Home Posts tagged kumar purnima festival
Odisha News
ଭୁବନେଶ୍ୱର, ୨୫/୧୦ : ଆଜି ହେଉଛି ଆଶ୍ବିନ ମାସର ଶେଷ ଦିନ ପୂର୍ଣ୍ଣମୀ ତିଥି। କାଲିଠାରୁ ଆରମ୍ଭ ହେବ ପବିତ୍ର ମାସ କାର୍ତ୍ତିକ । ଆଜିର ଦିନକୁ କୁଆଁରୀ ଝିଅମାନେ କୁମାର ପୂର୍ଣ୍ଣିମା ଭାବରେ ପାଳନ କରୁଛନ୍ତି । ଏହାକୁ ଓଡିଶାର କୁଆଁରୀ ଝିଅ ମାନଙ୍କ ଏକ ଗଣପର୍ବ କହିଲେ ଅତ୍ୟୁକ୍ତି ହେବ ନାହିଁ।କାରଣ ସାରା ଓଡିଶାରେ ଏହି ଦିନଟିକୁ କୁଆଁରୀ ଝିଅ ମାନେ ବହୁ ଆଡମ୍ବର ସହକାରେ ପାଳନ କରିଥାନ୍ତି । ଏହି ପର୍ବରେ ଯୁବତୀମାନେ […]Continue Reading