କେନ୍ଦ୍ରାପଡ଼ା, ୧/୪ : କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି କିଛି ଦୁର୍ବୃତ୍ତ ଟଙ୍କା ଓ ସୁନା ଲୁଟ କରି ନେଇଛନ୍ତି।ଲୁଟେରାଙ୍କ ଭୁଜାଲି ମାଡ଼ରେ ବୃଦ୍ଧ ଦମ୍ପତି ଉଦୟନାଥ ଜେନା ଓ ତାଙ୍କ ସ୍ତ୍ରୀ ଜୟନ୍ତୀ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଓ ପରେ ସ୍ତ୍ରୀଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ମିଳିଥିବା ସୂଚନା ଅନୁଯାୟୀ ରାତି ପ୍ରାୟ ଗୋଟାଏ ବେଳେ Continue Reading