
ଲକ୍ଷ୍ନୌ, ୨୮/୯: ପ୍ରଖ୍ୟାତ ଗାୟିକା ଲତା ମଙ୍ଗେସ୍କରଙ୍କ ୯୩ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନପୂର୍ବକ ଉତ୍ତର ପ୍ରଦଶେର ଅଯୋଧ୍ୟା ନଗରୀ ଦେଇ ପ୍ରବାହିତ ସରଯୂ ନଦୀ ତୀର ଅନ୍ତର୍ଗତ ଏକ ପ୍ରମୁଖ ଛକରେ ୧୪ ଟନ୍ ଓଜନବିଶିଷ୍ଟ ଗୋଟାଏ ୪୦ ଫୁଟ୍ ଲମ୍ବ ଓ ୧୨ ମିଟର ଉଚ୍ଚ ବୀଣା ସ୍ଥାପନ କରାଯାଇଛି।ଲତା ମଙ୍ଗେସ୍କର୍ଙ୍କ ନାମରେ ନାମିତ ଉକ୍ତ ଛକକୁ (ଲତା ମଙ୍ଗେସ୍କର୍ ଚୌରା) ଆଜି ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚ୍ୟୁଆଲ୍ରେ ଉଦ୍ଘାଟନ କରିବେ। ଛକର ଉଦ୍ଘାଟନୀ Continue Reading