Home Posts tagged Koraput (Page 2)
Top Stories
By Chandrabhanu Singh Koraput, Sept. 17: The Odisha Administrative Service (OAS) Association-Koraput held an urgent meeting on Wednesday to condemn the alleged misconduct of a Bharatiya Janata Party (BJP) leader during the launch event of the Subhadra Yojana at Vikram Deo University in Jeypore on Tuesday. According to sources, the incident occurred shortly after local […]Continue Reading
Odisha News
କୋରାପୁଟ, ୨୧/୬ : କୋରାପୁଟ ଜିଲ୍ଲା ବନ୍ଧୁଗାଁ ଥାନା ଅନ୍ତର୍ଗତ ସରପଲ୍ଲୀ ଛକରେ ନକ୍ସଲମାନେ ପୋଷ୍ଟର ଲଗାଇଛନ୍ତି। ପୋଷ୍ଟରରେ ତେଲୁଗୁ ଭାଷାରେ ଲେଖାଯାଇଛି। ଏହି ପୋଷ୍ଟରଟି ସିପିଆଇ ମାଓବାଦୀ ପକ୍ଷରୁ ଲଗାଯାଇଥିବା ସେଥିରେ ଦର୍ଶାଯାଇଛି।ଆଜି ସକାଳେ ସରପଲ୍ଲୀ ଛକରେ ଲାଗିଥିବା ନକ୍ସଲ ପୋଷ୍ଟର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ତଦନ୍ତ କରୁଛି।ଦୀର୍ଘ ଦିନ ପରେ ନକ୍ସଲମାନେ ବନ୍ଧୁଗାଁ ଅଞ୍ଚଳରେ ପୋଷ୍ଟର ଲଗାଇ ପୁଣି ସେମାନଙ୍କ Continue Reading
Odisha News
କୋରାପୁଟ, ୨୦/୬ : ଚି ନ୍ତା ବଢ଼ାଉଛି ଡିପଥେରିଆ । ପୂର୍ବରୁ ଏଥିରେ ଆକ୍ରାନ୍ତ ହୋଇ ୫ ଜଣ ଆଖି ବୁଜି ସାରିଥିବା ବେଳେ ଏବେ ଆଉ ଜଣେ ନାବାଳକ ଆଖି ବୁଜିଛନ୍ତି। ମୃତକ କୋରାପୁଟ ବନ୍ଧୁଗାଁର ୧୦ ବର୍ଷର ନାବାଳକ ବୋଲି ଜଣାଯାଇଛି। ପୂର୍ବରୁ ସାରା ରାଜ୍ୟରେ ୫ ଜଣଙ୍କର ଡିପଥେରିଆରେ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି।ଜନନସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଗକଉଏ ମେଡିକାଲରେ ଡିପଥେରିଆ ରେ ୪ ଜଣ […]Continue Reading
Odisha News
ବୈପାରୀଗୁଡା, ୧୩/୬: କୋରାପୁଟ ଜିଲ୍ଲା ବୈପାରୀଗୁଡାର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଚଢ଼ାଉ ସମୟରେ ବିପୁଳ ପରିମାଣର ଦେଶୀ ମଦ ଜବତ ହୋଇଛି। ଏହା ସହ ବେଆଇନ ମଦ କାରବାର ଅଭିଯୋଗରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।ଅବକାରୀ କମିଶନର ନରସିଂହ ଭୋଳ ଏବଂ ଡେପୁଟି କମିଶନର ଡମ୍ବୁରୁଧର ଗଣ୍ଡଙ୍କ ନିର୍ଦ୍ଦେଶ କ୍ରମେ ବୈପାରୀଗୁଡା ବ୍ଲକର ଦଣ୍ଡାବାଡ଼ି, ଡ଼ିରାମଗିରି, ରିକାଉଡିଆଡି ଗୁଡା ଆଦି ସ୍ଥାନରେ ଚଢ଼ାଉ କରାଯାଇଛି।ବେଆଇନ Continue Reading
Odisha News
କୋରାପୁଟ, ୧୨/୪: ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା।ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଅଭିନେତା ତଥା ବିଜେପି ନେତା ଅରିନ୍ଦମ ରାୟ ଏବଂ ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲିଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି।କୈଳାଶ ଚନ୍ଦ୍ର କୁଲେସିକାଙ୍କ ସହ ବ୍ଲକ ବିଜେଡି ସଭାପତି ପ୍ରମୋଦ ଖରା ଏବଂ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଶତାଧିକ ସମର୍ଥକ ବିଜେପିରେ ସାମିଲ Continue Reading
