Home Posts tagged low pressure
Odisha News
ଭୁବନେଶ୍ୱର,୨/୧୦ : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍।ଏହା କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ। ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ Continue Reading
Odisha News
ଭୁବନେଶ୍ୱର,୨୯/୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ।ସୂଚନାନୁସାରେ, ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏନେଇ ରାଜ୍ୟରେ ହାଲୁକାରୁ ମଧ୍ୟମ ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ Continue Reading
Odisha News
ଭୁବନେଶ୍ୱର,୩୦/୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସଦୃଶ ଲଘୁଚାପ ଆଜି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ରହିଛି। ଏହା ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି, ପରବର୍ତ୍ତୀ ସମୟରେ ଏହା ନିଜର ଦିଗ ବଜାୟ ରଖିବା ସହ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ Continue Reading
Odisha News
ଭୁବନେଶ୍ୱର,୧୪/୧୧: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୧୬ ତାରିଖ ବେଳକୁ Continue Reading
Odisha News
ଭୁବନେଶ୍ୱର,୧୯/୧୦ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। କାଳକ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୧ ତାରିଖ ସକାଳ ବେଳକୁ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ Continue Reading
Odisha News
ଭୁବନେଶ୍ୱର,୧୭।୧୧ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ଗୁରୁବାର ସକାଳେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି।ଖବର ଅନୁଯାୟୀ, ଆଗାମୀ ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ କଣ ରହିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଆଗ ଗୋଟେ କି ଦୁଇ ଦିନ ମଧ୍ୟରେ ପୁରା ଚିତ୍ର Continue Reading
Odisha News
ଭୁବନେଶ୍ୱର, ୧୭/୩: ବଳ ଗୋଟାଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୨୧ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବ।ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁସାରେ, ଏବେ ଲଘୁଚାପ କ୍ଷେତ୍ରଟି ପୂର୍ବ ଓ ଉତ୍ତରପୂର୍ବ ଦିଗକୁ ଗତି କରୁଛି। ପରବର୍ତ୍ତୀ ସମୟରେ ଦିଗ ପରିବର୍ତ୍ତନ କରି ଲଘୁଚାପ କ୍ଷେତ୍ର ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇ ପଶ୍ଚିମବଙ୍ଗ ଏବଂ ଆଣ୍ଡାମାନ୍ ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି।୨୦ ତାରିଖ ବେଳକୁ Continue Reading
Seo wordpress plugin by www.seowizard.org.