Home Posts tagged loot atm
Odisha News
ଭୁବନେଶ୍ବର, ୫/୪: ରାଜଧାନୀ ଉପକଣ୍ଠ ଶିଶୁପାଳଗଡ଼ର ଇନ୍ଦିରା କଲୋନିରେ ଥିବା ଏକ ଏସବିଆଇ ଏଟିଏମକୁ କାଟି ନେଇ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଥିବା ଘଟଣା ରାଜଧାନାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏଭଳି ଘଟଣା ରାଜ୍ୟରେ ପ୍ରଥମ ବୋଲି କୁହାଯାଉଛି।ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଶିଶୁପାଳଗଡ଼ର ଇନ୍ଦିରା କଲୋନିରେ ଥିବା ଏସବିଆଇ ଏଟିଏମକୁ କାଟି ନେଇ ଦୁର୍ବୃତ୍ତମାନେ ସେଥିରେ ଥିବା ୧୭ ଲକ୍ଷ ୧୪ ହଜାର ଟଙ୍କା ଲୁଟି ନେଇଥିଲେ। ଏହି Continue Reading
Seo wordpress plugin by www.seowizard.org.