରି ଚମ୍ପିୟାନ ହୋଇଛନ୍ତି ।ଜଟଣୀ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ୫ ୍ୱିକେଟ ହରାଇ ୧୩୫ ରନ ସଂଗ୍ରହ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୪/୭ : ଖୋରଧା ମଡେଲ ଥାନା ପୁଲିସ ଏକ ବଡ଼ ସଫଳତା ହାସଲ କରି ଆନ୍ତଜିଲ୍ଲା ମୋଟର ସାଇକେଲ ଚୋର ଗ୍ୟାଙ୍ଗର ୪ ଜଣ ସଦସ୍ୟଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ବିଭିନ୍ନ କମ୍ପାନୀର ୧୬ଟି ଚୋରା ମୋଟର ସାଇକେଲ ଜବତ କରାଯାଇଛି।ପୁଲିସ ସୂଚନା ଅନୁଯାୟୀ, ସ୍ଥାନୀୟ ଗୋଡ଼ିପୋଖରୀସ୍ଥିତ ମଣପ୍ପୁରମ ଫାଇନାନ୍ସ କାର୍ଯ୍ୟାଳୟ ସମ୍ମୁଖରୁ ଗତ ୧୭ ଜୁନ ୨୦୨୬ ତାରିଖରେ ଏକ ହିରୋ ଗ୍ଲାମର ମୋଟର ସାଇକେଲ ଚୋରି ହୋଇଥିଲା।ଏନେଇ Continue Reading