Odisha News
କୋରାପୁଟ, ୨୭/୩: ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏବେ ମୃତକଙ୍କର ପରିଚୟ ମିଳିଛି। ମୃତକ ହେଲେ ଜୟପୁର ଚିଲିଗୁଡାର ନାରାୟଣ ରଥ। ସୂଚନାଯୋଗ୍ୟ, ମାଲକାନଗିରିରୁ ବ୍ରହ୍ମପୁର ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥର କୋରାପୁଟ ସଦର ଥାନା ଅଧୀନ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ Continue Reading
Odisha News
କୋରାପୁଟ,୧୯/୧୨: ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଲମତାପୁଟ ଆରଆଇ ଓ ପିଅନଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ମାଲେଙ୍ଗା ଗ୍ରାମର ହରି ନାୟକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଲମତାପୁଟ ଆର ଆଇ ବିଜୟ କୁମାର ବାଘ।ଅଭିଯୋଗ ହେବା ପରେ ଆଜି ହରି ନାୟକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଅଭିଯୁକ୍ତ ବିଜୟ କୁମାର ବାଘଙ୍କୁ ଭିଜିଲାନ୍ସ ଧରିଛି। ଏହି ମାମଲାରେ ପିଅନ ରୋହିତ ପାଢ଼ୀଙ୍କୁ ବି ଅଟକ ରଖି […]Continue Reading
Odisha News
Teachers’ strike reach Day 4 in Boriguma in Odisha’s Koraput district By Prakash Kumar Singh ବୋରିଗୁମ୍ମା,୧୧/୯ : ବୋରିଗୁମ୍ମା, ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଙ୍ଘର ଆହ୍ୱାନ କ୍ରମେ ବୋରିଗୁମ୍ମା ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର ଠାରୁ ବୋରିଗୁମ୍ମା ଗୋଷ୍ଠୀ ଶିକ୍ଷାକେନ୍ଦ୍ର କାର୍ଯ୍ୟାଳୟ ସମ୍ମୁଖରେ ଆରମ୍ଭ ହୋଇଥିବା ଧାରଣା ୪ର୍ଥ ଦିନରେ ପହଞ୍ଚିଛି ।୪ର୍ଥ ଦିନରେ ମଧ୍ୟ ବୋରିଗୁମ୍ମା ବ୍ଲକର Continue Reading
Odisha News
କୋରାପୁଟ,୪/୮: କୋରାପୁଟ ଜିଲା ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ଏକ ଲାଞ୍ଚ ମାମଲାରେ ଗିରଫ ହୋଇଥିବା ଯୋଗୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ ନିଲମ୍ବନ କରିଛନ୍ତି।ଚନ୍ଦ୍ରଭାନୁ ମହାନ୍ତି ଗତ ମାସ ଜୁଲାଇ ୨୮ ତାରିଖରେ ଗିରଫ ହୋଇଥିବା ବେଳେ ଏହି ନିଲମ୍ବନ ଆଦେଶ ସେହିଦିନ ଠାରୁ କାର‌୍ୟ୍ୟକାରୀ ହେବ ବୋଲି ଡିଜିପି ତାଙ୍କ ନିର୍ଦ୍ଦେଶରେ ଉଲ୍ଲେଖ କରିଛନ୍ତି।ଏକ ମାମଲାରେ ଜଣେ ଅଭିଯୋଗକାରୀଙ୍କୁ ସାହାଯ୍ୟ କରିବା Continue Reading
Odisha News
କୋରାପୁଟ,୧୦/୭ : ରାଜ୍ୟର ପୃଥକ ପୃଥକ ସ୍ଥାନରେ ଆଜି ବଜ୍ରପାତରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୋଟିଏ ଘଟଣା ଅନୁଗୋଳ ଜିଲ୍ଲାରେ ଘଟିଥିବା ବେଳେ ଅନ୍ୟଟି କୋରାପୁଟ ଜିଲ୍ଲାରେ ଘଟିଛି। ୪ ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି।ଅନୁଗୋଳ ଜିଲ୍ଲାରେ ବଜ୍ରପାତରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତ ମହିଳା ଦ୍ୱୟ ହେଉଛନ୍ତି ସୁଷମା ବେହେରା […]Continue Reading