
ଭୁବନେଶ୍ୱର, ୨୧/୧୨ : ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୭ ଗତିରେ ପୂର୍ବ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୦୦ କିଲୋମିଟର ଦୂରରେ ରହିଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ଉପକୂଳ […]Continue Reading