
ଭୁବନେଶ୍ବର, ୨୩/୫ : : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ବୁଧବାର ତୁଳନାରେ ଗୁରୁବାର ବଙ୍ଗୋପସାଗର ସକ୍ରିୟ ଲଘୁଚାପ କ୍ଷେତ୍ର ନିକଟରେ ପବନର ଘୂର୍ଣ୍ଣୟମାନ ବେଗ ବୃଦ୍ଧି ପାଇବାରେ ଲାଗିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଫଳରେ ଏହା ଅଧିକ ଘନୀଭୂତ ହେବାରେ ଲାଗିଛି।ଶୁକ୍ରବାର ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ Continue Reading