
ଲାଞ୍ଜିଗଡ଼,୨୨/୯ : କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି।ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ସୁସ୍ଥ ହୋଇ ଘରେ ଅଛନ୍ତି। ଗୁରୁତର ବୁର୍ଜା ମାଝୀଙ୍କର ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।ସୂଚନାନୁସାରେ, ବେତିଆପଡ଼ା ଗାଁର ୫ଜଣ ବ୍ୟକ୍ତି ବୁର୍ଜା Continue Reading