By Chitta Ranjan Pani KORAPUT, NOV 27 : During a transect walk for vegetation mapping in the Community Forest Resource (CFR) areas of Badapadar village, Nandapur block, Koraput district, Odisha, I encountered a place of immense historical and spiritual significance. Nestled in a sacred den lies a site revered by the local tribal community, deeply […]Continue Reading
କୋରାପୁଟ,୧୭/୧୧: ରାଜ୍ୟ ସରକାର ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥାଠାରୁ ଆରମ୍ଭ କରି ୟୁନିଫର୍ମ, ବ୍ୟାଗ୍ ଜୋତା ବି ଯୋଗାଇ ଦେଉଛନ୍ତି।ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଡର୍ମ୍ପିଂୟାର୍ଡରେ ଫିଙ୍ଗାଯାଉଛି। ଏପରି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ବୈପାରିଗୁଡ଼ାରେ।ବୈପାରୀଗୁଡ଼ାଠାରୁ ୨ କିମି ଦୂରରେ ଥିବା ଏକ Continue Reading
କୋରାପୁଟ, ୮/୧୧ : ଲାଞ୍ଚ ନେଉଛନ୍ତି ବୋଲି ଅଭିଯୋଗ ହୋଇଥିଲା। ତେଣୁ ତାଙ୍କୁ ବଦଳି କରାଯାଇଥିଲା। ତଥାପି ସେ ସୁଧୁରିଲେନି। ଆଉ ଆଜି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଏହି ସରକାରୀ ବାବୁ ହେଉଛନ୍ତି ଜଣେ ଡାକ୍ତର। ତାଙ୍କ ନାଁ ବିଶ୍ୱଜିତ୍ ଭୂୟାଁ। ସେ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭାରପ୍ରାପ୍ତ ମେଡିକାଲ ଅଫିସର ଭାବେ ନିଯୁକ୍ତ ହୋଇଛନ୍ତି।ସହିତ ଡାକ୍ତରଖାନାର Continue Reading
କୋରାପୁଟ/ନନ୍ଦପୁର,୪/୧୧: ସ୍ବାମୀଙ୍କୁ ନିସ୍ତୁକ ପିଟିଲେ, ଗଛରେ ବାନ୍ଧିଦେଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ।ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ବାମୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ କୁମ୍ଭାରଗଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ରାସ୍ତାରେ । ମୃତା ମହିଳା ହେଲେ ସାବିତ୍ରୀ ଖରା।ସୂଚନାଯୋଗ୍ୟ, ସ୍ବାମୀ ମହେନ୍ଦ୍ର ଖରା ଓ ସାବୀତ୍ରୀ ସୋମବାର କୌଣସି Continue Reading
କୋରାପୁଟ, ୨୭/୯: ପୁଣି ଜଣେ ସରକାରୀ ଅଧିକାରୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କୋରାପୁଟ ଜିଲ୍ଲା କୁଣ୍ଡୁରା ବ୍ଲକ୍ ସହକାରୀ ଯନ୍ତ୍ରୀ ଶ୍ରୀମତି ଭାନୁମତି ଟୁଡୁଙ୍କୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଧରିଛି ।ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗକାରୀଙ୍କଠାରୁ ୫୦୦୦ ଟଙ୍କା ଲାଞ୍ଚ ମାଗିଥିଲେ ଏବଂ ପରେ ଏହାକୁ ଗ୍ରହଣ କରିଥିଲେ । ଏକ ବିଲ ପାସ କରାଇ ଦେବାକୁ ସେ ଏହି ଟଙ୍କା ନେଉଥିଲେ ବୋଲି ଜଣାପଡ଼ିଛି । ଧରାପଡ଼ିବା ପରେ ସହକାରୀ ଯନ୍ତ୍ରୀଙ୍କର Continue Reading
ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ରିପୋର୍ଟକୋରାପୁଟ, ୧୦/୯ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରୁ ଅବପାତ ପ୍ରଭାବରେ ପଅର ଦିନ ଠାରୁ ଜିଲ୍ଲାରେ ବ୍ୟାପକ ଭାବେ ଲଗାଣ ବର୍ଷା ଲାଗି ରହିଛି ।ଜିଲ୍ଲାର ସବୁ ବ୍ଲକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ରାସ୍ତା ଘାଟ ସବୁଠି ପାଣିର ଲହଡି ଭାଙ୍ଗୁଛି ବର୍ଷା ଜଳ ।ଅନ୍ୟପଟେ ଜିଲ୍ଲାର ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପସି ଯାଇଛି ବର୍ଷା ଜଳ । ମାଛକୁଣ୍ଡ ପାୱାର ହାଉସରେ ୨ ନମ୍ବର […]Continue Reading
ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ରିପୋର୍ଟକୋରାପୁଟ, ୩୦/୮ : ଆଜି ଶୁକ୍ରବାର ମଧ୍ୟାହ୍ନ ସମୟରେ କୋରାପୁଟ ମେଡ଼ିକାଲ କଲେଜର ପ୍ରସୂତି ଓ ଏସ୍ ଏନ୍ ସି ୟୁ ନିକଟରେ ଏକ ବଡ ଶଦ୍ଦ ହୋଇଥିଲା। ଏହା ପରେ ଉପରୋକ୍ତ ୱାର୍ଡରେ ଧୂଆଁ ମୟ ପରିବେଶ ସୃଷ୍ଟି ହୋଇଥିଲା।ଏଥରେନିଆଁ ଲାଗିଥିବା ଭାବି ସମସ୍ତେ ଭୟଭୀତ ହୋଇ ପଡ଼ିଥିଲେ। କାରଣ ଏସ୍ ଏନ୍ ସି ୟୁରେ ପ୍ରାୟ ୨୫ ଜଣ ନବ ଜାତକ ଓ ପ୍ରସୂତି ୱାର୍ଡ ରେ ପ୍ରାୟ ୧୦ […]Continue Reading
ଜୟପୁର,୨୧/୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ଗାଁ ପାତ୍ରପୁଟର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି।ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି। ପଞ୍ଚଭୂତରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପାର୍ଥିବ ଶରୀର ବିଲୀନ ହୋଇଛି।ବିଶିଷ୍ଟ ଜୈବିକ କୃଷିବିତ୍ କମଳା ପୂଜାରୀ ନାରୀ ସଶକ୍ତୀକରଣ କ୍ଷେତ୍ରରେ ପ୍ରମୁଖ ଭୂମିକା ବହନ କରିଥିଲେ। ଦେଶୀ ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲାର ଏକମାତ୍ର ଆଦିବାସୀ ମହିଳା ଭାବେ ସେ Continue Reading
ଜୟପୁର, ୧୫/୭: ୪୮ ଘଣ୍ଟା ପରେ ଅପହୃତ ମିଲ୍ ମାଲିକ ରମେଶ ପାତ୍ରଙ୍କୁ ଉଦ୍ଧାର କରିଛି କୋରାପୁଟ ପୁଲିସ। ଗତକାଲି ରାତି ୧ଟା ସମୟରେ ଅପହରଣକାରୀଙ୍କ କବଳରୁ ମୁକୁଳିଛନ୍ତି ଏ.ରମେଶ ପାତ୍ର। ଏନେଇ କୋରାପୁଟ ଆରକ୍ଷୀ ଅଧୀକ୍ଷକ ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ, ଜୟପୁରରେ ଏକ ରାଇସ୍ ମିଲର ମାଲିକ ରମେଶ ପାତ୍ରଙ୍କୁ ଅପହରଣ କରାଯାଇଥିଲା। ଏନେଇ ରମେଶଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପରିବାର ଲୋକଙ୍କ ଅଭିଯୋଗ ମୁତାବକ ରମେଶ ଘରକୁ ଫେରିବା ବେଳେ Continue Reading
କୋରାପୁଟ,୨୮/୬: ଡିପ୍ଥେରିଆ, ଜଣ୍ଡିସ୍ ପରେ ରାଜ୍ୟରେ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବିନ୍ଧାର କାରଣ ହୋଇଛି। ଶୁକ୍ରବାର କୋରାପୁଟ ଜିଲା ପଡ଼େଇଗୁଡ଼ା ଗାଁରେ ୨ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସିଡିଏମ୍ଓଙ୍କ ଅଫିସ ପକ୍ଷରୁ ସୂଚନା ମିଳିଛି।ମିଳିଥିବା ସୂଚନା ମୁତାବକ, ମେଡିକାଲ ଟିମ୍ ପକ୍ଷରୁ ୬ ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ଆନ୍ଥ୍ରାକ୍ସରେ ଆକ୍ରାନ୍ତ ଥିବା ଚିହ୍ନଟ Continue Reading




