Home Posts tagged LIBYA
Odisha News
ବେଙ୍ଘାଜି,୧୨/୯: ଭୀଷଣ ବାତ୍ୟା ଓ ବର୍ଷା ଯୋଗୁଁ ଡେର୍ନା ନଗରୀକୁ ପ୍ରଳୟଙ୍କରୀ ବନ୍ୟା ଆସିବାରୁ ଅନ୍ୟୂନ ୨୦୦୦ ଲୋକଙ୍କର ମୃତ୍ୟୁ ଘଟିଛି ଓ ଆହୁରି ଅସଂଖ୍ୟ ଲୋକ ନିଖୋଜ ହୋଇ ଯାଇଥିବା କଥା ପୂର୍ବାଞ୍ଚଳ ଲିବ୍ୟାର ସରକାରୀ କର୍ତ୍ତୃପକ୍ଷମାନେ ସୋମବାର ଦିନ କହିଛନ୍ତି।ଲିବ୍ୟାର ପୂର୍ବ ପ୍ରାନ୍ତକୁ ନିୟନ୍ତ୍ରଣ କରୁଥିବା ‘ଲିବ୍ୟାନ୍ ନ୍ୟାସ୍ନାଲ୍ ଆର୍ମି’ର (ଏଲ୍ଏନ୍ଏ) ମୁଖପାତ୍ର ଅହମଦ୍ ମିସ୍ମାରି ଟେଲିଭିଜନ୍ରେ ପ୍ରସାରିତ ସାମ୍ବାଦିକ ସମ୍ମିଳନୀରେ Continue Reading
Seo wordpress plugin by www.seowizard.org.