
ପୁରୀ,୨୫/୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି ।ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ ନୀତି ତ୍ୱରାନ୍ବିତ କରିବାକୁ ହେଲେ ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତି ହୋଇଛି । ଏହାସହ ନୀତିର ଯଥେଷ୍ଟ ପୂର୍ବରୁ ସେବାୟତମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି ।ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ Continue Reading