Home Posts tagged kidnaped case.
Odisha News
କଟକ, ୨୦/୫ : କଟକ ବୟାଳିଶମୌଜା ବଉଳକୁଦର ଯୁବକ ଅପହରଣ ମାମଲାରେ କମିଶନରେଟ୍ ପୋଲିସ ପର୍ଦ୍ଦାଫାସ କରିଛି । ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।ଅପହରଣର ମୁଖ୍ୟ ଅଭିଯୁକ୍ତ ଜିମ୍ ଟ୍ରେନର ରାଜେଶ ଦାସଙ୍କ ସମେତ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ରହିଛି ।ଅନଲାଇନ୍ ସେୟାର ମାର୍କେଟ ଟଙ୍କାକୁ ନେଇ ଏହି ଅପହରଣ ହୋଇଥିବା ପୋଲିସ କମିଶନର ଏସ୍. ଦେବଦତ୍ତ […]Continue Reading
Odisha News
ପାରାଦୀପ,୨୧/୧୦ : ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ କଟକ ପାରାଦୀପ ରାଜ୍ୟ ରାଜପଥ ୧୫ ନମ୍ବର ପାଖରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ସ୍କୁଲ ଛାତ୍ରଙ୍କୁ ମାଡ଼ ମାରି ବଳପୂର୍ବକ ଅପହରଣ କରାଯାଇଥିଲା।ସଂପୃକ୍ତ ଅପହରଣକାରୀମାନେ ଚଣ୍ଡିଖୋଲ ଅଭିମୁଖେ ନେଇ ଯାଉଥିଲେ। ମାର୍ଶାଘାଇ ଥାନା ଅନ୍ତର୍ଗତ ହଳଦିଆଗଡ଼ା ଛକରେ ଏକ ସ୍କର୍ପିଓ ଅଟକି ଥିଲା। ସେହି ସମୟରେ ଛାତ୍ର ଜଣକ ଗୋଇଠା ମାରି ନିଜକୁ ବଞ୍ଚାଇଛନ୍ତି। ପରେ ଜଣେ ବାଇକ୍ ଆରୋହୀଙ୍କ Continue Reading