କୋରାପୁଟ,୪/୬ : କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିପିଟାଲରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଯାଇଛି।ଚିକିତ୍ସିତ ହେଉଥିବା ୫ ରୋଗୀ ରାତିରେ ମୃତ୍ୟୁବରଣ କରିଥିବା ଅଭିଯୋଗ ହେଉଥିବା ବେଳେ ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି।କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଆଇସିୟୁ ରେ ୩ ଜଣ ଓ ୱାର୍ଡରେ ୨ ଜଣ ଏପରିକି ୫ ଜଣଙ୍କ ମୃତୁ ହୋଇଥିବା ଅଭିଯୋଗ […]Continue Reading




