Home Posts tagged last phase election held tomorrow in odisha and india
Odisha News
ଓଡ଼ିଶା, ୩୧/୫: ଆସନ୍ତାକାଲି ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା ଆସନରେ ହେବ ମତଦାନ। ଏହି ପର‌୍ୟ୍ୟାୟରେ ୬୬ ଲୋକସଭା ଏବଂ ୩୯୪ ବିଧାନସଭା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ଭୋଟର। ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ,୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଛି । […]Continue Reading
Seo wordpress plugin by www.seowizard.org.