ଭୁବନେଶ୍ୱର,୨୦।୨: କିଟ୍ ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି।ସୂଚନାଯୋଗ୍ୟ, କିଟ୍ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯ୍ୟାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ Continue Reading