ଭୁବନେଶ୍ୱର,୧/୯ : ଆସନ୍ତା ୩ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।ଏହା ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୩ ତାରିଖରୁ ପାଗର ପରିବର୍ତ୍ତନ ହେବ। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ Continue Reading
ଭୁବନେଶ୍ବର,୨୯/୭ : ବଙ୍ଗୋପସାଗରରେ ଲଗାତାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରେ ଲାଗିଛି । କିଛି ଦିନ ତଳେ ସୃଷ୍ଟ ଲଘୁଚାପ ରାଜ୍ୟରେ ଭଲ ବର୍ଷା କରାଇ ଦୁର୍ବଳ ହେବା ପରେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି ।ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର-ଓଡ଼ିଶା ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଅଂଚଳରେ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି […]Continue Reading
ଭୁବନେଶ୍ବର, ୨୪/୭: ସୋମବାର ପଶ୍ଚିମ କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଅର୍ଥାତ୍ ୨୫ ତାରିଖ ଆଡ଼କୁ ସେହି ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।ମୌସୁମୀଜନିତ ନିମ୍ନଚାପରେଖା ଗତକାଲିଠାରୁ ଗୁଜରାଟର ଦେସାରୁ ବାହାରି Continue Reading




