Home Posts tagged kuchinda banda
Odisha News
ସମ୍ବଲପୁର,୨୧/୧୨: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ଘୋଷଣା ଦାବିରେ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା ଦିଆଯାଇଛି। ‘କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି’ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟା’ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି।କୁଚିଣ୍ଡାର ସମସ୍ତ ଦୋକାନ ବଜାର, ଗାଡି ମୋଟର ଚଳାଚଳ ବନ୍ଦ ରହିଛି। ହେଲେ ବନ୍ଦରୁ ଜରୁରୀ ସେବା ଗୁଡ଼ିକୁ ବାଦ୍ ଦିଆଯାଇଛି। ଡାକ୍ତରଖାନା ଓ ଦମକଳ ସେବାକୁ Continue Reading
Seo wordpress plugin by www.seowizard.org.