Home Posts tagged kuwait
Odisha News
ମମତା ମହାପାତ୍ରଙ୍କ ରିପୋର୍ଟକୁଏତ, ୨୬/୫ : ଗତ ଶୁକ୍ରବାର – ୨୩- ମଇ ତାରିଖରେ, ଭାରତୀୟ ପ୍ରବାସୀ ପରିଷଦ, ଫାହାହିଲ୍ କ୍ଷେତ୍ର କମିଟି ଏମ୍ବ ଖୈତାନର ସିଟି କ୍ଲିନିକ୍ ର ସହିତ ମିଳିତ ସହଯୋଗରେ ଏକ ଚିକିତ୍ସା ଶିବିର ଆୟୋଜନ ହୋଇ ଯାଇଛି।ଉଦ୍ଘାଠନୀ ସମାରୋହରେ ବିପିପି ଉପାଧ୍ୟକ୍ଷ ଶ୍ରୀ ସମ୍ପଥ କୁମାର ଅଧ୍ୟକ୍ଷତା କରିଥିଲେ। ଫାହାହିଲ୍ କ୍ଷେତ୍ର ସଭାପତି ଶ୍ରୀ ରାଜେଶ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସୁଲେବିୟା ଶିବିର ସଂଯୋଜକ ଶ୍ରୀ ପ୍ରସନ୍ନନ ଧନ୍ୟବାଦ Continue Reading
Odisha News
ଭୁବନେଶ୍ବର,୧୫/୬: ଭୁବନେଶ୍ବରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ବତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି।ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓଏବଂ ପ୍ରଭାତୀ ପରିଡ଼ା ଓ କ୍ୟାବିନେଟ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ଏତଦବ୍ୟତୀତ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ଓ କାମଚଳା ବାଚସ୍ପତି Continue Reading